ପ୍ରେରିତ 14:5 - ପବିତ୍ର ବାଇବଲ5 ଅନ୍ୟଜାତୀୟ ଓ ଯିହୂଦୀୟ ଲୋକମାନେ ସେମାନଙ୍କ ସହ ଖରାପ ବ୍ୟବହାର କରିବା ପାଇଁ ଓ ସେମାନଙ୍କ ଉପରେ ପଥର ପକାଇବା ନିମନ୍ତେ ନେତାମାନଙ୍କ ସହିତ ମିଶିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ଯେତେବେଳେ ବିଜାତି ଓ ଯିହୁଦୀମାନେ ସେମାନଙ୍କର ଅଧ୍ୟକ୍ଷମାନଙ୍କ ସହିତ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କରିବାକୁ ଓ ପଥର ଫୋପାଡ଼ିବାକୁ ଉଠିଲେ, Gade chapit laଓଡିଆ ବାଇବେଲ5 ଯେତେବେଳେ ଅଣଯିହୂଦୀ ଓ ଯିହୂଦୀମାନେ ସେମାନଙ୍କର ଅଧ୍ୟକ୍ଷମାନଙ୍କ ସହିତ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କରିବାକୁ ଓ ପଥର ଫୋପାଡ଼ିବାକୁ ଉଠିଲେ, Gade chapit laପବିତ୍ର ବାଇବଲ (CL) NT (BSI)5 ତା’ପରେ କେତେକ ଅଣଇହୁଦୀ ଓ ଇହୁଦୀମାନେ ସେମାନଙ୍କ ନେତାମାନଙ୍କ ସହିତ ଏକଜୁଟ ହୋଇ ପ୍ରେରିତ ଶିଷ୍ୟମାନଙ୍କ ପ୍ରତି ଦୁର୍ବ୍ୟବହାର କରିବା ପାଇଁ ଓ ସେମାନଙ୍କୁ ପ୍ରସ୍ତରାଘାତ କରି ମାରି ଦେବା ପାଇଁ ସ୍ଥିର କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯେତେବେଳେ ଅଣଯିହୁଦୀ ଓ ଯିହୁଦୀମାନେ ସେମାନଙ୍କର ଅଧ୍ୟକ୍ଷମାନଙ୍କ ସହିତ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କରିବାକୁ ଓ ପଥର ଫୋପାଡ଼ିବାକୁ ଉଠିଲେ, Gade chapit la |
ତୁମ୍ଭମାନଙ୍କ ପାଖକୁ ଯିବା ପୂର୍ବରୁ ଫିଲିପ୍ପୀଠାରେ ଆମ୍ଭେ ଦୁଃଖ ଓ ଅପମାନ ପାଇଥିଲୁ। ଏହି ବିଷୟରେ ତୁମ୍ଭେମାନେ ଜାଣିଛ। ଆମ୍ଭେମାନେ ଯେତେବେଳେ ତୁମ୍ଭମାନଙ୍କ ପାଖକୁ ଗଲୁ, ସେତେବେଳେ ଅନେକ ଲୋକ ଆମ୍ଭର ବିରୁଦ୍ଧ ଥିଲେ। କିନ୍ତୁ ପରମେଶ୍ୱରଙ୍କ ସାହାଯ୍ୟରୁ ଆମ୍ଭେ ସାହସୀ ହୋଇ ପାରିଲୁ। ତୁମ୍ଭମାନଙ୍କୁ ତାହାଙ୍କର ସୁସମାଗ୍ଭର କହିବା ପାଇଁ ସେ ଆମ୍ଭକୁ ସାହାଯ୍ୟ କଲେ।