ପ୍ରେରିତ 18:13 - ପବିତ୍ର ବାଇବଲ13 ସେମାନେ କହିଲେ, “ଏହି ଲୋକ ଯେଉଁ ଉପାୟରେ ପରମେଶ୍ୱରଙ୍କ ଉପାସନା କରିବା ପାଇଁ ଲୋକମାନଙ୍କୁ ମତାଇ ଅଛି, ତାହା ଆମ୍ଭ ବ୍ୟବସ୍ଥାର ବିରୁଦ୍ଧ ଅଟେ।” Gade chapit laପବିତ୍ର ବାଇବଲ (Re-edited) - (BSI)13 ଏହି ଲୋକଟା ବ୍ୟବସ୍ଥାର ବିପରୀତ ଭାବରେ ଈଶ୍ଵରଙ୍କ ଉପାସନା କରିବାକୁ ଲୋକମାନଙ୍କୁ ପ୍ରବର୍ତ୍ତାଉ ଅଛି। Gade chapit laଓଡିଆ ବାଇବେଲ13 ଏହି ଲୋକଟା ମୋଶାଙ୍କ ବ୍ୟବସ୍ଥାର ବିପରୀତ ଭାବରେ ଈଶ୍ୱରଙ୍କ ଉପାସନା କରିବାକୁ ଲୋକମାନଙ୍କୁ ବାଧ୍ୟ କରେ । Gade chapit laପବିତ୍ର ବାଇବଲ (CL) NT (BSI)13 ସେମାନେ କହିଲେ, “ଏହି ଲୋକ ଆମ ବ୍ୟବସ୍ଥା ବିରୁଦ୍ଧ ରୀତିରେ ଈଶ୍ୱରଙ୍କ ଉପାସନା କରିବାକୁ ଲୋକମାନଙ୍କୁ ପ୍ରବର୍ତ୍ତାଉଛି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏହି ଲୋକଟା ବ୍ୟବସ୍ଥାର ବିପରୀତ ଭାବରେ ଈଶ୍ବରଙ୍କ ଉପାସନା କରିବାକୁ ଲୋକମାନଙ୍କୁ ବାଧ୍ୟ କରେ। Gade chapit la |