ପ୍ରେରିତ 13:2 - ପବିତ୍ର ବାଇବଲ2 ସେମାନେ ପ୍ରଭୁଙ୍କର ସେବା ଓ ଉପବାସ କରୁଥିବା ସମୟରେ ପବିତ୍ରଆତ୍ମା ସେମାନଙ୍କୁ କହିଲେ, “ତୁମ୍ଭେମାନେ ମୋ’ ପାଇଁ ବର୍ଣ୍ଣବ୍ବା ଓ ଶାଉଲଙ୍କୁ ସ୍ୱତନ୍ତ୍ର ଭାବେ ପୃଥକ କର, କାରଣ ମୁଁ ସେମାନଙ୍କୁ ଗୋଟିଏ ବିଶେଷ କାର୍ଯ୍ୟ କରିବା ପାଇଁ ଆହ୍ୱାନ କରିଅଛି।” Gade chapit laପବିତ୍ର ବାଇବଲ (Re-edited) - (BSI)2 ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ଵାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ କର। Gade chapit laଓଡିଆ ବାଇବେଲ2 ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର । Gade chapit laପବିତ୍ର ବାଇବଲ (CL) NT (BSI)2 ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବାବେଳେ, ପବିତ୍ରଆତ୍ମା ସେମାନଙ୍କୁ କହିଲେ, “ମୁଁ ଯେଉଁ କାର୍ଯ୍ୟ ପାଇଁ ବର୍ଣ୍ଣବା ଓ ଶାଉଲଙ୍କୁ ଆହ୍ୱାନ କରିଛି, ସେଥିପାଇଁ ସେମାନଙ୍କୁ ମୋ’ ନିମନ୍ତେ ପୃଥକ୍ କର।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର। Gade chapit la |
ପରମେଶ୍ୱର ମୋତେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ସେବକ ହୋଇ ଅଣଯିହୂଦୀମାନଙ୍କୁ ସାହାଯ୍ୟ କରିବା ପାଇଁ ନିଯୁକ୍ତି କଲେ। ସେ ମୋତେ ସୁସମାଗ୍ଭର ଶିକ୍ଷା ଦେବାର କାର୍ଯ୍ୟ କରିବା ନିମନ୍ତେ ନିଯୁକ୍ତି କଲେ। ଏପରି କରିବା ଉଦ୍ଦେଶ୍ୟ ହେଲା ଯେ, ଅଣଯିହୂଦୀମାନେ ଉତ୍ସର୍ଗଦାନ ସ୍ୱରୂପ ହେବେ ଯାହାକି ପରମେଶ୍ୱର ଗ୍ରହଣ କରିବେ। ଏହି ଦାନ ଲୋକମାନେ ପରମେଶ୍ୱରଙ୍କ ପାଇଁ ପବିତ୍ରଆତ୍ମା ଦ୍ୱାରା ପବିତ୍ର କରାଗଲା।