ପ୍ରେରିତ 16:7 - ପବିତ୍ର ବାଇବଲ7 ସେମାନେ ମୂସିଆ ଦେଶକୁ ଆସିଲା ପରେ ବୀଥୂନିଆକୁ ଯିବା ପାଇଁ ଚେଷ୍ଟା କଲେ। କିନ୍ତୁ ଯୀଶୁଙ୍କ ଆତ୍ମା ସେମାନଙ୍କୁ ଯିବା ପାଇଁ ଅନୁମତି ଦେଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଆଉ, ସେମାନେ ମୂସିଆ ନିକଟରେ ଉପସ୍ଥିତ ହୋଇ ବୀଥୂନିଆକୁ ଯିବା ପାଇଁ ଚେଷ୍ଟା କଲେ, କିନ୍ତୁ ଯୀଶୁଙ୍କର ଆତ୍ମା ସେମାନଙ୍କୁ ଅନୁମତି ଦେଲେ ନାହିଁ। Gade chapit laଓଡିଆ ବାଇବେଲ7 ଆଉ ସେମାନେ ମୂସିଆ ନିକଟରେ ଉପସ୍ଥିତ ହୋଇ ବୀଥୂନିଆକୁ ଯିବା ପାଇଁ ଚେଷ୍ଟା କଲେ, କିନ୍ତୁ ଯୀଶୁଙ୍କର ଆତ୍ମା ସେମାନଙ୍କୁ ଅନୁମତି ଦେଲେ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)7 ମିଷୀଆର ସୀମାରେ ପହଞ୍ଚି ବିଥିନିଆ ପ୍ରଦେଶକୁ ଯିବାକୁ ବାହାରିବାବେଳେ ଯୀଶୁଙ୍କର ଆତ୍ମା ସେମାନଙ୍କୁ ଅନୁମତି ଦେଲେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ ସେମାନେ ମୂସିଆ ନିକଟରେ ଉପସ୍ଥିତ ହୋଇ ବୀଥୂନିଆ ପ୍ରଦେଶକୁ ଯିବା ପାଇଁ ଚେଷ୍ଟା କଲେ, କିନ୍ତୁ ଯୀଶୁଙ୍କର ଆତ୍ମା ସେମାନଙ୍କୁ ଅନୁମତି ଦେଲେ ନାହିଁ। Gade chapit la |
ଖ୍ରୀଷ୍ଟଙ୍କ ଆତ୍ମା ସେହି ଭବିଷ୍ୟଦ୍ବକ୍ତାମାନଙ୍କ ଅନ୍ତରରେ ଥିଲା। ଖ୍ରୀଷ୍ଟଙ୍କୁ କିପରି କଷ୍ଟ ଭୋଗିବାକୁ ହେବ ଓ ତା'ପରେ କିପରି ମହିମା ପ୍ରକାଶିତ ହେବ, ସେହି ବିଷୟରେ ‘ଆତ୍ମା’ କଥା କହୁଥିଲେ। ସେହି ଆତ୍ମା ଯାହା ଦେଖାଉଥିଲେ, ସେହି ଭବିଷ୍ୟଦ୍ବକ୍ତାମାନେ ତାହା ଶିଖିବାକୁ ଚେଷ୍ଟା କଲେ। ସେମାନେ ଜାଣିବାକୁ ଚେଷ୍ଟା କଲେ ଯେ କେତେବେଳେ ଏହିସବୁ ଘଟଣାମାନ ଘଟିବ ଏବଂ ସେତେବେଳେ ଜଗତର ଅବସ୍ଥା କିପରି ହୋଇଥିବ।