ପ୍ରେରିତ 17:16 - ପବିତ୍ର ବାଇବଲ16 ପାଉଲ ଆଥୀନୀ ନଗରରେ ଶୀଲା ଓ ତୀମଥିଙ୍କୁ ଅପେକ୍ଷା କରିଥା’ନ୍ତି। ନଗର ସାରା ମୂର୍ତ୍ତିଗୁଡ଼ିକରେ ପୂର୍ଣ୍ଣ ହୋଇଥିବାର ଦେଖି ସେ ହୃଦୟରେ ଅତି ମାତ୍ରାରେ ବିବ୍ରତ ହୋଇ ପଡ଼ିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଆଥୀନୀରେ ପାଉଲ ସେମାନଙ୍କ ଅପେକ୍ଷାରେ ଥିବା ସମୟରେ ସେହି ନଗରକୁ ପ୍ରତିମାରେ ପରିପୂର୍ଣ୍ଣ ଦେଖି ତାଙ୍କ ଆତ୍ମା ଉତ୍ତପ୍ତ ହୋଇ ଉଠିଲା। Gade chapit laଓଡିଆ ବାଇବେଲ16 ଆଥିନୀରେ ପାଉଲ ସେମାନଙ୍କ ଅପେକ୍ଷାରେ ଥିବା ସମୟରେ ସେହି ନଗରକୁ ପ୍ରତିମାରେ ପରିପୂର୍ଣ୍ଣ ଦେଖି ତାହାଙ୍କ ଆତ୍ମା ଉତ୍ତପ୍ତ ହୋଇ ଉଠିଲା । Gade chapit laପବିତ୍ର ବାଇବଲ (CL) NT (BSI)16 ଆଥେନ୍ସ୍ରେ ଶୀଲା ଓ ତୀମଥିଙ୍କର ପ୍ରତୀକ୍ଷାରେ ଥିବା ସମୟରେ ନଗରୀଟି ଦେବ ପ୍ରତିମାରେ ପୂର୍ଣ୍ଣ ହୋଇଥିବା ଲକ୍ଷ୍ୟ କରି ପାଉଲ ଅତ୍ୟନ୍ତ କ୍ଷୁବ୍ଧ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଥିନୀରେ ପାଉଲ ସେମାନଙ୍କ ଅପେକ୍ଷାରେ ଥିବା ସମୟରେ ସେହି ନଗରକୁ ପ୍ରତିମାରେ ପରିପୂର୍ଣ୍ଣ ଦେଖି ତାହାଙ୍କ ଆତ୍ମା ଉତ୍ତପ୍ତ ହୋଇ ଉଠିଲା। Gade chapit la |
ସମୟେ ସମୟେ ମୁଁ ନିଜେ ନିଜକୁ କହେ, “ମୁଁ ଆଉ ସଦାପ୍ରଭୁଙ୍କ ବିଷୟ କହିବି ନାହିଁ କି ତାଙ୍କ ପାଇଁ ପ୍ରଗ୍ଭର କରିବି ନାହିଁ।” ମାତ୍ର ଏହା କହିଲା ବେଳେ ମୋ’ ଅସ୍ଥି ମଜ୍ଜା ମଧ୍ୟରେ ଯେପରି ପ୍ରଭୁଙ୍କର ବାଣୀ ଅଗ୍ନିତୁଲ୍ୟ ଜଳି ଉଠେ। ମୁଁ ହୃଦୟ ମଧ୍ୟରେ ତାକୁ ସମ୍ଭାଳି ରଖିପାରେ ନାହିଁ। ସେଗୁଡ଼ିକୁ ଭିତରେ ଧରି ରଖିବା ପାଇଁ ଚେଷ୍ଟା କଲି କିନ୍ତୁ ମୁଁ ତାହା କରିବା ପାଇଁ ଅସମର୍ଥ ହେଲି।
ଏଲିୟ କହିଲେ, “ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର, ମୁଁ ମୋର ସମସ୍ତ ଶକ୍ତି ଦେଇ ତୁମ୍ଭକୁ ସେବା କଲି ମାତ୍ର ଇସ୍ରାଏଲ ଲୋକମାନେ ତୁମ୍ଭ ସହିତ ଯେଉଁ ନିୟମ ଥିଲା ତାକୁ ଭଙ୍ଗ କଲେ। ସେମାନେ ତୁମ୍ଭର ଯଜ୍ଞବେଦିକୁ ଧ୍ୱଂସ କଲେ। ସେମାନେ ତୁମ୍ଭର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କୁ ବଧ କଲେ। ମୁଁ ଏକମାତ୍ର ଭବିଷ୍ୟଦ୍ବକ୍ତା ଯିଏ କି ଏ ପର୍ଯ୍ୟନ୍ତ ବଞ୍ଚିଛି। ବର୍ତ୍ତମାନ ସେମାନେ ମୋତେ ହତ୍ୟା କରିବାକୁ ଚେଷ୍ଟା କରୁଛନ୍ତି।”