Biblia Todo Logo
Bib sou entènèt

- Piblisite -




ପ୍ରେରିତ 13:49 - ପବିତ୍ର ବାଇବଲ

49 ଏହିପରି ପ୍ରଭୁଙ୍କର ବାର୍ତ୍ତା ଦେଶର ଗ୍ଭରିଆଡ଼େ ବ୍ୟାପିଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

49 ଆଉ ସମୁଦାୟ ଅଞ୍ଚଳରେ ପ୍ରଭୁଙ୍କର ବାକ୍ୟ ବ୍ୟାପିଗଲା।

Gade chapit la Kopi

ଓଡିଆ ବାଇବେଲ

49 ଆଉ ସମୁଦାୟ ଅଞ୍ଚଳରେ ପ୍ରଭୁଙ୍କର ବାକ୍ୟ ବ୍ୟାପିଗଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

49 ସେହି ଅଞ୍ଚଳର ପ୍ରତ୍ୟେକ ସ୍ଥାନରେ ପ୍ରଭୁଙ୍କ ବାକ୍ୟ ପ୍ରଚାରିତ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

49 ଆଉ ସମୁଦାୟ ଅଞ୍ଚଳରେ ପ୍ରଭୁଙ୍କର ବାକ୍ୟ ବ୍ୟାପିଗଲା।

Gade chapit la Kopi




ପ୍ରେରିତ 13:49
8 Referans Kwoze  

ଏହିପରି ଦୁଇ ବର୍ଷ ବିତିଗଲା, ଏଥିପାଇଁ ଏସିଆର ସମସ୍ତ ବାସିନ୍ଦାମାନେ ଅର୍ଥାତ୍ ଉଭୟ ଯିହୂଦୀୟ ଓ ଗ୍ରୀ‌କ୍‌‌ମାନେ ପ୍ରଭୁଙ୍କ କଥା ଶୁଣିବାକୁ ପାଇଲେ।


କିନ୍ତୁ ପରମେଶ୍ୱରଙ୍କର ସୁସମାଗ୍ଭର ଗ୍ଭରିଆଡ଼େ ବ୍ୟାପିଗଲା। ଅଧିକରୁ ଅଧିକ ଲୋକମାନେ ଏହି ସୁସମାଗ୍ଭର ଦ୍ୱାରା ପ୍ରଭାବିତ ହେଲେ। ବିଶ୍ୱାସୀମାନଙ୍କ ସଂଖ୍ୟା ବୃଦ୍ଧି ପାଇବାକୁ ଲାଗିଲା।


ତୁମ୍ଭେମାନେ ଦେଖୁଛ ଓ ଶୁଣୁଛ ଯେ, ଏହି ପାଉଲ କେବଳ ଏଫିସ ନଗରରେ ନୁହେଁ, ପୁରା ଏସିଆରେ ଲୋକମାନଙ୍କୁ ମତେଇ ପ୍ରଭାବିତ କରୁଛି। ସେ କହୁଛି ଯେ, ମନୁଷ୍ୟର ହାତ ତିଆରି ଦେବତାମାନେ ପ୍ରକୃତ ଦେବତା ନୁହନ୍ତି।


ଏହି ଖବର ଯାଫୋର ଗ୍ଭରିଆଡ଼େ ବ୍ୟାପିଗଲା। ଅନେକ ଲୋକ ପ୍ରଭୁଙ୍କ ପାଖରେ ବିଶ୍ୱାସ କଲେ।


ଏହିପରି ଭାବରେ ପରମେଶ୍ୱରଙ୍କର ବାକ୍ୟ ଗ୍ଭରିଆଡ଼େ ବ୍ୟାପିଗଲା। ଯିରୁଶାଲମରେ ଶିଷ୍ୟମାନଙ୍କର ସଂଖ୍ୟା ବହୁତ ବଢ଼ିଗଲା। ଏପରିକି ଯିହୂଦୀ ଯାଜକମାନଙ୍କ ମଧ୍ୟରୁ ଅନେକ ବିଶ୍ୱାସ କଲେ ଓ ପାଳନ କଲେ।


କିନ୍ତୁ ଅନ୍ଧ ଦୁହେଁ ଏ ଖବର ସେ ଅଞ୍ଚଳସାରା ପ୍ରଗ୍ଭର କରିଦେଲେ।


ଯେତେବେଳେ ରାଜ୍ୟପାଳ ଏହା ଦେଖି, ସେ ପ୍ରଭୁଙ୍କଠାରେ ବିଶ୍ୱାସ କଲେ ସେ ପ୍ରଭୁଙ୍କର ଉପଦେଶ ଶୁଣି ବିସ୍ମିତ ହେଲେ।


Swiv nou:

Piblisite


Piblisite