ପ୍ରେରିତ 15:6 - ପବିତ୍ର ବାଇବଲ6 ପ୍ରେରିତ ଓ ପ୍ରାଚୀନମାନେ ଏ ସମସ୍ୟା ଉପରେ ବିଗ୍ଭର କରିବା ପାଇଁ ଏକତ୍ରିତ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ପରେ ଏହି ବିଷୟ ଆଲୋଚନା କରିବା ନିମନ୍ତେ ପ୍ରେରିତ ଓ ପ୍ରାଚୀନମାନେ ସମବେତ ହେଲେ। Gade chapit laଓଡିଆ ବାଇବେଲ6 ପରେ ଏହି ବିଷୟ ଆଲୋଚନା କରିବା ନିମନ୍ତେ ପ୍ରେରିତ ଓ ପ୍ରାଚୀନମାନେ ସମବେତ ହେଲେ । Gade chapit laପବିତ୍ର ବାଇବଲ (CL) NT (BSI)6 ଏହି ବିଷୟ ଆଲୋଚନା କରିବା ପାଇଁ ପ୍ରେରିତ ଶିଷ୍ୟମାନେ ଓ ମଣ୍ଡଳୀର ନେତାମାନେ ଏକତ୍ରିତ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପରେ ଏହି ବିଷୟ ଆଲୋଚନା କରିବା ନିମନ୍ତେ ପ୍ରେରିତ ଓ ପ୍ରାଚୀନମାନେ ସମବେତ ହେଲେ। Gade chapit la |
ତୁମ୍ଭମାନଙ୍କର ନେତାମାନଙ୍କର ଆଜ୍ଞାପାଳନ କର। ସେମାନଙ୍କର ଅଧୀନରେ ରୁହ। ସେମାନେ ତୁମ୍ଭମାନଙ୍କ ପାଇଁ ଉତ୍ତରଦାୟୀ। ଅତଏବ, ସେମାନେ ସବୁବେଳେ ତୁମ୍ଭମାନଙ୍କର ଆତ୍ମାର ରକ୍ଷା ପାଇଁ ଜଗି ଥା’ନ୍ତି। ସେମାନଙ୍କର ଆଜ୍ଞାପାଳନ କର ଯେପରି ଏହି କାମଟି ସେମାନେ ଖୁସୀ ମନରେ କରିବେ, ଦୁଃଖରେ ନୁହେଁ। ସେମାନଙ୍କର କାମ କଠିନ ହେଲେ, ତା'ଦ୍ୱାରା ତୁମ୍ଭମାନଙ୍କର କୌଣସି ଲାଭ ହେବ ନାହିଁ।