Biblia Todo Logo
Bib sou entènèt

- Piblisite -




ପ୍ରେରିତ 12:25 - ପବିତ୍ର ବାଇବଲ

25 ବର୍ଣ୍ଣ‌ବ୍‌‌ବା ଓ ଶାଉଲ ଯିରୁଶାଲମରେ କାମ ସାରି ଆନ୍ତିୟଖିଆକୁ ଫେରିଗଲେ। ସେମାନଙ୍କ ସହିତ ମାର୍କ ନାମରେ ପରିଚିତ ଯୋହନ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ପରେ ବର୍ଣ୍ଣବ୍ବା ଓ ଶାଉଲ ଆପଣାମାନଙ୍କର ସେବାକାର୍ଯ୍ୟ ସମାପ୍ତ କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କୁ ସାଙ୍ଗରେ ଘେନି ଯିରୂଶାଲମରୁ ବାହୁଡ଼ିଗଲେ।

Gade chapit la Kopi

ଓଡିଆ ବାଇବେଲ

25 ପରେ ବର୍ଣ୍ଣବ୍ବା ଓ ଶାଉଲ ଆପଣାମାନଙ୍କର ସେବାକାର୍ଯ୍ୟ ସମାପ୍ତ କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କୁ ସାଙ୍ଗରେ ଘେନି ଯିରୂଶାଲମରୁ ବାହୁଡ଼ିଗଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ବର୍ଣ୍ଣବା ଓ ଶାଉଳ ଯିରୂଶାଲମରେ ସେବାକାର୍ଯ୍ୟ ଶେଷ କରି ଯୋହନ (ଓରଫ ମାର୍କ)ଙ୍କୁ ସଙ୍ଗରେ ନେଇ ଯିରୂଶାଲମରୁ ଆଣ୍ଟିୟୋଖକୁ ଫେରିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ପରେ ବର୍ଣ୍ଣବ୍ବା ଓ ଶାଉଲ ଆପଣାମାନଙ୍କର ସେବାକାର୍ଯ୍ୟ ସମାପ୍ତ କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କୁ ସାଙ୍ଗରେ ଘେନି ଯିରୂଶାଲମ ସହରରୁ ବାହୁଡ଼ିଗଲେ।

Gade chapit la Kopi




ପ୍ରେରିତ 12:25
10 Referans Kwoze  

ଏହା ଅନୁଭବ କଲାପରେ, ସେ ଯୋହନଙ୍କ ମାତା ମରିୟମଙ୍କ ଘରକୁ ଗଲେ। ଯୋହନଙ୍କୁ ମାର୍କ ମଧ୍ୟ କୁହା ଯାଉଥିଲା। ସେଠାରେ ଅନେକ ଲୋକ ଏକାଠି ହୋଇ ପ୍ରାର୍ଥନା କରୁଥିଲେ।


ବାବିଲୋନ ମଣ୍ଡଳୀ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି। ତୁମ୍ଭ ଭଳି ସେମାନେ ମଧ୍ୟ ମନୋନୀତ। ଯୀଶୁ ଖ୍ରୀଷ୍ଟଙ୍କ ବିଶ୍ୱାସୀ ମୋ’ ପୁତ୍ର ମାର୍କ ନମସ୍କାର ଜଣାଉଛନ୍ତି।


ବର୍ଣ୍ଣ‌ବ୍‌‌ବା ସେମାନଙ୍କ ସହିତ ମାର୍କ ନାମରେ ପରିଚିତ ଯୋହନଙ୍କୁ ନେବା ପାଇଁ ଗ୍ଭହିଁଲେ।


ଯୋଷେଫ ନାମରେ ଜଣେ ବିଶ୍ୱାସୀ ଥିଲେ। ପ୍ରେରିତମାନେ ତାହାଙ୍କୁ “ବର୍ଣ୍ଣ‌ବ୍‌‌ବା” ନାମରେ ଡାକୁଥିଲେ। ଏହି ନାମର ଅର୍ଥ, “ସାହାଯ୍ୟକାରୀ” ସେ କୁପ୍ରୀୟ ଜାତିର ଜଣେ ଲେବୀୟ ଥିଲେ।


କିନ୍ତୁ ପାଉଲ ଓ ବର୍ଣ୍ଣ‌ବ୍‌‌ବା ଆନ୍ତିୟଖିଆରେ ରହିଲେ ଏବଂ ଅନ୍ୟମାନଙ୍କ ସହିତ ସେମାନେ ଲୋକମାନଙ୍କୁ ପ୍ରଭୁଙ୍କର ବାକ୍ୟ ଶିକ୍ଷା ଦେଲେ ଏବଂ ସୁସମାଗ୍ଭର ପ୍ରଗ୍ଭର କଲେ।


ଅରିସ୍ତାର୍ଖଙ୍କ ନମସ୍କାର ଜଣାଉଛି। ସେ ମୋ’ ସହିତ ଜଣେ ସହବନ୍ଦୀ। ବର୍ଣ୍ଣବାଙ୍କ କୁଟୁମ୍ବୀୟ ଭାଇ ମାର୍କ ନମସ୍କାର କରୁଛନ୍ତି। (ମୁଁ ଆଗରୁ ତାହାଙ୍କ ବିଷୟରେ କହି ସାରିଛି। ସେ ଯଦି ଆସନ୍ତି, ତାହାଙ୍କୁ ସ୍ୱାଗତ କରିବ।)


ଏବେ ମୋ’ ସହିତ କେବଳ ଲୂକ ଅଛନ୍ତି। ତୁମ୍ଭେ ଆସିଲା ବେଳେ ମାର୍କଙ୍କୁ ତୁମ୍ଭ ସହିତ ନେଇ ଆସିବ। ସେ ଏଠାରେ ମୋ’ କାମରେ ଅତ୍ୟନ୍ତ ଆବଶ୍ୟକୀୟ ହୋଇପାରିବେ।


ମାର୍କ, ଆରିସ୍ତାର୍ଖ, ଦୀମା ଓ ଲୂକ ଏମାନେ ମଧ୍ୟ ତୁମ୍ଭକୁ ନମସ୍କାର ଜଣାଉଛନ୍ତି।


Swiv nou:

Piblisite


Piblisite