ପ୍ରେରିତ 2:40 - ପବିତ୍ର ବାଇବଲ40 ପିତର ସେମାନଙ୍କୁ ଚେତନା ଦେଇ କହିଲେ, “ବର୍ତ୍ତମାନ ଏହି ମନ୍ଦ ଲୋକମାନଙ୍କଠାରୁ ନିଜକୁ ରକ୍ଷାକର।” Gade chapit laପବିତ୍ର ବାଇବଲ (Re-edited) - (BSI)40 ପୁଣି, ଅନ୍ୟାନ୍ୟ ଅନେକ କଥା ଦ୍ଵାରା ସେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ସେମାନଙ୍କୁ ଉପଦେଶ ଦେଇ କହିଲେ, ଏହି କୁଟିଳ ବଂଶଠାରୁ ଆପଣମାନେ ରକ୍ଷାପ୍ରାପ୍ତ ହେଉନ୍ତୁ। Gade chapit laଓଡିଆ ବାଇବେଲ40 ପୁଣି, ଅନ୍ୟାନ୍ୟ ଅନେକ କଥା ଦ୍ୱାରା ସେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ସେମାନଙ୍କୁ ଉପଦେଶ ଦେଇ କହିଲେ, "ଏହି କୁଟିଳ ବଂଶଠାରୁ ଆପଣମାନେ ରକ୍ଷା ପ୍ରାପ୍ତ ହେଉନ୍ତୁ" । Gade chapit laପବିତ୍ର ବାଇବଲ (CL) NT (BSI)40 ପିତର ସେମାନଙ୍କୁ ଆବେଦନ ଜଣାଇ ଓ ନାନା ପ୍ରକାରେ ପ୍ରବର୍ତ୍ତାଇ କହିଲେ, “ଏହି ଭ୍ରଷ୍ଟାଚାରୀମାନଙ୍କ ପ୍ରତି ଆସନ୍ନ ଶାସ୍ତିରୁ ନିଜ ନିଜକୁ ରକ୍ଷା କର।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ପୁଣି, ଅନ୍ୟାନ୍ୟ ଅନେକ କଥା ଦ୍ୱାରା ସେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ସେମାନଙ୍କୁ ଉପଦେଶ ଦେଇ କହିଲେ, “ଏହି କୁଟିଳ ବଂଶଠାରୁ ଆପଣମାନେ ରକ୍ଷା ପ୍ରାପ୍ତ ହେଉନ୍ତୁ।” Gade chapit la |
ତେଣୁ ସେମାନେ ତାହାଙ୍କ ପାଖକୁ ଆସିବା ପାଇଁ ଗୋଟିଏ ଦିନ ସ୍ଥିର କଲେ। ବହୁ ସଂଖ୍ୟାରେ ଲୋକମାନେ ତାହାଙ୍କ ରହିବା ସ୍ଥାନକୁ ଆସିଲେ। ପାଉଲ ସେମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ ପ୍ରମାଣ ସହିତ ସବୁ କଥା ବୁଝାଇ ଦେଲେ। ସେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ରରୁ ଯୀଶୁଙ୍କ ବିଷୟ ବୁଝାଇ ସେମାନଙ୍କୁ ବିଶ୍ୱାସ କରାଇବା ପାଇଁ ଚେଷ୍ଟା କଲେ।