Biblia Todo Logo
Bib sou entènèt

- Piblisite -




ପ୍ରେରିତ 13:24 - ପବିତ୍ର ବାଇବଲ

24 ତାହାଙ୍କ ଆସିବା ପୂର୍ବରୁ ଯୋହନ ଇସ୍ରାଏଲର ସମସ୍ତ ଲୋକମାନଙ୍କୁ ପ୍ରଗ୍ଭର କରି କହିଥିଲେ ଯେ, ସେମାନଙ୍କ ଜୀବନରେ ପରିବର୍ତ୍ତନ ହୋଇ ଥିବାର ଚିହ୍ନ ସ୍ୱରୁପ ସେମାନେ ବାପ୍ତିସ୍ମ ନେବା ଆବଶ୍ୟକ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ତାହାଙ୍କ ଆଗମନ ପୂର୍ବେ ଯୋହନ ସମସ୍ତ ଇସ୍ରାଏଲ ଲୋକଙ୍କ ନିକଟରେ ପ୍ରଥମରେ ମନ ପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିଥିଲେ;

Gade chapit la Kopi

ଓଡିଆ ବାଇବେଲ

24 ତାହାଙ୍କ ଆଗମନ ପୂର୍ବେ ଯୋହନ ସମସ୍ତ ଇସ୍ରାଏଲ ଲୋକଙ୍କ ନିକଟରେ ପ୍ରଥମରେ ମନପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିଥିଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ଯୀଶୁ ତାଙ୍କ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ଯୋହନ ଇଶ୍ରାଏଲର ସମସ୍ତ ଲୋକଙ୍କ ନିକଟରେ ପ୍ରଚାର କରି କହିଲେ, ସେମାନଙ୍କୁ ପାପରୁ ମନ ଫେରାଇ ଜଳଦୀକ୍ଷା ନେବାକୁ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ତାହାଙ୍କ ଆଗମନ ପୂର୍ବେ ଯୋହନ ସମସ୍ତ ଇସ୍ରାଏଲ ଲୋକଙ୍କ ନିକଟରେ ପ୍ରଥମରେ ମନ-ପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିଥିଲେ;

Gade chapit la Kopi




ପ୍ରେରିତ 13:24
12 Referans Kwoze  

“ଯୋହନଙ୍କ ଦ୍ୱାରା ବାପ୍ତିସ୍ମ ସମ୍ପର୍କରେ ପ୍ରଗ୍ଭର ହେବାପରେ ଗାଲିଲୀଠାରୁ ଆରମ୍ଭ କରି ସାରା ଯିହୂଦାରେ ଯାହାସବୁ ଘଟିଲା, ତାହା ତୁମ୍ଭେମାନେ ଜାଣିଛ।


“ଏବଂ ତୁମ୍ଭେ ହେ ଶିଶୁ! ତୁମ୍ଭେ ସେହି ପର୍ବୋପରିସ୍ଥ ପରମେଶ୍ୱରଙ୍କ ଭବିଷ୍ୟ‌ଦ୍‌ବକ୍ତା ରୂପେ ଖ୍ୟାତ ହେବ। ପ୍ରଭୁଙ୍କ ଆଗମନ ପାଇଁ ଲୋକମାନଙ୍କୁ ପ୍ରସ୍ତୁତ କରିବା ନିମନ୍ତେ ପ୍ରଭୁଙ୍କ ପୂର୍ବରୁ ତୁମ୍ଭେ ପ୍ରଥମେ ଯିବ।


ଏହା ପରମେଶ୍ୱରଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସୁସମାଗ୍ଭରର ଆରମ୍ଭ।


Swiv nou:

Piblisite


Piblisite