ପ୍ରେରିତ 14:16 - ପବିତ୍ର ବାଇବଲ16 “ଅତୀତରେ ସବୁ ଜାତିର ଲୋକମାନଙ୍କୁ ନିଜ ନିଜ ରାସ୍ତାରେ ଗ୍ଭଲିବା ପାଇଁ ସେ ଅନୁମତି ଦେଇଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ସେ ଅତୀତ ପୁରୁଷପରମ୍ପରାରେ ସମସ୍ତ ଜାତିର ଲୋକଙ୍କୁ ଆପଣା ଆପଣା ପଥରେ ଚାଲିବାକୁ ଛାଡ଼ି ଦେଇଥିଲେ। Gade chapit laଓଡିଆ ବାଇବେଲ16 ସେ ଅତୀତ ପୁରୁଷପରମ୍ପରାରେ ସମସ୍ତ ଜାତିର ଲୋକଙ୍କୁ ଆପଣା ଆପଣା ପଥରେ ଚାଲିବାକୁ ଛାଡ଼ିଦେଇଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)16 ଅତୀତରେ ସ୍ୱଇଚ୍ଛାରେ ନିଜ ପଥରେ ଯିବା ପାଇଁ ଈଶ୍ୱର ଲୋକମାନଙ୍କୁ ଛାଡ଼ି ଦେଇଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେ ଅତୀତ ପୁରୁଷ-ପରମ୍ପରାରେ ସମସ୍ତ ଜାତିର ଲୋକଙ୍କୁ ଆପଣା ଆପଣା ପଥରେ ଚାଲିବାକୁ ଛାଡ଼ିଦେଇଥିଲେ। Gade chapit la |