ପ୍ରେରିତ 2:15 - ପବିତ୍ର ବାଇବଲ15 ତୁମ୍ଭେମାନେ ଯାହା ଅନୁମାନ କରୁଛ ଯେ, ଏମାନେ ମାତାଲ, ତାହା ନୁହେଁ, କାରଣ ବର୍ତ୍ତମାନ ତ’ ସକାଳ ନ’ଟା ବାଜିଛି। Gade chapit laପବିତ୍ର ବାଇବଲ (Re-edited) - (BSI)15 କାରଣ ଆପଣମାନେ ଯେପରି ମନେ କରୁଅଛନ୍ତି, ଏମାନେ ସେପରି ମାତାଲ୍ ନୁହନ୍ତି, ଯେଣୁ ବର୍ତ୍ତମାନ ସମୟ ସକାଳ ନଅ ଘଣ୍ଟା ମାତ୍ର। Gade chapit laଓଡିଆ ବାଇବେଲ15 କାରଣ ଆପଣମାନେ ଯେପରି ମନେ କରୁଅଛନ୍ତି,ଏମାନେ ସେପରି ମାତାଲ ନୁହଁନ୍ତି, ଯେଣୁ ବର୍ତ୍ତମାନ ସମୟ ସକାଳ ନଅ ଘଣ୍ଟା ମାତ୍ର । Gade chapit laପବିତ୍ର ବାଇବଲ (CL) NT (BSI)15 ତୁମ୍ଭେମାନେ ମନେ କରୁଛ, ଏମାନେ ମାତାଲ। ନା, ଏମାନେ ମାତାଲ ନୁହଁନ୍ତି, କାରଣ ବର୍ତ୍ତମାନ ସମୟ ସକାଳ ନ’ଟା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କାରଣ ଆପଣମାନେ ଯେପରି ମନେ କରୁଅଛନ୍ତି, ଏମାନେ ସେପରି ମାତାଲ ନୁହଁନ୍ତି, ଯେଣୁ ବର୍ତ୍ତମାନ ସମୟ ସକାଳ ନଅ ଘଣ୍ଟା ମାତ୍ର। Gade chapit la |