Biblia Todo Logo
Bib sou entènèt

- Piblisite -




ପ୍ରେରିତ 13:9 - ପବିତ୍ର ବାଇବଲ

9 ତେଣୁ ପାଉଲ ନାମରେ ପରିଚିତ ଶାଉଲ ପବିତ୍ରଆତ୍ମାରେ ପୂର୍ଣ୍ଣ ହୋଇ ଅଲ୍ଲୀମା ଯାଦୁକରକୁ କଠୋର ଦୃଷ୍ଟିରେ ଗ୍ଭହିଁ ତାହାକୁ କହିଲେ, “ଆରେ ଶୟତାନର ପୁତ୍ର! ତୁମ୍ଭେ ସମସ୍ତ ପ୍ରକାର ସଠିକ୍ କାର୍ଯ୍ୟର ଶତ୍ରୁ!

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ମାତ୍ର ଶାଉଲ, ଯାହାଙ୍କୁ ପାଉଲ ମଧ୍ୟ କହନ୍ତି, ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ତାକୁ ନିରୀକ୍ଷଣ କରି କହିଲେ,

Gade chapit la Kopi

ଓଡିଆ ବାଇବେଲ

9 ମାତ୍ର ଶାଉଲ, ଯାହାକୁ ପାଉଲ ମଧ୍ୟ କହନ୍ତି, ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ତାହାକୁ ନିରୀକ୍ଷଣ କରି କହିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 କିନ୍ତୁ ଶାଉଲ (ଯାହାଙ୍କର ଅନ୍ୟ ନାମ ପାଉଲ) ପବିତ୍ରଆତ୍ମାରେ ପୂର୍ଣ୍ଣ ହୋଇ ଗୁଣିଆ ଆଡ଼କୁ ତୀକ୍ଷ୍ଣ ଦୃଷ୍ଟିରେ ଅନାଇ କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମାତ୍ର ଶାଉଲ, ଯାହାକୁ ପାଉଲ ମଧ୍ୟ କହନ୍ତି, ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ତାହାକୁ ନିରୀକ୍ଷଣ କରି କହିଲେ,

Gade chapit la Kopi




ପ୍ରେରିତ 13:9
9 Referans Kwoze  

କିନ୍ତୁ ସଦାପ୍ରଭୁଙ୍କର ଆତ୍ମା ଦ୍ୱାରା ଶକ୍ତିରେ, ନ୍ୟାୟ ବିଗ୍ଭରରେ ଓ ପରାକ୍ରମରେ ମୁଁ ଏପରି ପରିପୂର୍ଣ୍ଣ ହେବି ଯେ, ଯାକୁବର ଅପରାଧ ଓ ଇସ୍ରାଏଲର ପାପ ବିଷୟରେ ମୁଁ ସେମାନଙ୍କୁ ଅବଗତ କରାଇବି।”


ତା'ପରେ ପିତର ପବିତ୍ରଆତ୍ମା ଦ୍ୱାରା ପରିପୂର୍ଣ୍ଣ ହୋଇ ସେମାନଙ୍କୁ କହିଲେ, “ହେ ଲୋକମାନଙ୍କର ନେତାମାନେ ଓ ପ୍ରାଚୀନ ଲୋକମାନେ!


ସମସ୍ତେ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହେଲେ। ପବିତ୍ରଆତ୍ମାଙ୍କ ଦ୍ୱାରା ପାଉଥିବା ଶକ୍ତି ସାହାଯ୍ୟରେ ସେମାନେ ଭିନ୍ନ ଭିନ୍ନ ଭାଷାରେ କଥା କହିବାକୁ ଆରମ୍ଭ କଲେ।


କିନ୍ତୁ ସ୍ତିଫାନ ପବିତ୍ରଆତ୍ମାରେ ପୂର୍ଣ୍ଣ ହୋଇ ଆକାଶକୁ ଗ୍ଭହିଁଲେ। ସେଠାରେ ସେ ପରମେଶ୍ୱରଙ୍କ ଗୌରବ ଦେଖିଲେ। ସେ ଯୀଶୁଙ୍କୁ ପରମେଶ୍ୱରଙ୍କ ଡାହାଣ ପଟେ ଠିଆ ହେବାର ଦେଖିଲେ।


ତା'ପରେ ଯୀଶୁ ଲୋକମାନଙ୍କ ଆଡ଼କୁ ରାଗରେ ଗ୍ଭହିଁଲେ, କିନ୍ତୁ ସେମାନଙ୍କ ହୃଦୟର କଠିନତା ଲକ୍ଷ୍ୟ କରି ବହୁତ ଦୁଃଖୀ ହେଲେ। ଯୀଶୁ ସେହି ଲୋକଟିକୁ କହିଲେ, “ତୁମ୍ଭ ହାତ ମୋତେ ଦେଖାଅ।” ଲୋକଟି ଯୀଶୁଙ୍କ ଆଡ଼କୁ ହାତଟି ବଢ଼ାଇ ଦେଲା ଓ


ପ୍ରାର୍ଥନା ସରିବା ପରେ ଯେଉଁ ପ୍ରାର୍ଥନା ଘରେ, ସମସ୍ତେ ଏକାଠି ହୋଇଥିଲେ, ସେହି ଘର କମ୍ପି ଉଠିଲା। ସେମାନେ ସମସ୍ତେ ପବିତ୍ରଆତ୍ମାରେ ପୂର୍ଣ୍ଣ ହୋଇଗଲେ ଓ ପରମେଶ୍ୱରଙ୍କର ବାର୍ତ୍ତା ସାହସର ସହିତ କହିବାକୁ ଲାଗିଲେ।


ଯୀଶୁ ସେମାନଙ୍କୁ ଗ୍ଭହିଁ କହିଲେ, “ତେବେ ଧର୍ମଶାସ୍ତ୍ରର ଏହି ପଦର ଅର୍ଥ କ’ଣ ହେବ? ‘ନିର୍ମାତାମାନେ ଯେଉଁ ପଥରକୁ ନାପସନ୍ଦ କରିଦେଲେ, ସେହି ପଥରଟି ମୂଳଦୁଆର ପ୍ରଧାନ ପଥର ହୋଇଗଲା।’


ମନେରଖ, କହିବା ଲୋକ କେବେ ହେଲେ ତୁମ୍ଭେ ନୁହଁ, ତୁମ୍ଭର ପରମପିତାଙ୍କ ଆତ୍ମା ହିଁ ତୁମ୍ଭ ଭିତରୁ କହିବେ।


ଯୀଶୁ ପୁଣି ଥରେ ଅନ୍ଧଟିର ଆଖି ଉପରେ ହାତ ରଖିଲେ। ତା'ର ଆଖି ଭଲ ହୋଇଯାଇଥିଲା ଓ ସେ ସବୁକିଛି ସ୍ପଷ୍ଟ ଦେଖି ପାରୁଥିଲା।


Swiv nou:

Piblisite


Piblisite