Biblia Todo Logo
Bib sou entènèt

- Piblisite -




ପ୍ରେରିତ 17:8 - ପବିତ୍ର ବାଇବଲ

8 ଜନସମୂହ ଓ ନଗରର ଶାସନକର୍ତ୍ତାମାନେ ସେମାନଙ୍କ କଥା ଶୁଣି ବିଚଳିତ ହୋଇ ପଡ଼ିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେମାନଙ୍କର ଏହି କଥା ଶୁଣି ଲୋକସମୂହ ଓ ନଗରର ଶାସନକର୍ତ୍ତାମାନେ ଉଦ୍ବିଗ୍ନ ହେଲେ।

Gade chapit la Kopi

ଓଡିଆ ବାଇବେଲ

8 ସେମାନଙ୍କର ଏହି କଥା ଶୁଣି ଲୋକସମୂହ ଓ ନଗରର ଶାସନକର୍ତ୍ତାମାନେ ବିଚଳିତ ହେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଏହି କଥା କହି ସେମାନେ ଜନତା ଓ କର୍ତ୍ତୃପକ୍ଷଙ୍କ ମଧ୍ୟରେ ପ୍ରବଳ ଉତ୍ତେଜନା ଓ ଗଣ୍ଡଗୋଳ ସୃଷ୍ଟି କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେମାନଙ୍କର ଏହି କଥା ଶୁଣି ଲୋକସମୂହ ଓ ନଗରର ଶାସନକର୍ତ୍ତାମାନେ ବିଚଳିତ ହେଲେ।

Gade chapit la Kopi




ପ୍ରେରିତ 17:8
5 Referans Kwoze  

ଯଦି ଆମ୍ଭେ ତାକୁ ଏଭଳି କାର୍ଯ୍ୟ କରିବା ପାଇଁ ଛାଡ଼ିଦେବା, ତାହାକୁ ସମସ୍ତେ ବିଶ୍ୱାସ କରିବେ। ତା'ପରେ ରୋମୀୟମାନେ ଆସି ଆମ ମନ୍ଦିର ଓ ଆମ୍ଭ ଜାତି ଉଭୟକୁ ନଷ୍ଟ କରିଦେବେ।”


ରାଜା ହେରୋଦ ଯିହୂଦୀମାନଙ୍କର ଏହି ନୂଆ ରାଜାଙ୍କ କଥା ଶୁଣିଲେ, ସେଥିପାଇଁ ସେ ‌‌‌‌ଉ‌‌‌‌‌‌‌ଦ୍‌‌ବିଗ୍ନ ହେଲେ। ଯିରୁଶାଲମର ସବୁ ଲୋକ ମଧ୍ୟ ଚିନ୍ତିତ ହୋଇ ପଡ଼ିଲେ।


“ଯେତେବେଳେ ଲୋକମାନେ ତୁମ୍ଭମାନଙ୍କୁ ଯିହୂଦୀ ପ୍ରାର୍ଥନାଗୃହ, ଶାସକ ଏବଂ ଅନ୍ୟାନ୍ୟ ଅଧିକାରୀମାନଙ୍କ ଆଗକୁ ଆଣିବେ, ସେତେବେଳେ ତୁମ୍ଭେମାନେ କିପରି ଉତ୍ତର ଦେବ, ଓ କ’ଣ କହିବ, ସେ ବିଷୟରେ ଆଦୌ ଚିନ୍ତା କର ନାହିଁ।


ଯାସୋନ ସେହିମାନଙ୍କୁ ଆଣି ନିଜ ଘରେ ରଖିଛି। ଯୀଶୁ ନାମରେ ଯେ ଆଉ ଜଣେ ରାଜା ଅଛି, ଏହା କହି ସେମାନେ ସମସ୍ତେ ଦାବୀ କରି କାଇସରଙ୍କ ନିୟମର ବିରୁଦ୍ଧାଚରଣ କରୁଛନ୍ତି।”


ପରେ ସେମାନେ ଯାସୋନ ଓ ଅନ୍ୟମାନଙ୍କଠାରୁ ଜାମିନ ନେଇ ଛାଡ଼ି ଦେଲେ।


Swiv nou:

Piblisite


Piblisite