ପ୍ରେରିତ 2:21 - ପବିତ୍ର ବାଇବଲ21 ସେତେବେଳେ ଯେ କେହି ପ୍ରଭୁଙ୍କ ନାମ ଉଚ୍ଚାରଣ କରିବ, ସେ ଉଦ୍ଧାର ପାଇବ।’ Gade chapit laପବିତ୍ର ବାଇବଲ (Re-edited) - (BSI)21 ଆଉ, ଏପରି ଘଟିବ ଯେ, ଯେକେହି ପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ପରିତ୍ରାଣ ପାଇବ। Gade chapit laଓଡିଆ ବାଇବେଲ21 ଆଉ,ଏପରି ଘଟିବ ଯେ, ଯେ କେହି ପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ପରିତ୍ରାଣ ପାଇବ । Gade chapit laପବିତ୍ର ବାଇବଲ (CL) NT (BSI)21 ସେତେବେଳେ ଯେ କେହି ପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ଉଦ୍ଧାର ପାଇବ।’ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆଉ, ଏପରି ଘଟିବ ଯେ, ଯେ କେହି ପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ପରିତ୍ରାଣ ପାଇବ। Gade chapit la |
କରିନ୍ଥଠାରେ ଥିବା ପରମେଶ୍ୱରଙ୍କ ମଣ୍ଡଳୀ, ପୁଣି ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ର କରାଯାଇଛନ୍ତି ସେମାନଙ୍କ ନିକଟକୁ ଏହି ପତ୍ର ଲେଖା ଯାଉଅଛି। ତୁମ୍ଭେମାନେ ଈଶ୍ୱରଙ୍କ ପବିତ୍ର ଲୋକ ହେବା ନିମନ୍ତେ ଆହୂତ ହୋଇଅଛ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ସର୍ବତ୍ର ଯେଉଁମାନେ ବିଶ୍ୱାସ କରନ୍ତି ଏପରି ସବୁ ଖ୍ରୀଷ୍ଟବିଶ୍ୱାସୀଙ୍କ ସହିତ ତୁମ୍ଭେମାନେ ଆହୂତ ହୋଇଅଛ।