ପ୍ରେରିତ 2:22 - ପବିତ୍ର ବାଇବଲ22 “ହେ ଇସ୍ରାଏଲର ଲୋକମାନେ, ଏହିସବୁ କଥା ଶୁଣ: ନାଜରିତୀୟ ଯୀଶୁ ଜଣେ ବିଶିଷ୍ଟ ବ୍ୟକ୍ତି ଥିଲେ। ଯାହାଙ୍କୁ ଈଶ୍ୱର ପଠାଇ ଥିଲେ। ଯୀଶୁ ଯେଉଁସବୁ ଶକ୍ତିଶାଳୀ କାର୍ଯ୍ୟ ଏବଂ ଆଶ୍ଚର୍ଯ୍ୟ ଘଟଣା ସବୁ କରିଥିଲେ, ତାହାଦ୍ୱାରା ପରମେଶ୍ୱର ତୁମ୍ଭମାନଙ୍କ ନିକଟରେ ଏହା ପ୍ରମାଣିତ କରିଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)22 ହେ ଇସ୍ରାଏଲୀୟ ଲୋକମାନେ, ଏହି ସମସ୍ତ କଥା ଶୁଣନ୍ତୁ। ନାଜରିତୀୟ ଯୀଶୁ ନାନା ଶକ୍ତିର କାର୍ଯ୍ୟ, ଅଦ୍ଭୁତ କର୍ମ ଓ ଲକ୍ଷଣ ଦ୍ଵାରା ଆପଣମାନଙ୍କ ନିକଟରେ ଈଶ୍ଵରଙ୍କ ପ୍ରେରିତ ବ୍ୟକ୍ତି ବୋଲି ପ୍ରମାଣିତ ହୋଇଅଛନ୍ତି, ତାହାଙ୍କ ଦ୍ଵାରା ଈଶ୍ଵର ଯେ ଆପଣମାନଙ୍କ ମଧ୍ୟରେ ଏହିସମସ୍ତ କର୍ମ କରିଅଛନ୍ତି, ଏହା ଆପଣମାନେ ନିଜେ ନିଜେ ଜାଣନ୍ତି; Gade chapit laଓଡିଆ ବାଇବେଲ22 ହେ ଇସ୍ରାଏଲୀୟ ଲୋକମାନେ, ଏହି ସମସ୍ତ କଥା ଶୁଣନ୍ତୁ । ନାଜରିତୀୟ ଯୀଶୁ ନାନା ଶକ୍ତିର କାର୍ଯ୍ୟ, ଅଦ୍ଭୁତ କର୍ମ ଓ ଲକ୍ଷଣ ଦ୍ୱାରା ଆପଣମାନଙ୍କ ନିକଟରେ ଈଶ୍ୱରଙ୍କ ପ୍ରେରିତ ବ୍ୟକ୍ତି ବୋଲି ପ୍ରମାଣିତ ହୋଇଅଛନ୍ତି, ତାହାଙ୍କ ଦ୍ୱାରା ଈଶ୍ୱର ଯେ ଆପଣାମାନଙ୍କ ମଧ୍ୟରେ ଏହି ସମସ୍ତ କର୍ମ କରିଅଛନ୍ତି,ଏହା ଅାପଣମାନେ ନିଜେ ଜାଣନ୍ତି; Gade chapit laପବିତ୍ର ବାଇବଲ (CL) NT (BSI)22 “ହେ ଇଶ୍ରାଏଲୀୟ ଭାଇମାନେ, ଶୁଣ! ଅନେକ ଅଲୌକିକ କାର୍ଯ୍ୟ ଓ ଅଦ୍ଭୁତ ଲକ୍ଷଣ ଦ୍ୱାରା ନାଜରିତୀୟ ଯୀଶୁ ଯେ ଈଶ୍ୱରପ୍ରେରିତ ଓ ଐଶୀଶକ୍ତି ସମ୍ପନ୍ନ, ଏହା ତୁମ୍ଭମାନଙ୍କ ନିକଟରେ ପ୍ରମାଣିତ ହୋଇଛି। ତୁମ୍ଭମାନଙ୍କ ମଧ୍ୟରେ ଏହି ଅଞ୍ଚଳରେ ଏହି ସବୁ ଘଟଣା ଘଟିଛି, ତେଣୁ ଏ ବିଷୟରେ ତୁମ୍ଭେମାନେ ଭଲଭାବେ ଜାଣିଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ହେ ଇସ୍ରାଏଲୀୟ ଲୋକମାନେ, ଏହି ସମସ୍ତ କଥା ଶୁଣନ୍ତୁ। ନାଜରିତୀୟ ଯୀଶୁ ନାନା ଶକ୍ତିର କାର୍ଯ୍ୟ, ଅଦ୍ଭୁତ କର୍ମ ଓ ଲକ୍ଷଣ ଦ୍ୱାରା ଆପଣମାନଙ୍କ ନିକଟରେ ଈଶ୍ବରଙ୍କ ପ୍ରେରିତ ବ୍ୟକ୍ତି ବୋଲି ପ୍ରମାଣିତ ହୋଇଅଛନ୍ତି, ତାହାଙ୍କ ଦ୍ୱାରା ଈଶ୍ବର ଯେ ଆପଣାମାନଙ୍କ ମଧ୍ୟରେ ଏହି ସମସ୍ତ କର୍ମ କରିଅଛନ୍ତି, ଏହା ଅାପଣମାନେ ନିଜେ ଜାଣନ୍ତି; Gade chapit la |
ତେବେ, ତୁମ୍ଭେମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲୀୟ ଲୋକମାନେ ଏହା ଜାଣିରଖିବା ଉଚିତ୍ ଯେ, ଏହା ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଏହି ଲୋକଟି ସୁସ୍ଥ ହୋଇଛି। ତୁମ୍ଭେମାନେ ସେହି ଯୀଶୁଙ୍କୁ କ୍ରୁଶରେ କଣ୍ଟାବିଦ୍ଧ କରିଛ, ମାତ୍ର ପରମେଶ୍ୱର ତାହାଙ୍କୁ ମୃତ୍ୟୁରୁ ଉଠାଇଛନ୍ତି। ତାହାଙ୍କ ଦ୍ୱାରା ଏହି ଛୋଟା ଲୋକଟି ସମ୍ପୂର୍ଣ୍ଣ ଭାବରେ ସୁସ୍ଥ ହୋଇଛି। ସେ ବର୍ତ୍ତମାନ ତୁମ୍ଭମାନଙ୍କ ସମ୍ମୁଖରେ ଠିଆ ହୋଇଛି।