Biblia Todo Logo
Bib sou entènèt

- Piblisite -




ପ୍ରେରିତ 19:25 - ପବିତ୍ର ବାଇବଲ

25 ସେ ସେମାନଙ୍କୁ ଓ ଏହି କାମ କରୁଥିବା ଅନ୍ୟ କର୍ମୀମାନଙ୍କୁ ଏକାଠି କରି କହିଲା, “ହେ ଲୋକମାନେ, ତୁମ୍ଭେମାନେ ଜାଣିଛ ଯେ, ଆମ୍ଭେ ଏ କାମରୁ ବହୁତ ଲାଭ କରୁଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ସେ ସେମାନଙ୍କୁ ଓ ସେହି ବ୍ୟବସାୟର କାରିଗରମାନଙ୍କୁ ଡାକି କହିଲା, ମହାଶୟମାନେ, ଏହି ବ୍ୟବସାୟ ଦ୍ଵାରା ଆମ୍ଭେମାନେ ଧନ ପ୍ରାପ୍ତ ହେଉ ବୋଲି ଆପଣମାନେ ଜାଣନ୍ତି;

Gade chapit la Kopi

ଓଡିଆ ବାଇବେଲ

25 ସେ ସେମାନଙ୍କୁ ଓ ସେହି ବ୍ୟବସାୟର କାରିଗରମାନଙ୍କୁ ଡାକି କହିଲା, ମହାଶୟମାନେ, ଏହି ବ୍ୟବସାୟ ଦ୍ୱାରା ଆମ୍ଭେମାନେ ଧନ ପ୍ରାପ୍ତ ହେଉ ବୋଲି ଆପଣମାନେ ଜାଣନ୍ତି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ସେଥିପାଇଁ ସେ ସମପନ୍ଥୀ ବ୍ୟବସାୟୀମାନଙ୍କୁ ଏକତ୍ର କରି କହିଲା, “ଭାଇମାନେ, ଏହି ବ୍ୟବସାୟ ଆମକୁ ସମୃଦ୍ଧିଶାଳୀ କରିଛଇ ବୋଲି ସମସ୍ତେ ଜାଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ସେ ସେମାନଙ୍କୁ ଓ ସେହି ବ୍ୟବସାୟର କାରିଗରମାନଙ୍କୁ ଡାକି କହିଲା, ମହାଶୟମାନେ, ଏହି ବ୍ୟବସାୟ ଦ୍ୱାରା ଆମ୍ଭେମାନେ ଧନ ପ୍ରାପ୍ତ ହେଉ ବୋଲି ଆପଣମାନେ ଜାଣନ୍ତି;

Gade chapit la Kopi




ପ୍ରେରିତ 19:25
8 Referans Kwoze  

ସେହି ବାଳିକାର ମାଲିକମାନେ ଏସବୁ ଦେଖିଲେ। ସେମାନେ ଜାଣି ପାରିଲେ ଯେ, ସେମାନେ ଆଉ ଏ ବାଳିକା ଦ୍ୱାରା ଧନ ଉପାର୍ଜନ କରି ପାରିବେ ନାହିଁ। ତେଣୁ ସେମାନେ ପାଉଲ ଓ ଶୀଲାଙ୍କୁ ଧରି ବଜାର ରାସ୍ତାକୁ ସେମାନଙ୍କୁ ଟାଣି ନେଲେ ଏବଂ ନଗରକତ୍ତୃର୍ପକ୍ଷଙ୍କ ଆଗରେ ସେମାନଙ୍କୁ ଠିଆ କରାଇଲେ।


ପୃଥିବୀର ସବୁ ଲୋକମାନେ ତା'ର ବ୍ୟଭିଗ୍ଭର ପାପର ଓ ପରମେଶ୍ୱରଙ୍କର କ୍ରୋଧର ସୁରାପାନ କରିଛନ୍ତି। ପୃଥିବୀର ରାଜାମାନେ ତା'ସହିତ ବ୍ୟଭିଗ୍ଭର ପାପ କାର୍ଯ୍ୟ କରିଛନ୍ତି। ସଂସାରର ବ୍ୟବସାୟୀମାନେ ତାହାର ଧନରେ ଧନବାନ୍ ହୋଇଛନ୍ତି।”


ସେହି ଭଣ୍ଡ ଶିକ୍ଷକମାନେ କେବଳ ତୁମ୍ଭର ଧନ ଗ୍ଭହାନ୍ତି। ସେମାନେ ଖାଲି ମିଛ କଥା କହି ତୁମ୍ଭର ମନ ନେବେ। ଏହି ଭଣ୍ଡ ଶିକ୍ଷକଙ୍କର ନ୍ୟାୟ ବିଗ୍ଭର ବହୁ ପୂର୍ବରୁ ପ୍ରସ୍ତୁତ ହୋଇ ରହିଛି। ପରମେଶ୍ୱର ସେମାନଙ୍କୁ ନଷ୍ଟ କରିଦେବେ। ସେମାନେ ତାହାଙ୍କଠାରୁ ରକ୍ଷା ପାଇବେ ନାହିଁ।


“ଆମ୍ଭର ଲୋକମାନଙ୍କ ପାପଗୁଡ଼ିକରୁ ଯାଜକମାନେ ଲାଭବାନ ହୁଅନ୍ତି। ସେମାନେ ଲୋକମାନଙ୍କର ଦୁଷ୍ଟପଣିଆରୁ ଫାଇଦା ଉଠାଇବାରେ ଲୋଭୀ।


ସେଠାରେ ଦୀମୀତ୍ରିୟ ନାମକ ଜଣେ ରୂପା ବଣିଆ ଥିଲା। ସେ ଦେବୀ ଆର୍ତ୍ତେମୀର ରୂପା ମନ୍ଦିର ନିର୍ମାଣ କରୁଥିଲା। ସେ ରୂପା କାରୀଗରମାନଙ୍କୁ ବହୁତ କାର୍ଯ୍ୟ ଯୋଗଇ ଦେଉଥିଲା।


ତୁମ୍ଭେମାନେ ଦେଖୁଛ ଓ ଶୁଣୁଛ ଯେ, ଏହି ପାଉଲ କେବଳ ଏଫିସ ନଗରରେ ନୁହେଁ, ପୁରା ଏସିଆରେ ଲୋକମାନଙ୍କୁ ମତେଇ ପ୍ରଭାବିତ କରୁଛି। ସେ କହୁଛି ଯେ, ମନୁଷ୍ୟର ହାତ ତିଆରି ଦେବତାମାନେ ପ୍ରକୃତ ଦେବତା ନୁହନ୍ତି।


Swiv nou:

Piblisite


Piblisite