Biblia Todo Logo
Bib sou entènèt

- Piblisite -




ପ୍ରେରିତ 15:16 - ପବିତ୍ର ବାଇବଲ

16 ‘ଏହା ପରେ ମୁଁ ପୁନର୍ବାର ଫେରି ଆସିବି ଏବଂ ଦାଉଦର ଭଗ୍ନଗୃହ ପୁଣି ନିର୍ମାଣ କରିବି। ମୁଁ ଏହାର ନଷ୍ଟ ହୋଇଯାଇଥିବା ଅଂଶ ପୁଣି ଥରେ ନିର୍ମାଣ କରି ଠିକ୍ କରିଦେବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 “ଏଥିଉତ୍ତାରେ ଆମ୍ଭେ ବାହୁଡ଼ିଆସି ଦାଉଦର ପତିତ ଆବାସ ପୁନଃ ନିର୍ମାଣ କରିବା, ପୁଣି ତାହାର ଧ୍ଵଂସସ୍ଥାନସବୁ ପୁନଃ ନିର୍ମାଣ କରି ତାହା ପୁନଃସ୍ଥାପନ କରିବା,

Gade chapit la Kopi

ଓଡିଆ ବାଇବେଲ

16 ଏଥିଉତ୍ତାରେ ଆମ୍ଭେ ବାହୁଡ଼ିଆସି ଦାଉଦର ପତିତ କୁଟୀର ପୁନଃନିର୍ମାଣ କରିବା, ପୁଣି, ତାହାର ଧ୍ୱଂସସ୍ଥାନସବୁ ପୁନଃନିର୍ମାଣ କରି ତାହା ପୁନଃସ୍ଥାପନ କରିବା,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ‘ପ୍ରଭୁ କହନ୍ତି, ଏହା ପରେ ମୁଁ ଫେରି ଆସିବି। ଓ ଦାଉଦଙ୍କ ରାଜ୍ୟର ପୁନରୁଦ୍ଧାର କରିବି। ମୁଁ ତାହାର ଧ୍ୱଂସାବଶେଷ ସବୁ ପୁନଃନିର୍ମାଣ କରି ତାହାକୁ ଆଉ ଥରେ ବଳିଷ୍ଠ କରିବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 “‘ଏଥିଉତ୍ତାରେ ଆମ୍ଭେ ବାହୁଡ଼ିଆସି ଦାଉଦର ପତିତ କୁଟୀର ପୁନଃନିର୍ମାଣ କରିବା, ପୁଣି, ତାହାର ଧ୍ୱଂସସ୍ଥାନସବୁ ପୁନଃନିର୍ମାଣ କରି ତାହା ପୁନଃସ୍ଥାପନ କରିବା,

Gade chapit la Kopi




ପ୍ରେରିତ 15:16
12 Referans Kwoze  

ପୁଣି ସେମାନଙ୍କୁ ଉତ୍ପାଟନ କଲାପରେ ଆମ୍ଭେ ଫେରି ସେମାନଙ୍କୁ ଦୟା କରିବା। ପୁଣି ପ୍ରତ୍ୟେକ ଲୋକକୁ ତାହାର ଅଧିକାରକୁ ଓ ପ୍ରତ୍ୟେକ ଲୋକକୁ ତାହାର ଜମିକୁ ଫେରାଇ ଆଣିବା।


ସେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ ନୂଆରାଜା ସେମାନଙ୍କ କଥା ଶୁଣିଲେ ନାହିଁ। ତେଣୁ ସେମାନେ ରାଜାଙ୍କୁ ଉତ୍ତର କରି କହିଲେ, “ଆମ୍ଭେମାନେ କ’ଣ ଦାଉଦ ସାମ୍ରାଜ୍ୟର ଏକ ଅଂଶ? ଆମ୍ଭେ ଯିଶୀର କିଛି ଭୂମି ପାଉ କି? ନା, ତେଣୁ ଇସ୍ରାଏଲର ଲୋକମାନେ ନିଜ ନିଜ ଘରକୁ ଫେରି ଯାଅ। ଦାଉଦଙ୍କ ପୁତ୍ରଙ୍କୁ ତାଙ୍କ ଲୋକମାନଙ୍କୁ ଶାସନ କରିବାକୁ ଦିଅ।” ତେଣୁ ଇସ୍ରାଏଲର ଲୋକମାନେ ସେମାନଙ୍କର ଘରକୁ ଫେରି ଗଲେ।


ଦେଶର ଦୁଇ ତୃତୀୟାଂଶ ଲୋକ ଚ୍ଛେଦନ ହେବେ ଓ ମୃତ୍ୟୁବରଣ କରିବେ। ମାତ୍ର ଏକ ତୃତୀୟାଂଶ ଜୀବିତ ରହିବେ।


Swiv nou:

Piblisite


Piblisite