ପ୍ରେରିତ 13:47 - ପବିତ୍ର ବାଇବଲ47 ପ୍ରଭୁ ଆମ୍ଭକୁ ଏହି ଆଦେଶ ଦେଇଛନ୍ତି: ‘ମୁଁ ତୁମ୍ଭକୁ ଅନ୍ୟ ଜାତୀୟମାନଙ୍କ ପାଇଁ ଗୋଟିଏ ଆଲୋକ ସଦୃଶ କରିଅଛ। ଏହା ଦ୍ୱାରା ପୃଥିବୀର ଶେଷ ଭାଗ ପର୍ଯ୍ୟନ୍ତ ତୁମ୍ଭେମାନେ ପରିତ୍ରାଣ ଆଣି ପାରିବ।’” Gade chapit laପବିତ୍ର ବାଇବଲ (Re-edited) - (BSI)47 କାରଣ ପ୍ରଭୁ ଆମ୍ଭମାନଙ୍କୁ ଏହିପ୍ରକାର ଆଜ୍ଞା ଦେଇଅଛନ୍ତି, “ଆମ୍ଭେ ବିଜାତିମାନଙ୍କର ଆଲୋକ ସ୍ଵରୂପେ ତୁମ୍ଭକୁ ସ୍ଥାପନ କରିଅଛୁ, ଯେପରି ତୁମ୍ଭେ ପୃଥିବୀର ପ୍ରା; ପର୍ଯ୍ୟନ୍ତ ପରିତ୍ରାଣସ୍ଵରୂପ ହେବ”। Gade chapit laଓଡିଆ ବାଇବେଲ47 କାରଣ ପ୍ରଭୁ ଆମ୍ଭମାନଙ୍କୁ ଏହି ପ୍ରକାର ଆଜ୍ଞା ଦେଇଅଛନ୍ତି, "ଆମ୍ଭେ ତୁମ୍ଭକୁ ଅଣଯିହୂଦୀମାନଙ୍କ ନିମନ୍ତେ ଆଲୋକସ୍ୱରୂପେ ସ୍ଥାପନ କରିଅଛୁ, ଯେପରି ତୁମ୍ଭେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପରିତ୍ରାଣ ଆଣିବ" । Gade chapit laପବିତ୍ର ବାଇବଲ (CL) NT (BSI)47 କାରଣ ପ୍ରଭୁ ଆମକୁ ଏହି ଆଜ୍ଞା ଦେଇଛନ୍ତି: ‘ମୁଁ ତୁମକୁ ଅଣଇହୁଦୀମାନଙ୍କ ପାଇଁ ଆଲୋକ ସ୍ୱରୂପ କରିଛି, ଯେପରି ସମଗ୍ର ଜଗତ ପରିତ୍ରାଣ ପାଇବ।’ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT47 କାରଣ ପ୍ରଭୁ ଆମ୍ଭମାନଙ୍କୁ ଏହି ପ୍ରକାର ଆଜ୍ଞା ଦେଇଅଛନ୍ତି, “‘ଆମ୍ଭେ ତୁମ୍ଭକୁ ଅଣଯିହୁଦୀମାନଙ୍କ ନିମନ୍ତେ ଆଲୋକସ୍ୱରୂପେ ସ୍ଥାପନ କରିଅଛୁ, ଯେପରି ତୁମ୍ଭେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପରିତ୍ରାଣ ଆଣିବ।’” Gade chapit la |
ତୁମ୍ଭେମାନେ ଏସବୁ ଘଟଣା ଘଟିବାର ଦେଖିଲ। ତୁମ୍ଭେମାନେ ତା'ର ସାକ୍ଷୀ। ତୁମ୍ଭେମାନେ ଲୋକମାନଙ୍କ ପାଖକୁ ଯାଇ କୁହ ଯେ ସେମାନଙ୍କର ପାପ ଗୁଡ଼ିକୁ କ୍ଷମା କରାଯାଇ ପାରିବ। ସେମାନଙ୍କୁ କୁହ ଯେ, ସେମାନେ ନିଜର ହୃଦୟ ପରିବର୍ତ୍ତନ କରନ୍ତୁ ଏବଂ ନିଜର ପାପ ପାଇଁ ଦୁଃଖ ଅନୁଭବ କରନ୍ତୁ। ଯଦି ସେମାନେ ଏହା କରିବେ, ତେବେ ପରମେଶ୍ୱର ସେମାନଙ୍କୁ କ୍ଷମା କରିଦେବେ। ତୁମ୍ଭେମାନେ ଯିରୁଶାଲମରୁ ଆରମ୍ଭ କରିବ ଓ ମୋ’ ନାମରେ ଏଗୁଡ଼ିକ ପ୍ରଗ୍ଭର କରିବ। ଏହି ସୁସମାଗ୍ଭର ଏ ପୃଥିବୀରେ ନିଶ୍ଚୟ ସମସ୍ତଙ୍କୁ ଶୁଣେଇ ଦିଆଯିବ।