Biblia Todo Logo
Bib sou entènèt

- Piblisite -




ପ୍ରେରିତ 18:22 - ପବିତ୍ର ବାଇବଲ

22 ପାଉଲ କାଇସରୀଆରେ ପହଞ୍ଚି ଯିରୁଶାଲମର ମଣ୍ଡଳୀକୁ ଯାଇ ସେମାନଙ୍କ ସହିତ ସାକ୍ଷାତ କଲେ। ତା'ପରେ ସେ ଆନ୍ତିୟଖିଆ ନଗରକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 କାଇସରୀଆରେ ପହଞ୍ଚି ସେ ଜାହାଜରୁ ଓହ୍ଲାଇଲେ, ଆଉ ଯାଇ ମଣ୍ତଳୀକୁ ନମସ୍କାର କରି ଆନ୍ତିୟଖିଆକୁ ଚାଲିଗଲେ।

Gade chapit la Kopi

ଓଡିଆ ବାଇବେଲ

22 କାଇସରିୟାରେ ପହଞ୍ଚି ସେ ଜାହାଜରୁ ଓହ୍ଲାଇଲେ, ଆଉ ଯାଇ ମଣ୍ଡଳୀକୁ ନମସ୍କାର କରି ଆନ୍ତିୟଖିଆକୁ ଚାଲିଗଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 ସିସେରିଆରେ ପହଞ୍ଚି ସେଠାରୁ ସେ ଯିରୂଶାଲମକୁ ଗଲେ ଓ ମଣ୍ଡଳୀକୁ ଶୁଭେଚ୍ଛା ଜ୍ଞାପନ କରି ସେଠାରୁ ଆଣ୍ଟିୟୋଖକୁ ଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 କାଇସରିୟାରେ ପହଞ୍ଚି ସେ ଜାହାଜରୁ ଓହ୍ଲାଇଲେ, ଆଉ ଯାଇ ମଣ୍ଡଳୀକୁ ନମସ୍କାର କରି ଆନ୍ତିୟଖିଆକୁ ଚାଲିଗଲେ।

Gade chapit la Kopi




ପ୍ରେରିତ 18:22
16 Referans Kwoze  

କିନ୍ତୁ ଫିଲି‌ପ୍‌ପ ଅ‌ଷ୍‌‌ଦୋଦ ନଗରରେ ଦେଖା ଦେଲେ ଓ କାଇସରୀଆ ନଗରକୁ ଯିବା ବାଟରେ ସବୁ ସହରରେ ଲୋକମାନଙ୍କୁ ସୁସମାଗ୍ଭର ପ୍ରଗ୍ଭର କରି ଗ୍ଭଲିଲେ।


କିନ୍ତୁ ଫେଷ୍ଟ ଯିହୂଦୀମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ପଗ୍ଭରିଲେ, “ତୁମ୍ଭେ ମୋ’ ଦ୍ୱାରା ଏହି ଅଭିଯୋଗ ସମ୍ବନ୍ଧରେ ବିଗ୍ଭର କରାଯିବା ପାଇଁ ଯିରୁଶାଲମ ଯିବା ପାଇଁ କି?”


ତା'ପରେ ଫେଷ୍ଟ ରାଜ୍ୟପାଳ ହେଲେ। ସେ ସେହି ପ୍ରଦେଶରେ ତିନି ଦିନ ରହିଲେ ଓ ତା'ପରେ କାଇସରୀଆରୁ ଯିରୁଶାଲମ ଗ୍ଭଲିଗଲେ।


ସେନାଧ୍ୟକ୍ଷ ଦୁଇଜଣ ସେନାପତିଙ୍କୁ ଡାକି କହିଲେ, “ଆଜି ରାତି ନ’ଟା ବେଳେ କାଇସରୀଆକୁ ଯିବା ପାଇଁ 200 ପଦାତିକ ସୈନ୍ୟ, 70 ଜଣ ଅଶ୍ୱାରୋହୀ, 200 ବର୍ଚ୍ଛାଧାରୀଙ୍କୁ ପ୍ରସ୍ତୁତ କର।


କିନ୍ତୁ ପାଉଲ ଓ ବର୍ଣ୍ଣ‌ବ୍‌‌ବା ଆନ୍ତିୟଖିଆରେ ରହିଲେ ଏବଂ ଅନ୍ୟମାନଙ୍କ ସହିତ ସେମାନେ ଲୋକମାନଙ୍କୁ ପ୍ରଭୁଙ୍କର ବାକ୍ୟ ଶିକ୍ଷା ଦେଲେ ଏବଂ ସୁସମାଗ୍ଭର ପ୍ରଗ୍ଭର କଲେ।


ତା'ପରେ ବର୍ଣ୍ଣ‌ବ୍‌‌ବା, ପାଉଲ, ଯିହୂଦା ଓ ଶୀଲା ଯିରୁଶାଲମରୁ ଆନ୍ତିୟଖିଆକୁ ଯାତ୍ରା କଲେ। ସେଠାରେ ସେମାନେ ଏକାଠି ହୋଇଥିବା ବିଶ୍ୱାସୀମାନଙ୍କୁ ପତ୍ର ଦେଲେ।


ସେମାନେ ତାହାଙ୍କ ହାତରେ ଏହି ଚିଠିଟି ଦେଲେ: ଆନ୍ତିୟଖିଆ, ସୁରିଆ, କିଲିକିଆସ୍ଥ ଅନ୍ୟଜାତୀୟ ବିଶ୍ୱାସୀ ଭାଇମାନଙ୍କୁ ପ୍ରେରିତ, ପ୍ରାଚୀନ ଓ ଅନ୍ୟ ଭାଇମାନଙ୍କର ନମସ୍କାର।


ପାଉଲ, ବର୍ଣ୍ଣ‌ବ୍‌‌ବା ଓ ଅନ୍ୟମାନେ ଯିରୁଶାଲମରେ ପହଞ୍ଚିଲେ। ପ୍ରେରିତ, ପ୍ରାଚୀନ ଓ ଅନ୍ୟ ବିଶ୍ୱାସୀମାନେ ସେଠାରେ ସେମାନଙ୍କୁ ସ୍ୱାଗତ କଲେ। ପରମେଶ୍ୱର ସେମାନଙ୍କ ସହିତ ଯାହାସବୁ କରିଥିଲେ, ସେ ସବୁକଥା ସେମାନେ କହିଲେ।


ସେଠାରୁ ସେମାନେ ଆନ୍ତିୟଖିଆକୁ ସମୁଦ୍ର ପଥରେ ଗ୍ଭଲିଗଲେ। ଏହି ସ୍ଥାନରେ ବିଶ୍ୱାସୀମାନେ ସେମାନଙ୍କୁ ଏହି କାର୍ଯ୍ୟ କରିବା ପାଇଁ ପ୍ରଭୁଙ୍କ ନିକଟରେ ସମର୍ପିତ କରି ପଠାଇଥିଲେ। ସେମାନେ ଏହି କାର୍ଯ୍ୟ ପୂର୍ଣ୍ଣ କଲେ।


ଆନ୍ତିୟଖିଆ ମଣ୍ଡଳୀରେ କେତେକ ଭବିଷ୍ୟ‌ଦ୍‌ବକ୍ତା ଓ ଶିକ୍ଷକ ଥିଲେ। ସେମାନେ ହେଲେ, ବର୍ଣ୍ଣ‌ବ୍‌‌ବା, ଶିମିୟୋନ ଏହାକୁ ନିଗର ବୋଲି କୁହାଯାଉଥିଲା, କୂରୀଣୀୟ, ଲୂକିୟ, ମନହେମ୍ ଯିଏ ହେରୋଦ ରାଜାଙ୍କ ସହିତ ବଢ଼ିଥିଲେ ଓ ଶାଉଲ।


ଠିକ୍ ସେହି ସମୟରେ ତିନି ଜଣ ମଣିଷ ଆମ୍ଭେ ରହୁଥିବା ଘରକୁ ଆସିଲେ। ସେମାନଙ୍କୁ କାଇସରୀଆରୁ ମୋ’ ପାଖକୁ ପଠା ଯାଇଥିଲା।


ତହିଁ ଆରଦିନ ସେ କାଇସରୀଆ ନଗରରେ ପହଞ୍ଚିଲେ। କର୍ଣ୍ଣୀଲିୟ ନିଜର ବନ୍ଧୁବାନ୍ଧବ ଓ ଘନିଷ୍ଟ ବନ୍ଧୁମାନଙ୍କୁ ଡକେଇ ସେମାନଙ୍କ ଅପେକ୍ଷାରେ ଥିଲେ।


କାଇସରୀଆ ନଗରରେ କର୍ଣ୍ଣୀଲିୟ ନାମକ ଜଣେ ଲୋକ ଥିଲେ। ଇତାଲିକ ନାମକ ରୋମୀୟ ସୈନ୍ୟବାହିନୀର ଏକ ବିଭାଗରେ ପଦାଧିକାରୀ ଥିଲେ।


Swiv nou:

Piblisite


Piblisite