Biblia Todo Logo
Bib sou entènèt

- Piblisite -




ପ୍ରେରିତ 2:12 - ପବିତ୍ର ବାଇବଲ

12 ସେମାନେ ସମସ୍ତେ ଆଶ୍ଚର୍ଯ୍ୟ ଓ ବିଭ୍ରାନ୍ତ ହୋଇ ପଡ଼ିଲେ। ସେମାନେ ପରସ୍ପର ଭିତରେ ପଚରା ଉଚରା ହେଲେ, “ଏ ସବୁ କ’ଣ ହେଉଛି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆଉ, ସମସ୍ତେ ଆଚମ୍ଵିତ ଓ ହତବୁଦ୍ଧି ହୋଇ ପରସ୍ପର କହିବାକୁ ଲାଗିଲେ, ଏହାର ଅର୍ଥ କଅଣ?

Gade chapit la Kopi

ଓଡିଆ ବାଇବେଲ

12 ଆଉ, ସମସ୍ତେ ଆଚମ୍ବିତ ଓ ଅବାକ୍ ହୋଇ ପରସ୍ପର କହିବାକୁ ଲାଗିଲେ,ଏହାର ଅର୍ଥ କ'ଣ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ବିସ୍ମିତ ଓ ବିଚଳିତ ହୋଇ ସେମାନେ ପରସ୍ପରକୁ ପଚାରିବାକୁ ଲାଗିଲେ, “ଏହାର ଅର୍ଥ କ’ଣ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ, ସମସ୍ତେ ଆଚମ୍ଭିତ ଓ ଅବାକ୍ ହୋଇ ପରସ୍ପର କହିବାକୁ ଲାଗିଲେ, ଏହାର ଅର୍ଥ କଅଣ?

Gade chapit la Kopi




ପ୍ରେରିତ 2:12
8 Referans Kwoze  

ତୁମ୍ଭେ ଆମ୍ଭ ନିକଟରେ କେତେକ ଅଦ୍‌ଭୂତ ବିଗ୍ଭରମାନ ଉପସ୍ଥାପିତ କରୁଛ ଓ ଆମ୍ଭେମାନେ ସେଗୁଡ଼ିକ କ’ଣ ତାହା ଜାଣିବାକୁ ଗ୍ଭହୁଁ।”


ସେ ରାସ୍ତାରେ ଯାଉଥିବା ଲୋକମାନଙ୍କ କୋଳାହଳ ଶୁଣିପାରି ପଗ୍ଭରିଲା, “ଘଟଣା କ’ଣ?”


ତେଣୁ ସେ ଜଣେ ଗ୍ଭକରକୁ ଡାକି ପଗ୍ଭରିଲା, ‘ଏ ସବୁ କ’ଣ ଗ୍ଭଲିଛି?’


ପିତର ଯେଉଁ ଦୃଶ୍ୟ ଦେଖିଥିଲେ, ତା'ର ଅର୍ଥ ବିଷୟରେ ଚିନ୍ତା କରି ହତବୁଦ୍ଧି ହୋଇ ପଡ଼ିଲେ। ଏହି ସମୟରେ କର୍ଣ୍ଣୀଲିୟଙ୍କ ଯେଉଁ ଲୋକମାନେ ଶିମୋନଙ୍କର ଘର ଖୋଜୁଥିଲେ, ସେମାନେ ଆସି ଫାଟକ ନିକଟରେ ଠିଆ ହୋଇଥିଲେ।


ଏଥିରେ ଯିହୂଦୀମାନେ ଆଶ୍ଚର୍ଯ୍ୟ ହୋଇ ପରସ୍ପର ମଧ୍ୟରେ କଥାବାର୍ତ୍ତା ହେଲେ, “ଦେଖ, ଏହିପରି କଥା କହିଥିବା ଏହି ସମସ୍ତ ଲୋକେ ଗାଲିଲୀର ନୁହନ୍ତି କି?


ଯୀଶୁଙ୍କ ଏହିସବୁ କଥା କହିବା ଶେଷ ହେଲା, ତାହାଙ୍କ ଉପଦେଶ ଶୁଣି ଜମା ହୋଇଥିବା ଲୋକେ ଆଶ୍ଚର୍ଯ୍ୟ ହୋଇଗଲେ।


ହେରୋଦ ଯୋହନଙ୍କୁ ମାରିବାକୁ ଭୟ କରୁଥିଲେ। ସେ ଜାଣି ଥିଲେ ଯେ ସମସ୍ତ ଲୋକ ଯୋହନଙ୍କୁ ଜଣେ ଭଲ ଓ ପବିତ୍ର ଲୋକ ଭାବୁଥିଲେ। ତେଣୁ ହେରୋଦ ଯୋହନଙ୍କୁ ରକ୍ଷା କରୁଥିଲେ। ଯୋହନଙ୍କ ଉପଦେଶ ଶୁଣିବାକୁ ହେରୋଦ ଖୁବ୍ ଭଲ ପାଉଥିଲେ। ତଥାପି ଯୋହନଙ୍କ ଉପଦେଶ ହେରୋଦଙ୍କୁ ସବୁବେଳେ ବିଚଳିତ କରୁଥିଲା।


ଆମ୍ଭେ ସମସ୍ତେ ଭିନ୍ନ ଭିନ୍ନ ଦେଶରୁ ଆସିଛୁ। କିନ୍ତୁ ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭ ନିଜ ଭାଷା କହିବାର ଶୁଣୁଛୁ। ସେମାନେ ପରମେଶ୍ୱରଙ୍କର ମହତ୍ ଓ ଆଶ୍ଚର୍ଯ୍ୟ ପୂର୍ଣ୍ଣ କାର୍ଯ୍ୟକୁ ଆମ୍ଭ ଭାଷାରେ ବର୍ଣ୍ଣନା କରୁଛନ୍ତି। ଆମ୍ଭେ ଏହା ବୁଝି ପାରୁଛୁ।”


Swiv nou:

Piblisite


Piblisite