ପ୍ରେରିତ 14:21 - ପବିତ୍ର ବାଇବଲ21 ପାଉଲ ଓ ବର୍ଣ୍ଣବ୍ବା ଦର୍ବୀ ନଗରରେ ସୁସମାଗ୍ଭର ପ୍ରଗ୍ଭର କଲେ। ବହୁତ ଲୋକ ଯୀଶୁଙ୍କର ଶିଷ୍ୟ ହେଲେ। ତା'ପରେ ବର୍ଣ୍ଣବ୍ବା ଓ ପାଉଲ ଲୁସ୍ତ୍ରା, ଇକନିୟ ଓ ଆନ୍ତିୟଖିଆକୁ ଫେରିଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)21 ସେମାନେ ସେହି ନଗରରେ ସୁସମାଚାର ପ୍ରଚାର କରି ଓ ଅନେକଙ୍କୁ ଶିଷ୍ୟ କଲା ଉତ୍ତାରେ ଲୁସ୍ତ୍ରା, ଇକନୀୟ ଓ ଆନ୍ତିୟଖିଆକୁ ବାହୁଡ଼ି ଆସିଲେ, Gade chapit laଓଡିଆ ବାଇବେଲ21 ସେମାନେ ସେହି ନଗରରେ ସୁସମାଚାର ପ୍ରଚାର କରି ଓ ଅନେକଙ୍କୁ ଶିଷ୍ୟ କଲା ଉତ୍ତାରେ ଲୁସ୍ତ୍ରା, ଇକନୀୟ ଓ ଆନ୍ତିୟଖିଆକୁ ବାହୁଡ଼ି ଆସିଲେ, Gade chapit laପବିତ୍ର ବାଇବଲ (CL) NT (BSI)21 ପାଉଲ ଓ ବର୍ଣ୍ଣବା ଦର୍ବୀରେ ଶୁଭବାର୍ତ୍ତା ପ୍ରଚାର କରି ଅନେକ ଶିଷ୍ୟଙ୍କୁ ଲାଭ କଲେ। ତା’ପରେ ସେମାନେ ଲୁସ୍ତ୍ରା, ଦର୍ବୀ, ଇକନିୟ ଓ ପିସିଦିଆର ଆଣ୍ଟିୟୋଖକୁ ଫେରିଗଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେମାନେ ସେହି ନଗରରେ ସୁସମାଚାର ପ୍ରଚାର କରି ଓ ଅନେକଙ୍କୁ ଶିଷ୍ୟ କଲା ଉତ୍ତାରେ ଲୁସ୍ତ୍ରା, ଇକନୀୟ ଓ ଆନ୍ତିୟଖିଆକୁ ବାହୁଡ଼ି ଆସିଲେ, Gade chapit la |
“ହେ ଲୋକମାନେ ତୁମ୍ଭେମାନେ ଏପରି କାହିଁକି କରୁଛ? ଆମ୍ଭେ ତୁମ୍ଭମାନଙ୍କ ପରି କେବଳ ମଣିଷ। ଆମ୍ଭେ ତୁମ୍ଭମାନଙ୍କୁ ସୁସମାଗ୍ଭର କହିବା ପାଇଁ ଆସିଛୁ। ତୁମ୍ଭମାନଙ୍କୁ ଏହି ମୂଲ୍ୟହୀନ ବିଷୟ ଗୁଡ଼ିକଠାରୁ ଦୂରେଇ ରହି ଜୀବନ୍ତ ପରମେଶ୍ୱରଙ୍କ ଆଡ଼କୁ ଫେରାଇବା ପାଇଁ ଆମ୍ଭେ ଆସିଛୁ। ସେହି ପରମେଶ୍ୱର ଆକାଶ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସୃଷ୍ଟି କରିଛନ୍ତି।