Biblia Todo Logo
Bib sou entènèt

- Piblisite -




ପ୍ରେରିତ 18:11 - ପବିତ୍ର ବାଇବଲ

11 ତେଣୁ ପାଉଲ ସେଠାରେ ଦେଢ଼ ବର୍ଷ ପର୍ଯ୍ୟନ୍ତ ରହିଲେ ଓ ସେମାନଙ୍କୁ ପରମେଶ୍ୱରଙ୍କ ସୁସମାଗ୍ଭର ବିଷୟରେ ଉପଦେଶ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି, ସେ ସେମାନଙ୍କ ନିକଟରେ ଈଶ୍ଵରଙ୍କ ବାକ୍ୟ ଶିକ୍ଷା ଦେଇ ଦେଢ଼ ବର୍ଷ ସେଠାରେ ବାସ କଲେ।

Gade chapit la Kopi

ଓଡିଆ ବାଇବେଲ

11 ପୁଣି, ସେ ସେମାନଙ୍କ ନିକଟରେ ଈଶ୍ୱରଙ୍କ ବାକ୍ୟ ଶିକ୍ଷା ଦେଇ ଦେଢ଼ବର୍ଷ ସେଠାରେ ବାସ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ତେଣୁ ପାଉଲ ସେଠାରେ ଈଶ୍ୱରଙ୍କ ବାକ୍ୟ ବିଷୟରେ ଶିକ୍ଷା ଦେଇ ଦେଢ଼ ବର୍ଷ ରହିଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ସେ ସେମାନଙ୍କ ନିକଟରେ ଈଶ୍ବରଙ୍କ ବାକ୍ୟ ଶିକ୍ଷା ଦେଇ ଦେଢ଼ବର୍ଷ ସେଠାରେ ବାସ କଲେ।

Gade chapit la Kopi




ପ୍ରେରିତ 18:11
5 Referans Kwoze  

ଏହିପରି ଦୁଇ ବର୍ଷ ବିତିଗଲା, ଏଥିପାଇଁ ଏସିଆର ସମସ୍ତ ବାସିନ୍ଦାମାନେ ଅର୍ଥାତ୍ ଉଭୟ ଯିହୂଦୀୟ ଓ ଗ୍ରୀ‌କ୍‌‌ମାନେ ପ୍ରଭୁଙ୍କ କଥା ଶୁଣିବାକୁ ପାଇଲେ।


ତଥାପି ପାଉଲ ଓ ବର୍ଣ୍ଣ‌ବ୍‌‌ବା ସେଠାରେ ଅନେକ ଦିନ ରହିଲେ ଓ ପ୍ରଭୁଙ୍କର କଥା ସାହସର ସହିତ ପ୍ରଗ୍ଭର କଲେ। ସେମାନଙ୍କ ମାଧ୍ୟମରେ ପ୍ରଭୁ ଆଶ୍ଚର୍ଯ୍ୟ କାର୍ଯ୍ୟ ସବୁ କଲେ ଓ ଅନୁଗ୍ରହର ବାକ୍ୟ ପ୍ରଗ୍ଭର କଲେ।


ତେଣୁ ତୁମ୍ଭେମାନେ ସାବଧାନ ହୋଇ ରୁହ। ତୁମ୍ଭେମାନେ ମନେପକାଅ ଯେ, ମୁଁ ତିନି ବର୍ଷ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପାଖରେ ରହି ଆଖିର ଲୁହରେ ପ୍ରତ୍ୟେକଙ୍କୁ ଦିନରାତି ସତର୍କ ବାଣୀ ଶୁଣାଇ ଥିଲି।


ମୁଁ ତୁମ୍ଭ ସହିତ ଅଛି। କେହି ତୁମ୍ଭର କିଛି କ୍ଷତି କରିବେ ନାହିଁ। ମୋର ଅନେକ ଲୋକ ଏ ନଗରରେ ଅଛନ୍ତି।”


ଗାଲ୍ଲିୟୋନ୍ ଆଖାୟାର ରାଜ୍ୟପାଳ ହେଲେ। ସେ ସମୟରେ ଯିହୂଦୀୟମାନେ ମିଳିତ ଭାବରେ ଚେଷ୍ଟା କରି ପାଉଲଙ୍କୁ ଆକ୍ରମଣ କଲେ। ସେମାନେ ତାହାଙ୍କୁ ଅଦାଲତକୁ ନେଇଗଲେ।


Swiv nou:

Piblisite


Piblisite