ପ୍ରେରିତ 19:6 - ପବିତ୍ର ବାଇବଲ6 ପାଉଲ ଯେତେବେଳେ ସେମାନଙ୍କ ଉପରେ ହାତ ରଖିଲେ, ପବିତ୍ରଆତ୍ମା ସେମାନଙ୍କ ଉପରେ ଓହ୍ଲାଇ ଆସିଲେ। ସେମାନେ ବିଭିନ୍ନ ପ୍ରକାର ଭାଷା ଓ ଭବିଷ୍ୟଦ୍ବାଣୀ କହିବାକୁ ଲାଗିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଆଉ ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କରନ୍ତେ, ପବିତ୍ର ଆତ୍ମା ସେମାନଙ୍କ ଉପରେ ଅବତରଣ କଲେ, ପୁଣି ସେମାନେ ନାନା ଭାଷାରେ କଥା କହିବାକୁ ଓ ଭାବବାଣୀ ମଧ୍ୟ କହିବାକୁ ଲାଗିଲେ। Gade chapit laଓଡିଆ ବାଇବେଲ6 ଆଉ ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କରନ୍ତେ ପବିତ୍ର ଆତ୍ମା ସେମାନଙ୍କ ଉପରେ ଅବତରଣ କଲେ, ପୁଣି, ସେମାନେ ନାନା ଭାଷାରେ କଥା କହିବାକୁ ଓ ଭାବବାଣୀ ମଧ୍ୟ କହିବାକୁ ଲାଗିଲେ । Gade chapit laପବିତ୍ର ବାଇବଲ (CL) NT (BSI)6 ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କଲେ ଓ ପବିତ୍ରଆତ୍ମା ସେମାନଙ୍କ ଉପରେ ଅବତରଣ କଲେ। ସେମାନେ ବିଭିନ୍ନ ଭାଷାରେ କଥା କହିଲେ ଓ ଈଶ୍ୱରଙ୍କ ଶୁଭ ବାର୍ତ୍ତା ଘୋଷଣା କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କରନ୍ତେ ପବିତ୍ର ଆତ୍ମା ସେମାନଙ୍କ ଉପରେ ଅବତରଣ କଲେ, ପୁଣି, ସେମାନେ ନାନା ଭାଷାରେ କଥା କହିବାକୁ ଓ ଭାବବାଣୀ ମଧ୍ୟ କହିବାକୁ ଲାଗିଲେ। Gade chapit la |
ମୁଁ ଜାଣେ ଯେ ତୁମ୍ଭଠାରେ ସେହି ସମାନ ବିଶ୍ୱାସ ଅଛି। ସେଥିପାଇଁ ମୁଁ କୁହେ ଯେ ପରମେଶ୍ୱର ତୁମ୍ଭକୁ ଦେଇଥିବା ଅନୁଗ୍ରହ ଦାନକୁ ମନେ ପକାଅ। ଯେତେବେଳେ ମୁଁ ମୋର ହାତଦ୍ୱୟ ତୁମ୍ଭ ଉପରେ ରଖିଲି, ସେତେବେଳେ ପରମେଶ୍ୱର ସେହି ଅନୁଗ୍ରହଦାନ ତୁମ୍ଭକୁ ଦେଇଥିଲେ। ମୁଁ ଗ୍ଭହେଁ ଯେ ତୁମ୍ଭେ ସେହି ଅନୁଗ୍ରହ ଦାନକୁ ବ୍ୟବହାର କର ଓ ତାହା ଅଧିକରୁ ଅଧିକ ବୃଦ୍ଧି ପାଉ ଯେପରି ସାନ ଅଗ୍ନିଶିଖା ଏକ ଜ୍ୱାଳାରେ ପରିବର୍ତ୍ତିତ ହୁଏ।