ପ୍ରେରିତ 2:42 - ପବିତ୍ର ବାଇବଲ42 ବିଶ୍ୱାସୀ ଲୋକମାନେ ଏକାଠି ମିଳିତ ହେବାକୁ ଲାଗିଲେ। ପ୍ରେରିତମାନଙ୍କ ଉପଦେଶ ଶୁଣିବାକୁ ସେମାନେ ସେମାନଙ୍କର ସମୟ ଦେଲେ। ବିଶ୍ୱାସୀମାନେ ପରସ୍ପରର ସହଭାଗୀ ହେଲେ। ସେମାନେ ରୋଟୀ ବାଣ୍ଟି ଖାଇବାରେ ଏବଂ ପ୍ରାର୍ଥନା କରିବାରେ ସମୟ ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)42 ସେମାନେ ପ୍ରେରିତମାନଙ୍କର ଶିକ୍ଷାରେ, ସହଭାଗିତାରେ, ରୋଟୀ ଭାଙ୍ଗିବାରେ ଓ ପ୍ରାର୍ଥନା କରିବାରେ ନିବିଷ୍ଟଚିତ୍ତ ହୋଇ ରହିଲେ। Gade chapit laଓଡିଆ ବାଇବେଲ42 ସେମାନେ ପ୍ରେରିତମାନଙ୍କର ଶିକ୍ଷାରେ, ସହଭାଗିତାରେ, ରୁଟି ଭାଙ୍ଗିବାରେ ଓ ପ୍ରାର୍ଥନା କରିବାରେ ନିବିଷ୍ଟ ଚିତ୍ତ ହୋଇ ରହିଲେ । Gade chapit laପବିତ୍ର ବାଇବଲ (CL) NT (BSI)42 ସେହିଦିନଠାରୁ ଶିଷ୍ୟମାନେ ସେମାନଙ୍କୁ ଶିକ୍ଷାଦାନ କଲେ। ପୁଣି ସେମାନେ ଏକତ୍ର ପାନ ଭୋଜନ ଓ ପ୍ରାର୍ଥନା ଉପାସନା କରିବା ଦ୍ୱାରା ପରସ୍ପରର ସାହାଚର୍ଯ୍ୟ ଉପଭୋଗ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ସେମାନେ ପ୍ରେରିତମାନଙ୍କର ଶିକ୍ଷାରେ, ସହଭାଗିତାରେ, ରୁଟି ଭାଙ୍ଗିବାରେ ଓ ପ୍ରାର୍ଥନା କରିବାରେ ନିବିଷ୍ଟ ଚିତ୍ତ ହୋଇ ରହିଲେ। Gade chapit la |
ତୁମ୍ଭେମାନେ ଶୁଣିଥିବା ସୁସମାଗ୍ଭର ଉପରେ ବିଶ୍ୱାସ ରଖି ପାରିଲେ ଖ୍ରୀଷ୍ଟ ଏହି କାମ କରି ଗ୍ଭଲିବେ। ତୁମ୍ଭେମାନେ ନିଜ ବିଶ୍ୱାସରେ ଦୃଢ଼ତା ଓ ନିଶ୍ଚିତ ବୋଧ ରଖିଥିବ। ସୁସମାଗ୍ଭର ତୁମ୍ଭମାନଙ୍କୁ ଯେଉଁ ଭରସା ଦେଇଛି ସେଥିରୁ ବିଚଳିତ ହେବ ନାହିଁ। ସେହି ସମାନ ସୁସମାଗ୍ଭର ସମଗ୍ର ବିଶ୍ୱରେ ସମସ୍ତଙ୍କୁ କୁହାଯାଇଛି। ମୁଁ ପାଉଲ, ସେହି ସୁସମାଗ୍ଭର କହିବାରେ ସାହାଯ୍ୟ କରିଛି।