ପ୍ରେରିତ 13:36 - ପବିତ୍ର ବାଇବଲ36 ଦାଉଦ ତାହାଙ୍କ ଯୁଗରେ ପରମେଶ୍ୱରଙ୍କର ଇଚ୍ଛା ଅନୁସାରେ ସେବାକାର୍ଯ୍ୟ କରି ସାରିଲାପରେ ଦେହତ୍ୟାଗ କରିଥିଲେ। ଦାଉଦଙ୍କୁ ତାହାଙ୍କ ପୂର୍ବପୁରୁଷମାନଙ୍କ ସହିତ ସମାଧି ଦିଆଗଲା ଓ ସେ କ୍ଷୟ ପ୍ରାପ୍ତ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)36 ଦାଉଦ ତ ଆପଣା ସମକାଳୀନ ଲୋକମାନଙ୍କ ମଧ୍ୟରେ ଈଶ୍ଵରଙ୍କର ସଙ୍କଳ୍ପ ଅନୁସାରେ ସେବକର କାର୍ଯ୍ୟ କଲା ଉତ୍ତାରେ ମହାନିଦ୍ରାପ୍ରାପ୍ତ ହେଲେ ଏବଂ ଆପଣା ପିତୃପୁରୁଷମାନଙ୍କ ନିକଟରେ ସମାଧିସ୍ଥ ହୋଇ କ୍ଷୟ ପାଇଲେ; Gade chapit laଓଡିଆ ବାଇବେଲ36 ଦାଉଦ ତ ଆପଣା ସମକାଳୀନ ଲୋକମାନଙ୍କ ମଧ୍ୟରେ ଈଶ୍ୱରଙ୍କର ସଙ୍କଳ୍ପ ଅନୁସାରେ ସେବକର କାର୍ଯ୍ୟ କଲା ଉତ୍ତାରେ ମହାନିଦ୍ରାପ୍ରାପ୍ତ ହେଲେ ଏବଂ ଆପଣା ପିତୃପୁରୁଷମାନଙ୍କ ନିକଟରେ ସମାଧିସ୍ଥ ହୋଇ କ୍ଷୟ ପାଇଲେ; Gade chapit laପବିତ୍ର ବାଇବଲ (CL) NT (BSI)36 ଦାଉଦ ତାଙ୍କ ରାଜତ୍ୱ କାଳରେ ଈଶ୍ୱରଙ୍କ ଉଦ୍ଦେଶ୍ୟ ସାଧନ କରି ଶେଷରେ ମୃତ୍ୟୁ ଭୋଗ କଲେ ଓ ପୂର୍ବପୁରୁଷମାନଙ୍କ ସହିତ ସମାଧିପ୍ରାପ୍ତ ହେଲେ। ତାଙ୍କ ଶରୀର ସମାଧିରେ କ୍ଷୟ ପାଇଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଦାଉଦ ତ ଆପଣା ସମକାଳୀନ ଲୋକମାନଙ୍କ ମଧ୍ୟରେ ଈଶ୍ବରଙ୍କର ସଙ୍କଳ୍ପ ଅନୁସାରେ ସେବକର କାର୍ଯ୍ୟ କଲା ଉତ୍ତାରେ ମହାନିଦ୍ରାପ୍ରାପ୍ତ ହେଲେ ଏବଂ ଆପଣା ପିତୃ-ପୁରୁଷମାନଙ୍କ ନିକଟରେ ସମାଧିସ୍ଥ ହୋଇ କ୍ଷୟ ପାଇଲେ; Gade chapit la |
ସ୍ତିଫାନଙ୍କ ମୃତ୍ୟୁ ଯେ ଯଥାର୍ଥ, ଏହା ଶାଉଲ ସମର୍ଥନ କରିଥିଲେ। କେତେକ ନିଷ୍ଠାପର ଲୋକ ସ୍ତିଫାନଙ୍କୁ କବର ଦେଲ ଓ ତାହାଙ୍କ ପାଇଁ ବହୁତ କାନ୍ଦିଲେ। ସେହି ଦିନ ଯିରୁଶାଲମରେ ଥିବା ବିଶ୍ୱାସୀମାନଙ୍କ ବିରୁଦ୍ଧରେ ଗୋଟିଏ ଭୀଷଣ ତାଡ଼ନା ହେଲା। ପ୍ରେରିତମାନଙ୍କ ବ୍ୟତୀତ ଅନ୍ୟ ସମସ୍ତ ବିଶ୍ୱାସୀ ଯିହୂଦା ଓ ଶମିରୋଣ ଦେଶର ବିଭିନ୍ନ ସ୍ଥାନରେ ଛିନ୍ନଭିନ୍ନ ହୋଇଗଲେ। କିନ୍ତୁ ଶାଉଲ ଘରେ ଘରେ ପଶି ପୁରୁଷ ଓ ସ୍ତ୍ରୀମାନଙ୍କୁ ଟାଣି ଆଣି କାରାଗାରରେ ରଖିଲେ ଓ ମଣ୍ଡଳୀ ଧ୍ୱଂସ କରିବା ପାଇଁ ଚେଷ୍ଟା କଲେ।