Biblia Todo Logo
Bib sou entènèt

- Piblisite -




ପ୍ରେରିତ 16:11 - ପବିତ୍ର ବାଇବଲ

11 ଆମ୍ଭେ ତ୍ରୋୟା ନଗରରୁ ଜଳଯାତ୍ରାରେ ସାମଥ୍ରାକୀ ଉପଦ୍ୱୀପରେ ପହଞ୍ଚିଲୁ। ତା ଆରଦିନ ଆମ୍ଭେ ନିୟାପଲି ନଗରକୁ ଗଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତେଣୁ ତ୍ରୋୟାରୁ ଜାହାଜରେ ଆମ୍ଭେମାନେ ସଳଖ ପଥରେ ସାମଥ୍ରାକୀକୁ ଓ ପରଦିନ ନିୟାପଲିକୁ ଗଲୁ।

Gade chapit la Kopi

ଓଡିଆ ବାଇବେଲ

11 ତେଣୁ ତ୍ରୋୟାରୁ ଜାହାଜରେ ଆମ୍ଭେମାନେ ସଳଖ ପଥରେ ସାମଥ୍ରାକୀକୁ ଓ ପରଦିନ ନିୟାପଲିକୁ ଗଲୁ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଆମେ ଜାହାଜ ଯୋଗେ ତ୍ରୋୟା ଛାଡ଼ି ସାମଥ୍ରାକିକୁ ଗଲୁ ଓ ତହିଁ ଆରଦିନ ନିଆପଲ୍ଲିରେ ପହଞ୍ଚିଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତେଣୁ ତ୍ରୋୟା ସହରରୁ ଜାହାଜରେ ଆମ୍ଭେମାନେ ସଳଖ ପଥରେ ସାମଥ୍ରାକୀ ଦ୍ବୀପକୁ ଓ ପରଦିନ ନିୟାପଲି ସହରକୁ ଗଲୁ,

Gade chapit la Kopi




ପ୍ରେରିତ 16:11
5 Referans Kwoze  

ଆମ୍ଭେମାନେ ସେମାନଙ୍କଠାରୁ ବିଦାୟ ନେଲୁ। ତା'ପରେ ଆମ୍ଭେ ସିଧା କୋସ୍ ଉପଦ୍ୱୀପକୁ ଜଳଯାତ୍ରା କଲୁ। ତହିଁ ଆରଦିନ ଆମ୍ଭେ ସେଠାରୁ ରୋଦା ଉପଦ୍ୱୀପକୁ ଆସିଲୁ। ପୁଣି ସେଠାରୁ ଆମ୍ଭେ ପାତାରାରେ ପହଞ୍ଚିଲୁ।


ତା'ପରେ ସେମାନେ ମୂସିଆ ଦେଶ ଛାଡ଼ି ତ୍ରୋୟା ନଗରକୁ ଆସିଲେ।


ଏମାନେ ସମସ୍ତେ ଆଗେ ଯାଇ ତ୍ରୋୟା ନଗରରେ ଆମ୍ଭମାନଙ୍କୁ ଅପେକ୍ଷା କଲେ।


ମୁଁ ଯୀଶୁ ଖ୍ରୀଷ୍ଟଙ୍କର ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ତ୍ରୋୟା ନଗରକୁ ଯାଇଥିଲି। ପ୍ରଭୁ ସେଠାରେ ମୋତେ ଭଲ ସୁଯୋଗଟିଏ ଦେଲେ।


ମୁଁ ଯେତେବେଳେ ତ୍ରୋୟାରେ ଥିଲି, ମୁଁ କାର୍ପଙ୍କ ପାଖରେ ମୋର ଏକ ଭଲ ଜାମା ଛାଡ଼ି ଆସିଥିଲି। ଅତଏବ ତୁମ୍ଭେ ଯେତେବେଳେ ଆସିବ, ତାହା ମୋ’ ପାଇଁ ନେଇ ଆସିବ। ମୋ’ ବହିଗୁଡ଼ିକୁ ମଧ୍ୟ ଆଣିବ। ଚର୍ମପତ୍ର ଉପରେ ଲିଖିତ ବହିଗୁଡ଼ିକ ବିଶେଷଭାବରେ ମୋର ଦରକାର।


Swiv nou:

Piblisite


Piblisite