Biblia Todo Logo
Bib sou entènèt

- Piblisite -




ପ୍ରେରିତ 14:11 - ପବିତ୍ର ବାଇବଲ

11 ଲୋକମାନେ ପାଉଲଙ୍କର ଏ କାମ ଦେଖି ଲୁକାୟନିଆ ଭାଷାରେ ଖୁବ୍ ଜୋ‌ର୍‌‌ରେ କହିଲେ, “ଦେବତାମାନେ ମନୁଷ୍ୟ ରୂପରେ ଆମ୍ଭ ପାଖକୁ ଆସିଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପାଉଲ ଯାହା କରିଅଛନ୍ତି, ଲୋକସମୂହ ତାହା ଦେଖି ଲୁକାୟନିଆ ଭାଷାରେ ଉଚ୍ଚସ୍ଵରରେ କହିବାକୁ ଲାଗିଲେ, ଦେବତାମାନେ ମନୁଷ୍ୟ ରୂପରେ ଆମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

11 ପାଉଲ ଯାହା କରିଅଛନ୍ତି, ଲୋକସମୂହ ତାହା ଦେଖି ଲୁକାୟନିଆ ଭାଷାରେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ଦେବତାମାନେ ମନୁଷ୍ୟରୂପରେ ଆମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଉପସ୍ଥିତ ଜନତା ପାଉଲଙ୍କ ଏହି କାର୍ଯ୍ୟ ଦେଖି ସେମାନଙ୍କ ଲୁକାଅନିଆ ଭାଷାରେ ଚିକ୍ରାର କରି କହିବାକୁ ଲାଗିଲେ, “ଦେବତାମାନେ ମନୁଷ୍ୟ ରୂପରେ ଆମ୍ଭମାନଙ୍କ ମଧ୍ୟକୁ ଆସିଛନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପାଉଲ ଯାହା କରିଅଛନ୍ତି, ଲୋକସମୂହ ତାହା ଦେଖି ଲୁକାୟନିଆ ଭାଷାରେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ଦେବତାମାନେ ମନୁଷ୍ୟରୂପରେ ଆମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛନ୍ତି।

Gade chapit la Kopi




ପ୍ରେରିତ 14:11
6 Referans Kwoze  

ଲୋକେ ଆଶା କରିଥିଲେ ସେ ଫୁଲି ଯିବ ବା ତଳେ ପଡ଼ି ମରିଯିବ। କିନ୍ତୁ ବହୁତ ସମୟ ପରେ ମଧ୍ୟ ତାହାଙ୍କର କିଛି କ୍ଷତି ହେବାର ସେମାନେ ଦେଖିଲେ ନାହିଁ। ତେଣୁ ପାଉଲଙ୍କ ପ୍ରତି ସେମାନଙ୍କର ଧାରଣା ବଦଳିଗଲା। ତାହାଙ୍କୁ ପରମେଶ୍ୱର ବୋଲି ଭାବିଲେ।


ତେଣୁ ସାନଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ଶିମୋନଙ୍କ ପ୍ରତି ଧ୍ୟାନ ଦେଲେ। ଲୋକେ କହିଲେ, “ଏହି ଲୋକଠାରେ ପରମେଶ୍ୱରଙ୍କ ଶକ୍ତି ଅଛି। ଯାହାକୁ କି ‘ମହାନ ଶକ୍ତି’ ବୋଲି କୁହାଯାଏ।”


ଲୋକମାନେ ପାଟିକରି କହିଲେ, “ଏହା ଦେବତାର ସ୍ୱର, ମନୁଷ୍ୟର ନୁହେଁ।”


ଆମ୍ଭେ ତୁମ୍ଭକୁ କୌଣସି ବିଦେଶୀୟ ନିକଟକୁ ପଠାଉ ନାହୁଁ। ଯାହା ଫଳରେ ତୁମ୍ଭକୁ ତାଙ୍କ ଭାଷା ବୁଝିବା କଷ୍ଟ ହେବ। ଆମ୍ଭେ ତୁମ୍ଭକୁ ଇସ୍ରାଏଲ ବଂଶ ନିକଟକୁ ପଠାଉଅଛୁ।


ପାଉଲ ଓ ବର୍ଣ୍ଣ‌ବ୍‌‌ବା ଏହା ଜାଣିପାରି ଲୁକାୟନିଆର ଲୁସ୍ତ୍ରାର ଦର୍ବୀ ନଗର ଓ ଗ୍ଭରିପାଖ ଅଞ୍ଚଳକୁ ଗ୍ଭଲିଗଲେ।


ଲୋକମାନେ ବର୍ଣ୍ଣ‌ବ୍‌‌ବାଙ୍କୁ ବୃହସ୍ପତି ଓ ପାଉଲ ପ୍ରଧାନ ବକ୍ତା ହେବାରୁ ତାହାଙ୍କୁ ବୁଧ ବୋଲି କହିଲେ।


Swiv nou:

Piblisite


Piblisite