ପ୍ରେରିତ 15:13 - ପବିତ୍ର ବାଇବଲ13 ସେମାନେ କହିବାପରେ ଯାକୁବ ଉତ୍ତର ଦେଲେ, “ଭାଇମାନେ, ମୋ’ କଥା ଶୁଣ। Gade chapit laପବିତ୍ର ବାଇବଲ (Re-edited) - (BSI)13 ସେମାନଙ୍କ କଥା ଶେଷ ହେଲା ଉତ୍ତାରେ ଯାକୁବ ଉତ୍ତର ଦେଇ କହିଲେ, ହେ ଭାଇମାନେ, ମୋହର କଥା ଶୁଣନ୍ତୁ। Gade chapit laଓଡିଆ ବାଇବେଲ13 ସେମାନଙ୍କ କଥା ଶେଷ ହେଲା ଉତ୍ତାରେ ଯାକୁବ ଉତ୍ତର ଦେଇ କହିଲେ, ହେ ଭାଇମାନେ ମୋହର କଥା ଶୁଣନ୍ତୁ । Gade chapit laପବିତ୍ର ବାଇବଲ (CL) NT (BSI)13 ସେମାନେ କହି ସାରିବା ପରେ ଯାକୁବ କହିଲେ, “ହେ ଭାଇମାନେ, ମୋ’ କଥା ଶୁଣ! Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେମାନଙ୍କ କଥା ଶେଷ ହେଲା ଉତ୍ତାରେ ଯାକୁବ ଉତ୍ତର ଦେଇ କହିଲେ, ହେ ଭାଇମାନେ ମୋହର କଥା ଶୁଣନ୍ତୁ। Gade chapit la |
ଯେତେବେଳେ ପିତର ପ୍ରଥମ ଆନ୍ତିୟଖିଆକୁ ଆସିଥିଲେ, ସେ ଅଣଯିହୂଦୀଙ୍କ ସହିତ ଖିଆପିଆ କରୁଥିଲେ ଓ ସଂମ୍ପର୍କ ରଖିଥିଲେ। ମାତ୍ର ଯେତେବେଳେ ଯାକୁବଙ୍କ ନିକଟରୁ କେତେକ ଯିହୂଦୀଲୋକ ଆସିଲେ, ସେମାନେ ଆସିଲା ପରେ ପିତର ଅଣଯିହୂଦୀଲୋକଙ୍କ ସହିତ ଖିଆପିଆ ବନ୍ଦ କରିଦେଲେ, ଓ ସେମାନଙ୍କଠାରୁ ଦୂରରେ ରହିଲେ। ସୁନ୍ନତ ହେବା କଥାରେ ବିଶ୍ୱାସ କରୁଥିବା ଲୋକମାନଙ୍କ ଭୟରେ ପିତର ଏପରି ଆଚରଣ କଲେ।
ଯାକୁବ, ପିତର ଓ ଯୋହନ ନେତା ରୂପେ ପରିଗଣିତ ହେଉଥିଲେ। ସେମାନେ ଦେଖିଲେ ଯେ, ପରମେଶ୍ୱର ମୋତେ ଏହି ବିଶେଷ ଅନୁଗ୍ରହ ପ୍ରଦାନ କରିଛନ୍ତି। ସେଥିପାଇଁ ସେମାନେ ବର୍ଣ୍ଣବ୍ବା ଓ ମୋତେ ତାହାଙ୍କର ସହଭାଗୀତାର ଦକ୍ଷିଣହସ୍ତ ପ୍ରଦାନ କଲେ। ଯାକୁବ, ପିତର ଓ ଯୋହନ କହିଲେ, “ପାଉଲ ଓ ବର୍ଣ୍ଣବ୍ବା, ତୁମ୍ଭେମାନେ ଅଣଯିହୂଦୀମାନଙ୍କ ପାଖକୁ ଯିବା କଥାରେ ଆମ୍ଭେମାନେ ରାଜି ଅଛୁ। ମାତ୍ର ଆମ୍ଭେମାନେ ଯିହୂଦୀମାନଙ୍କ ପାଖକୁ ଯିବୁ।”