Biblia Todo Logo
Bib sou entènèt

- Piblisite -




ପ୍ରେରିତ 20:13 - ପବିତ୍ର ବାଇବଲ

13 ଆମ୍ଭେମାନେ ସେଠାରୁ ଜାହାଜରେ ଆସସ୍ ନଗରକୁ ଯାତ୍ରା କଲୁ। ସେଠାରୁ ପାଉଲଙ୍କୁ ନେବା ପାଇଁ ଭାବିଥିଲୁ। ସେ ସ୍ଥଳ ମାର୍ଗରେ ଗ୍ଭଲି ଯିବା ପାଇଁ ଇଚ୍ଛା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 କିନ୍ତୁ, ଆମ୍ଭେମାନେ ଆଗେ ଜାହାଜରେ ଚଢ଼ି ଆସସ୍କୁ ଯାତ୍ରା କଲୁ, ସେଠାରୁ ଆମ୍ଭେମାନେ ପାଉଲଙ୍କୁ ଘେନିଯିବା ପାଇଁ ମନେ କରିଥିଲୁ, କାରଣ ସେ ନିଜେ ସ୍ଥଳପଥରେ ଯିବା ପାଇଁ ଇଚ୍ଛା କରି ସେପ୍ରକାର ସ୍ଥିର କରିଥିଲେ।

Gade chapit la Kopi

ଓଡିଆ ବାଇବେଲ

13 କିନ୍ତୁ ଆମ୍ଭେମାନେ ଆଗେ ଜାହାଜରେ ଚଢ଼ି ଆସସ୍‌କୁ ଯାତ୍ରା କଲୁ, ସେଠାରୁ ପାଉଲକୁ ନେଇଯିବା ପାଇଁ ମନେ କରିଥିଲୁ, କାରଣ ସ୍ଥଳ ପଥରେ ଯିବା ପାଇଁ ସେ ନିଜେ ଇଚ୍ଛା କରି ସେପ୍ରକାର ସ୍ଥିର କରିଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ଆମେ ଆଗରୁ ଜାହାଜରେ ଚଢ଼ି ଆସୋସ୍କୁ ଯାତ୍ରା କଲୁ। ସେଠାରୁ ଆମେ ପାଉଲଙ୍କୁ ଜାହାଜରେ ନେଇ ଯିବାର ସ୍ଥିର ହୋଇଥିଲା, କାରଣ ସେ ସ୍ଥଳପଥରେ ଯାଇ ସେହି ସ୍ଥାନରେ ପହଞ୍ଚିବେ ବୋଲି କହିଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କିନ୍ତୁ ଆମ୍ଭେମାନେ ଆଗେ ଜାହାଜରେ ଚଢ଼ି ଆସସ୍‌ ସହରକୁ ଯାତ୍ରା କଲୁ, ସେଠାରୁ ପାଉଲଙ୍କୁ ନେଇଯିବା ପାଇଁ ମନେ କରିଥିଲୁ, କାରଣ ସ୍ଥଳ ପଥରେ ଯିବା ପାଇଁ ସେ ନିଜେ ଇଚ୍ଛା କରି ସେପ୍ରକାର ସ୍ଥିର କରିଥିଲେ।

Gade chapit la Kopi




ପ୍ରେରିତ 20:13
7 Referans Kwoze  

ଯୀଶୁ ଲୋକମାନଙ୍କୁ ବିଦାୟ ଦେବା ପରେ ପ୍ରାର୍ଥନା କରିବା ଉଦ୍ଦେଶ୍ୟରେ ପାହାଡ଼ ଉପରକୁ ଗଲେ।


ତା’ ପରଦିନ ସକାଳେ ଯୀଶୁ ଖୁବ୍ ଶୀଘ୍ର ଉଠି ପଡ଼ିଲେ। ଅନ୍ଧାର ଥାଉ ଥାଉ ସେ ଘର ଛାଡ଼ି ଗୋଟିଏ ନିଛାଟିଆ ଜାଗାକୁ ଗ୍ଭଲିଗଲେ। ସେଠାରେ ସେ ପ୍ରାର୍ଥନା କଲେ।


ପାଉଲ ଦର୍ଶନ ପାଇବା ପରେ ଆମ୍ଭେ ସଙ୍ଗେ ସଙ୍ଗେ ମାକିଦନିଆକୁ ଯିବା ପାଇଁ ପ୍ରସ୍ତୁତ ହେଲୁ। ଆମ୍ଭେ ହୃଦୟଙ୍ଗମ କଲୁ ଯେ, ପ୍ରଭୁ ସେମାନଙ୍କ ନିକଟରେ ସୁସମାଗ୍ଭର ପହଞ୍ଚାଇବା ପାଇଁ ଆମ୍ଭକୁ ଡାକିଛନ୍ତି।


ଏମାନେ ସମସ୍ତେ ଆଗେ ଯାଇ ତ୍ରୋୟା ନଗରରେ ଆମ୍ଭମାନଙ୍କୁ ଅପେକ୍ଷା କଲେ।


ସେମାନେ ଯୁବକକୁ ଜୀବିତ ପାଇ ଘରକୁ ନେଇଗଲେ ଓ ବହୁତ ଆଶ୍ୱସ୍ତ ହେଲେ।


ପରେ ପାଉଲ ଆମ୍ଭ ସହିତ ଆସସ୍ ନଗରରେ ଦେଖା ଦେଲେ। ସେ ଆମ୍ଭ ସହିତ ଜାହାଜରେ ଚଢ଼ିଲେ ଓ ମିତୁଲୀନୀ ନାମକ ବନ୍ଦର ନଗରକୁ ଆସିଲୁ।


Swiv nou:

Piblisite


Piblisite