ପ୍ରେରିତ 18:25 - ପବିତ୍ର ବାଇବଲ25 ତାହାଙ୍କୁ ପ୍ରଭୁଙ୍କ ପଥ ବିଷୟରେ ଶିକ୍ଷା ଦିଆଯାଇଥିଲା ଓ ସେ ଉତ୍ସାହଜନକ ଆତ୍ମାରେ ପୂର୍ଣ୍ଣ ହୋଇ କଥା କହୁଥିଲେ। କେବଳ ଯୋହନଙ୍କର ବାପ୍ତିସ୍ମ ବିଷୟରେ ଜାଣିଥିଲେ ମଧ୍ୟ ସେ ଯୀଶୁଙ୍କ ବିଷୟରେ ସମ୍ପୂର୍ଣ୍ଣ ଶିକ୍ଷା ଠିକ୍ ଭାବରେ ଦେଉଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)25 ଏହି ବ୍ୟକ୍ତି ପ୍ରଭୁଙ୍କ ମାର୍ଗ ବିଷୟରେ ଶିକ୍ଷାପ୍ରାପ୍ତ ହୋଇଥିଲେ, ପୁଣି ଆତ୍ମାରେ ଉତ୍ତପ୍ତ ହୋଇ ଯୀଶୁଙ୍କ ବିଷୟ ସୂକ୍ଷ୍ମ ରୂପେ କହି ଶିକ୍ଷା ଦେଉଥିଲେ, କିନ୍ତୁ ସେ କେବଳ ଯୋହନଙ୍କ ବାପ୍ତିସ୍ମ ବିଷୟ ଜାଣିଥିଲେ; Gade chapit laଓଡିଆ ବାଇବେଲ25 ଏହି ବ୍ୟକ୍ତି ପ୍ରଭୁଙ୍କ ମାର୍ଗ ବିଷୟରେ ଶିକ୍ଷା ପ୍ରାପ୍ତ ହୋଇଥିଲେ, ପୁଣି, ଆତ୍ମାରେ ଉତ୍ତପ୍ତ ହୋଇ ଯୀଶୁଙ୍କ ବିଷୟ ସୂକ୍ଷ୍ମରୂପେ କହି ଶିକ୍ଷା ଦେଉଥିଲେ, କିନ୍ତୁ ସେ କେବେଳ ଯୋହନଙ୍କ ବାପ୍ତିସ୍ମ ବିଷୟ ଜାଣିଥିଲେ; Gade chapit laପବିତ୍ର ବାଇବଲ (CL) NT (BSI)25 ସେ ପ୍ରଭୁଙ୍କ ମାର୍ଗ ବିଷୟରେ ଶିକ୍ଷା ପାଇଥିଲେ ଓ ଅତ୍ୟନ୍ତ ଉତ୍ସାହର ସହିତ ପ୍ରକୃତ ତଥ୍ୟ ପ୍ରକାଶ କରି ଶିକ୍ଷା ଦେଉଥିଲେ। କିନ୍ତୁ ଏ ସମ୍ପର୍କରେ ସେ କେବଳ ଯୋହନଙ୍କ ଜଳଦୀକ୍ଷା ବିଷୟ ଜାଣିଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏହି ବ୍ୟକ୍ତି ପ୍ରଭୁଙ୍କ ମାର୍ଗ ବିଷୟରେ ଶିକ୍ଷା ପ୍ରାପ୍ତ ହୋଇଥିଲେ, ପୁଣି, ଆତ୍ମାରେ ଉତ୍ତପ୍ତ ହୋଇ ଯୀଶୁଙ୍କ ବିଷୟ ସୂକ୍ଷ୍ମରୂପେ କହି ଶିକ୍ଷା ଦେଉଥିଲେ, କିନ୍ତୁ ସେ କେବଳ ଯୋହନଙ୍କ ବାପ୍ତିସ୍ମ ବିଷୟ ଜାଣିଥିଲେ; Gade chapit la |
ଫାରୂଶୀ ଓ ହେରୋଦୀୟମାନେ ଯୀଶୁଙ୍କ ପାଖକୁ ଯାଇ କହିଲେ, “ଗୁରୁ, ଆମ୍ଭେମାନେ ଜାଣିଛୁ ଯେ, ତୁମ୍ଭେ ବହୁତ ଭଲ ଲୋକ। ଅନ୍ୟମାନେ ତୁମ୍ଭ ବିଷୟରେ କ’ଣ ଭାବୁଛନ୍ତି, ସେଥିପାଇଁ ତୁମ୍ଭେ କେବେ ଚିନ୍ତା କର ନାହିଁ। ସବୁ ଲୋକ ତୁମ୍ଭ ପାଇଁ ସମାନ। ତୁମ୍ଭେ ପରମେଶ୍ୱର ଗ୍ଭହୁଁଥିବା ଜୀବନର ମାର୍ଗ ବିଷୟରେ ଠିକ୍ ଉପଦେଶ ଦେଉଛ। ଆମ୍ଭମାନଙ୍କୁ କୁହ, କାଇସରଙ୍କୁ କର ଦେବା ଉଚିତ୍ କି ନୁହେଁ?”