Biblia Todo Logo
Bib sou entènèt

- Piblisite -




ପ୍ରେରିତ 14:6 - ପବିତ୍ର ବାଇବଲ

6 ପାଉଲ ଓ ବର୍ଣ୍ଣ‌ବ୍‌‌ବା ଏହା ଜାଣିପାରି ଲୁକାୟନିଆର ଲୁସ୍ତ୍ରାର ଦର୍ବୀ ନଗର ଓ ଗ୍ଭରିପାଖ ଅଞ୍ଚଳକୁ ଗ୍ଭଲିଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେତେବେଳେ ସେମାନେ ତାହା ଜାଣି ପାରି ଲୁକାୟନିଆର ଲୁସ୍ତ୍ରା ଓ ଦର୍ବୀ ନଗର, ପୁଣି ଚାରିଆଡ଼ର ଅଞ୍ଚଳକୁ ପଳାଇଗଲେ,

Gade chapit la Kopi

ଓଡିଆ ବାଇବେଲ

6 ସେତେବେଳେ ସେମାନେ ତାହା ଜାଣି ପାରି ଲୁକାୟନିଆର ଲୁସ୍ତ୍ରା ଓ ଦର୍ବୀ ନଗର ପୁଣି, ଚାରିଆଡ଼ର ଅଞ୍ଚଳକୁ ପଳାଇଗଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ପ୍ରେରିତ ଶିଷ୍ୟମାନେ ଏ ବିଷୟ ଜାଣିପାରି ଲୁକାନିଆର ଲୁସ୍ତ୍ରା ଓ ଦର୍ବୀ ନଗରକୁ ଓ ତା’ ଚାରିପଟେ ଥିବା ଅଞ୍ଚଳକୁ ପଳାଇଗଲେ ଏବଂ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେତେବେଳେ ସେମାନେ ତାହା ଜାଣି ପାରି ଲୁକାୟନିଆ ଦେଶରେ ଲୁସ୍ତ୍ରା ଓ ଦର୍ବୀ ସହର ପୁଣି, ଚାରିଆଡ଼ର ଅଞ୍ଚଳକୁ ପଳାଇଗଲେ,

Gade chapit la Kopi




ପ୍ରେରିତ 14:6
12 Referans Kwoze  

ତୁମ୍ଭେମାନେ ମୋ’ ପ୍ରତି ନିର୍ଯ୍ୟାତନାଗୁଡ଼ିକ ଓ ମୋର ଦୁଃଖଗୁଡ଼ିକ ବିଷୟରେ ଜାଣିଛ। ଆନ୍ତିୟଖିଆ, ଇକନିୟ ଓ ଲୁସ୍ତ୍ରାରେ ମୋ’ ପ୍ରତି ଯାହାସବୁ ଘଟିଲା, ତୁମ୍ଭେ ତାହା ଜାଣିଛ। ସେହି ସ୍ଥାନଗୁଡ଼ିକରେ ମୁଁ କିପରି ନିର୍ଯ୍ୟାତନା ଭୋଗ କଲି, ତାହା ତୁମ୍ଭେ ଜାଣିଛ। କିନ୍ତୁ ସେହିସବୁ କଷ୍ଟରୁ ପରମେଶ୍ୱର ମୋତେ ରକ୍ଷା କଲେ।


ଗୋଟିଏ ନଗରରେ ସେମାନେ ତୁମ୍ଭକୁ ଯାତନା ଦେଲେ ତୁମ୍ଭେ ଅନ୍ୟ ନଗରକୁ ପଳାଅ। ମୁଁ ତୁମ୍ଭକୁ ସତ୍ୟ କହୁଛି ଇସ୍ରାଏଲର ସମସ୍ତ ନଗରୀରେ ତୁମ୍ଭର ଭ୍ରମଣ ସରିବା ପୂର୍ବରୁ ମନୁଷ୍ୟପୁତ୍ର ପୁନର୍ବାର ଆସିବେ।


ଯିହୂଦୀମାନେ ତାହାଙ୍କୁ ମାରିବା ପାଇଁ ଦିନରାତି ନଗରର ଫାଟକ ଗୁଡ଼ିକ ପାଖରେ ଜଗି ବସିଲେ। କିନ୍ତୁ ଶାଉଲ ଏହା ଜାଣି ପାରିଲେ।


ଲୁସ୍ତ୍ରାରେ ଗୋଟିଏ ଛୋଟା ଥିଲା। ସେ ଲୋକଟି ଜନ୍ମରୁ ଛୋଟା ଥିଲା। ସେ କେବେ ଗ୍ଭଲି ପାରୁ ନ ଥିଲା।


ଲୋକମାନେ ପାଉଲଙ୍କର ଏ କାମ ଦେଖି ଲୁକାୟନିଆ ଭାଷାରେ ଖୁବ୍ ଜୋ‌ର୍‌‌ରେ କହିଲେ, “ଦେବତାମାନେ ମନୁଷ୍ୟ ରୂପରେ ଆମ୍ଭ ପାଖକୁ ଆସିଛନ୍ତି।”


ପାଉଲ କିଛି ଦିନ ପରେ ବର୍ଣ୍ଣ‌ବ୍‌‌ବାଙ୍କୁ କହିଲେ, “ଗ୍ଭଲ, ଆମ୍ଭେମାନେ ଫେରିବା ଆଉ ଆମ୍ଭେମାନେ ପ୍ରଭୁଙ୍କର ବାକ୍ୟ ଯେଉଁ ପ୍ରତ୍ୟେକ ସହରରେ ପ୍ରଗ୍ଭର କରିଛୁ, ସେହିସବୁ ସହରକୁ ଯାଇ ଆମ୍ଭ ଭାଇମାନଙ୍କୁ ଦେଖିବା, ଆଉ ସେମାନଙ୍କ ଭଲମନ୍ଦ ବୁଝିବା।”


ତାହାଙ୍କ ସହିତ ବେରୟା ନଗରର ପୁରଙ୍କ ପୁତ୍ର ସୋପାତ୍ର, ଥେସଲନୀକୀୟର ଆରିସ୍ତାର୍ଖ ଓ ସେକୂନ୍ଦ, ଦର୍ବାର ଗାୟ ଓ ତୀମଥି, ଏସିଆର ତୁଖିକ ଓ ତ୍ରଫିମ ଗଲେ।


Swiv nou:

Piblisite


Piblisite