ପ୍ରେରିତ 19:19 - ପବିତ୍ର ବାଇବଲ19 ଯେଉଁ ଲୋକମାନେ ଯାଦୁକର୍ମ କରୁଥିଲେ, ସେମାନେ ସେମାନଙ୍କର ସବୁ ବହିଗୁଡ଼ିକ ଏକାଠି କରି ଆଣି ସମସ୍ତଙ୍କ ସମ୍ମୁଖରେ ପୋଡ଼ି ପକାଇଲେ। ସେମାନେ ଏହି ଗୁଡ଼ିକର ଦାମ୍ ହିସାବ କରି ଦେଖିଲେ ଯେ, ଏହା ପ୍ରାୟ ପଗ୍ଭଶ ହଜାର ରୌପ୍ୟମୁଦ୍ରା ମୂଲ୍ୟର ବହି ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)19 ଆଉ ଯାଦୁକ୍ରିୟା କରୁଥିବା ଅନେକେ ଆପଣା ଆପଣା ପୁସ୍ତକ ଆଣି ଏକତ୍ର କରି ସମସ୍ତଙ୍କ ସାକ୍ଷାତରେ ପୋଡ଼ିପକାଇଲେ; ସେମାନେ ସେସବୁର ମୂଲ୍ୟ ହିସାବ କରି ତାହା ପଚାଶ ହଜାର ଟଙ୍କା ବୋଲି ଦେଖିଲେ। Gade chapit laଓଡିଆ ବାଇବେଲ19 ଆଉ ଯାଦୁକ୍ରିୟା କରୁଥିବା ଅନେକେ ଆପଣା ଆପଣା ପୁସ୍ତକ ଆଣି ଏକତ୍ର କରି ସମସ୍ତଙ୍କ ସାକ୍ଷାତରେ ପୋଡ଼ିପକାଇଲେ; ସେମାନେ ସେ ସବୁର ମୂଲ୍ୟ ହିସାବ କରି ତାହା ପଚାଶ ହଜାର ଟଙ୍କା ବୋଲି ଦେଖିଲେ । Gade chapit laପବିତ୍ର ବାଇବଲ (CL) NT (BSI)19 ଗୁଣି ବିଦ୍ୟା ଅଭ୍ୟାସ କରୁଥିବା ଅନେକେ ସେମାନଙ୍କର ପୁସ୍ତକ ସବୁ ଆଣି ଲୋକମାନଙ୍କ ସମ୍ମୁଖରେ ଠୁଳ କରି ପୋଡ଼ି ଦେଲେ। ସେମାନଙ୍କର ସେହି ପୁସ୍ତକଗୁଡ଼ିକର ମୋଟ ମୂଲ୍ୟ ଥିଲା ପଚାଶ ହଜାର ଟଙ୍କା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ ଯାଦୁକ୍ରିୟା କରୁଥିବା ଅନେକେ ଆପଣା ଆପଣା ପୁସ୍ତକ ଆଣି ଏକତ୍ର କରି ସମସ୍ତଙ୍କ ସାକ୍ଷାତରେ ପୋଡ଼ିପକାଇଲେ; ସେମାନେ ସେସବୁର ମୂଲ୍ୟ ହିସାବ କରି ତାହା ପଚାଶ ହଜାର ରୂପା ମୁଦ୍ରା ବୋଲି ଦେଖିଲେ। Gade chapit la |
ଯେଉଁମାନେ ବନ୍ଦୀଘରେ ରଖା ଯାଇଥିଲେ, ସେମାନଙ୍କର ଅସୁବିଧାଗୁଡ଼ିକରେ ତୁମ୍ଭେମାନେ ଭାଗନେଲ, ଓ ସେମାନଙ୍କୁ ସାହାଯ୍ୟ କଲ। ତୁମ୍ଭମାନଙ୍କର ଧନ-ସମ୍ପତ୍ତି ସବୁ ତୁମ୍ଭମାନଙ୍କଠାରୁ ନେଇ ଯିବା ପରେ ମଧ୍ୟ ତୁମ୍ଭେମାନେ ଆନନ୍ଦରେ ଥିଲ। ତୁମ୍ଭେମାନେ ଆନନ୍ଦରେ ରହିଥିଲ, କାରଣ ଜାଣିଥିଲ ଯେ ତୁମ୍ଭମାନଙ୍କ ପାଖରେ ଯାହାକିଛି ଅଛି ତାହା ଅତ୍ୟଧିକ ଭଲ। ଏବଂ ତାହା ସବୁଦିନ ପାଇଁ ରହିବ।
କେତେକ ଲୋକ କୁହନ୍ତି, “ଭବିଷ୍ୟଦ୍ବକ୍ତା ଓ ଗୁଣିଆମାନଙ୍କୁ କ’ଣ କରିବାକୁ ହେବ ପଗ୍ଭର। ଏହି ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଓ ଗୁଣିଆଗଣ ପକ୍ଷୀ ପରି ଗୁଣୁଗୁଣୁ ହୋଇ ମନ୍ତ୍ର କୁହନ୍ତି, ଫଳରେ ଲୋକମାନେ ଭାବନ୍ତି ସେମାନେ ବହୁ ଗୋପନୀୟ ମୃତ ଓ ଜୀବିତମାନଙ୍କ ବିଷୟରେ ଜାଣନ୍ତି।” ମାତ୍ର ମୁଁ ତୁମ୍ଭକୁ କହୁଛି ଯେ “ଲୋକମାନେ ସେମାନଙ୍କର ପରମେଶ୍ୱରଙ୍କୁ ସାହାଯ୍ୟ ଭିକ୍ଷା କରିବା ଉଚିତ୍। ସେହି ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଓ ଗୁଣିଆଗଣ ମୃତ ବ୍ୟକ୍ତିଙ୍କ ବିଷୟରେ ପଗ୍ଭରନ୍ତି। ସେମାନେ କ’ଣ ଜୀବିତମାନଙ୍କ ବିଷୟରେ ମୃତମାନଙ୍କଠାରୁ ଜାଣି ପାରିବେ?”
ମନଃଶି ମଧ୍ୟ ନିଜ ପୁତ୍ରକୁ ବେନ୍-ହୋନ୍ନୋମ ଉପତ୍ୟକାରେ ବଳିରୂପେ ଜ୍ୱଳାଇଲେ। ମନଃଶି କୁହୁକ ବିଦ୍ୟା, ଭବିଷ୍ୟତ କହିବା ଓ ଅଲୌକିକ କାର୍ଯ୍ୟ କଲେ ଏବଂ ସେ ମଧ୍ୟ ଯାଦୁବିଦ୍ୟା କଲେ। ସେ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ କଥାବାର୍ତ୍ତା କଲେ, ସଦାପ୍ରଭୁ ଯେଉଁ କର୍ମକୁ କୁକର୍ମ ବୋଲି କହିଥିଲେ, ମନଃଶି ସେହିପରି ଅନେକ କର୍ମ କଲେ, ଆଉ ଏହା ସଦାପ୍ରଭୁଙ୍କୁ ବହୁତ କ୍ରୋଧାନ୍ୱିତ କଲା।