Biblia Todo Logo
Bib sou entènèt

- Piblisite -




ପ୍ରେରିତ 14:10 - ପବିତ୍ର ବାଇବଲ

10 ସେ ଖୁ‌ବ୍‌‌ ଜୋ‌ର୍‌‌ରେ କହିଲେ, “ପାଦରେ ଭରା ଦେଇ ସିଧା ଠିଆ ହୁଅ।” ସେ ଛୋଟା ଲୋକଟି ଡେଇଁ ପଡ଼ିଲା ଓ ଗ୍ଭଲିବାକୁ ଆରମ୍ଭ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତୁମ୍ଭର ପାଦରେ ଭାର ଦେଇ ସିଧା ଠିଆ ହୁଅ। ସେଥିରେ ସେ କୁଦା ମାରି ଚାଲିବାକୁ ଲାଗିଲା।

Gade chapit la Kopi

ଓଡିଆ ବାଇବେଲ

10 ତୁମ୍ଭର ପାଦର ଭାର ଦେଇ ସିଧା ଠିଆ ହୁଅ । ସେଥିରେ ସେ କୁଦା ମାରି ଚାଲିବାକୁ ଲାଗିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ତେଣୁ ତା’ ଆଡ଼କୁ ସ୍ଥିର ଦୃଷ୍ଟିରେ ଚାହିଁ ପାଉଲ ଉଚ୍ଚ ସ୍ୱରରେ କହିଲେ, “ପାଦରେ ଭାର ଦେଇ ସିଧା ଠିଆ ହୁଅ!” ଲୋକଟି ଡେଇଁ ପଡ଼ି ଚାରିପଟେ ଚାଲିବାକୁ ଲାଗିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତୁମ୍ଭର ପାଦର ଭାର ଦେଇ ସିଧା ଠିଆ ହୁଅ। ସେଥିରେ ସେ କୁଦା ମାରି ଚାଲିବାକୁ ଲାଗିଲା।

Gade chapit la Kopi




ପ୍ରେରିତ 14:10
8 Referans Kwoze  

ଖଞ୍ଜଲୋକ ହରିଣ ତୁଲ୍ୟ ଡିଆଁ ମାରିବ ଓ ମୂକ ଆନନ୍ଦରେ ଗାନ କରିବ। କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ଝରଣାର ସ୍ରୋତ ବାହାରିବ।


“ମୁଁ ତୁମ୍ଭକୁ ସତ୍ୟ କହୁଛି। ମୋ'ଠାରେ ବିଶ୍ୱାସ କରୁଥିବା ବ୍ୟକ୍ତି, ମୁଁ ଯାହା କରିଛି, ତାହା କରିବ। ହଁ, ସେ ମୁଁ କରିଥିବା କାମଠାରୁ ମଧ୍ୟ ଅଧିକ ବଡ଼ କାମ କରିବ, କାରଣ ମୁଁ ପରମପିତାଙ୍କ ନିକଟକୁ ଯାଉଛି।


ଯୀଶୁ କୋକେଇ ପାଖକୁ ଯାଇ ତାହା ଛୁଇଁଲେ। କୋକେଇ କାନ୍ଧେଇ ନେଉଥିବା ଲୋକେ ଅଟକିଗଲେ। ଯୀଶୁ ମୃତ ପୁତ୍ରକୁ କହିଲେ, “ଯୁବକ, ମୁଁ ତୁମ୍ଭକୁ କହୁଛି ଠିଆ ହୁଅ।”


କିନ୍ତୁ ମୁଁ ଯେଉଁ ଜଳ ପିଇବାକୁ ଦେବି, ତାହା ଯେଉଁ ଲୋକ ପିଇବ ସେ କଦାପି ତୃଷାର୍ତ୍ତ ହେବ ନାହିଁ। ମୁଁ ତାହାଙ୍କୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନ ଜଳର ଝର ସ୍ୱରୁପେ ସର୍ବଦା ପ୍ରବାହିତ ହେବ।”


Swiv nou:

Piblisite


Piblisite