ପ୍ରେରିତ 19:14 - ପବିତ୍ର ବାଇବଲ14 ସ୍କେବାଙ୍କର ସାତ ଜଣ ପୁତ୍ର ଏହିପରି କରୁଥିଲେ। ସ୍କେବା ଜଣେ ଯିହୂଦୀୟ ମୁଖ୍ୟ ଯାଜକ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)14 ପୁଣି, ସ୍କେବା ନାମକ ଜଣେ ଯିହୁଦୀୟ ପ୍ରଧାନ ଯାଜକଙ୍କର ସାତ ପୁତ୍ର ଏହିପରି କରୁଥିଲେ। Gade chapit laଓଡିଆ ବାଇବେଲ14 ପୁଣି, ସ୍କେବା ନାମକ ଜଣେ ଯିହୂଦୀୟ ପ୍ରଧାନ ଯାଜକଙ୍କର ସାତ ପୁତ୍ର ଏହିପରି କରୁଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)14 ସ୍କେବା ନାମକ ଜଣେ ଇହୁଦୀ ପ୍ରଧାନ ଯାଜକଙ୍କର ସାତ ପୁଅ ଏହିପରି କରିବାକୁ ଚେଷ୍ଟା କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ସ୍କେବା ନାମକ ଜଣେ ଯିହୁଦୀ ପ୍ରଧାନ ଯାଜକଙ୍କର ସାତ ପୁତ୍ର ଏହିପରି କରୁଥିଲେ। Gade chapit la |