ପ୍ରେରିତ 13:40 - ପବିତ୍ର ବାଇବଲ40 ତେଣୁ ସାବଧାନ ରୁହ ଯେ, ଭବିଷ୍ୟଦ୍ବକ୍ତାମାନେ ଯାହା କହିଥିଲେ, ତାହା ଯେପରି ତୁମ୍ଭମାନଙ୍କ ପ୍ରତି ନ ଘଟେ। ଭବିଷ୍ୟଦ୍ବକ୍ତାମାନେ କହିଲେ, Gade chapit laପବିତ୍ର ବାଇବଲ (Re-edited) - (BSI)40 ତେଣୁ ସାବଧାନ, କାଳେ ଭାବବାଦୀମାନଙ୍କ ଶାସ୍ତ୍ରରେ ଯାହା କୁହାଯାଇଅଛି, ତାହା ଯେପରି ଆପଣମାନଙ୍କ ପ୍ରତି ନ ଘଟେ, Gade chapit laଓଡିଆ ବାଇବେଲ40 ତେଣୁ ସାବଧାନ, କାଳେ ଭାବବାଦୀମାନଙ୍କ ଶାସ୍ତ୍ରରେ ଯାହା କୁହାଯାଇଅଛି, ତାହା ଯେପରି ଆପଣମାନଙ୍କ ପ୍ରତି ନ ଘଟେ, Gade chapit laପବିତ୍ର ବାଇବଲ (CL) NT (BSI)40 ସାବଧାନ, ଭାବବାଦୀମାନେ ଯାହା କହିଛନ୍ତି, ତାହା ଯେପରି ତୁମ୍ଭମାନଙ୍କ ପ୍ରତି ନ ଘଟେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ତେଣୁ ସାବଧାନ, କାଳେ ଭାବବାଦୀମାନଙ୍କ ଶାସ୍ତ୍ରରେ ଯାହା କୁହାଯାଇଅଛି, ତାହା ଯେପରି ଆପଣମାନଙ୍କ ପ୍ରତି ନ ଘଟେ, Gade chapit la |
ସାବଧାନ ରୁହ, ଓ ପରମେଶ୍ୱର କଥା କହିଲା ବେଳେ ଶୁଣିବାକୁ ମନା କର ନାହିଁ। ଯେତେବେଳେ ସେ ପୃଥିବୀର ସେହି ଲୋକମାନଙ୍କୁ ସତର୍କ କଲେ, ସେତେବେଳେ ସେମାନେ ତାହାଙ୍କ କଥା ଅଗ୍ରାହ୍ୟ କଲେ। କିନ୍ତୁ ସେମାନେ ରକ୍ଷା ପାଇଲେ ନାହିଁ। ଏବେ ପରମେଶ୍ୱର ସ୍ୱର୍ଗରୁ କହୁଛନ୍ତି। ଅତଏବ, ଏବେ ଯେଉଁମାନେ ତାହାଙ୍କ ବାକ୍ୟ ଶୁଣିବା ପାଇଁ ମନା କରୁଛନ୍ତି, ତାହା ସେମାନଙ୍କ ଲାଗି ଅତି ଖରାପ ହେବ।