ପ୍ରେରିତ 12:21 - ପବିତ୍ର ବାଇବଲ21 ହେରୋଦ ଗୋଟିଏ ନିର୍ଦ୍ଦିଷ୍ଟ ଦିନ ସେମାନଙ୍କୁ ଦେଖା କରିବା ପାଇଁ ସ୍ଥିର କଲେ। ସେଦିନ ସେ ରାଜକୀୟ ବସ୍ତ୍ର ପିନ୍ଧି ସିଂହାସନରେ ବସି ଲୋକମାନଙ୍କୁ ଭାଷଣ ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)21 ଏଣୁ ଗୋଟିଏ ନିରୂପିତ ଦିନରେ ହେରୋଦ ରାଜବସ୍ତ୍ର ପରିଧାନ କରି ସିଂହାସନରେ ବସି ସେମାନଙ୍କ ନିକଟରେ ଗୋଟିଏ ବକ୍ତୃତା ଦେଲେ; Gade chapit laଓଡିଆ ବାଇବେଲ21 ଏଣୁ ଗୋଟିଏ ନିରୂପିତ ଦିନରେ ହେରୋଦ ରାଜବସ୍ତ୍ର ପରିଧାନ କରି ସିଂହାସନରେ ବସି ସେମାନଙ୍କ ନିକଟରେ ଗୋଟିଏ ଭାଷଣ ଦେଲେ; Gade chapit laପବିତ୍ର ବାଇବଲ (CL) NT (BSI)21 ନିରୂପିତ ଦିନରେ ହେରୋଦ ରାଜକୀୟ ପୋଷାକ ପରିଧାନ କଲେ ଏବଂ ସିଂହାସନରେ ବସି ଲୋକମାନଙ୍କୁ ଏକ ଭାଷଣ ଦେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଣୁ ଗୋଟିଏ ନିରୂପିତ ଦିନରେ ହେରୋଦ ରାଜବସ୍ତ୍ର ପରିଧାନ କରି ସିଂହାସନରେ ବସି ସେମାନଙ୍କ ନିକଟରେ ଗୋଟିଏ ଭାଷଣ ଦେଲେ; Gade chapit la |