ପ୍ରେରିତ 18:8 - ପବିତ୍ର ବାଇବଲ8 କ୍ରୀଷ୍ପ ସେ ସମାଜଗୃହର ମୁଖ୍ୟ ଥିଲେ। ସେ ଓ ତାହାଙ୍କର ପରିବାରର ସମସ୍ତେ ପ୍ରଭୁଙ୍କୁ ବିଶ୍ୱାସ କଲେ। ଅନେକ କରିନ୍ଥୀୟ ଲୋକମାନେ ପାଉଲଙ୍କ ଶିକ୍ଷା ଶୁଣିଲେ, ବିଶ୍ୱାସ କଲେ ଓ ବାପ୍ତିଜିତ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)8 କିନ୍ତୁ ସମାଜଗୃହର ଅଧ୍ୟକ୍ଷ କ୍ରୀଷ୍ପ ସପରିବାରରେ ପ୍ରଭୁଙ୍କଠାରେ ବିଶ୍ଵାସ କଲେ, ଆଉ କରିନ୍ଥୀୟମାନଙ୍କ ମଧ୍ୟରୁ ଅନେକେ ଶୁଣି ବିଶ୍ଵାସ କରିବାକୁ ଲାଗିଲେ ଓ ବାପ୍ତିଜିତ ହେଲେ। Gade chapit laଓଡିଆ ବାଇବେଲ8 କିନ୍ତୁ ସମାଜଗୃହର ଅଧ୍ୟକ୍ଷ କ୍ରୀଷ୍ପ ଏବଂ ସପରିବାର ପ୍ରଭୁଙ୍କଠାରେ ବିଶ୍ୱାସ କଲେ, ଆଉ କରିନ୍ଥୀୟମାନଙ୍କ ମଧ୍ୟରୁ ଅନେକ ଶୁଣି ବିଶ୍ୱାସ କରିବାକୁ ଲାଗିଲେ ଓ ବାପ୍ତିଜିତ ହେଲେ । Gade chapit laପବିତ୍ର ବାଇବଲ (CL) NT (BSI)8 ସମାଜ ଗୃହର ଅଧ୍ୟକ୍ଷ କ୍ରିସ୍ପସ୍ ଓ ତାଙ୍କ ପରିବାରର ସମସ୍ତେ ପ୍ରଭୁଙ୍କଠାରେ ବିଶ୍ୱାସ କଲେ ଏବଂ କରିନ୍ଥର ଆହୁରି ଅନେକ ଲୋକ ପାଉଲଙ୍କ ଶିକ୍ଷା ଶୁଣି ବିଶ୍ୱାସ କଲେ ଓ ଜଳଦୀକ୍ଷା ଗ୍ରହଣ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କିନ୍ତୁ ସମାଜଗୃହର ଅଧ୍ୟକ୍ଷ କ୍ରୀଷ୍ପ ଏବଂ ସପରିବାର ପ୍ରଭୁଙ୍କଠାରେ ବିଶ୍ୱାସ କଲେ, ଆଉ କରିନ୍ଥୀୟମାନଙ୍କ ମଧ୍ୟରୁ ଅନେକ ଶୁଣି ବିଶ୍ୱାସ କରିବାକୁ ଲାଗିଲେ ଓ ବାପ୍ତିଜିତ ହେଲେ। Gade chapit la |
“ଯଦି ସଦାପ୍ରଭୁଙ୍କ ସେବା ତୁମ୍ଭ ଦୃଷ୍ଟିରେ ମନ୍ଦ ଦିଶେ। ତେବେ ତୁମ୍ଭେମାନେ କାହାର ସେବା କରିବ ଆଜି ମନୋନୀତ କର। ତୁମ୍ଭମାନଙ୍କୁ ଆଜି ନିଷ୍ପତ୍ତି ନେବାକୁ ପଡ଼ିବ ଯେ ତୁମ୍ଭେ କାହାର ସେବା କରିବ। ତୁମ୍ଭେ କ’ଣ ତୁମ୍ଭ ପୂର୍ବପୁରୁଷଗଣର ଇଉଫ୍ରେଟିସ୍ ନଦୀ ସେପାରୀରେ ଥିବା ଦେବତାଗଣଙ୍କୁ ପୂଜା କରିବ? କିମ୍ବା ସେହି ଦେଶରେ ବାସ କରିଥିବା ଇମୋରୀୟମାନଙ୍କର ଦେବତାଙ୍କୁ ପୂଜା କରିବ? ତୁମ୍ଭେମାନେ ତୁମ୍ଭମାନଙ୍କ ପାଇଁ ଆଜି ଏହାର ନିଷ୍ପତ୍ତି ନିଅ। କିନ୍ତୁ ମୁଁ ଓ ମୋର ପରିବାରବର୍ଗ ସେହି ସଦାପ୍ରଭୁ ପରମେଶ୍ୱରଙ୍କୁ ସେବା କରିବୁ!”
କରିନ୍ଥଠାରେ ଥିବା ପରମେଶ୍ୱରଙ୍କ ମଣ୍ଡଳୀ, ପୁଣି ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ର କରାଯାଇଛନ୍ତି ସେମାନଙ୍କ ନିକଟକୁ ଏହି ପତ୍ର ଲେଖା ଯାଉଅଛି। ତୁମ୍ଭେମାନେ ଈଶ୍ୱରଙ୍କ ପବିତ୍ର ଲୋକ ହେବା ନିମନ୍ତେ ଆହୂତ ହୋଇଅଛ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ସର୍ବତ୍ର ଯେଉଁମାନେ ବିଶ୍ୱାସ କରନ୍ତି ଏପରି ସବୁ ଖ୍ରୀଷ୍ଟବିଶ୍ୱାସୀଙ୍କ ସହିତ ତୁମ୍ଭେମାନେ ଆହୂତ ହୋଇଅଛ।