Biblia Todo Logo
Bib sou entènèt

- Piblisite -




ପ୍ରେରିତ 20:8 - ପବିତ୍ର ବାଇବଲ

8 ଆମ୍ଭେ ଯେଉଁଠି ଏକାଠି ହୋଇଥିଲୁ, ସେହି ଉପର ଘରେ ଅନେକଗୁଡ଼ିଏ ଦୀପ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଯେଉଁ ଉପର କୋଠରିରେ ଆମ୍ଭେମାନେ ଏକତ୍ର ହୋଇଥିଲୁ, ସେ ସ୍ଥାନରେ ଅନେକ ପ୍ରଦୀପ ଥିଲା।

Gade chapit la Kopi

ଓଡିଆ ବାଇବେଲ

8 ଯେଉଁ ଉପର କୋଠରୀରେ ଆମ୍ଭେମାନେ ଏକତ୍ର ହୋଇଥିଲୁ, ସେ ସ୍ଥାନରେ ଅନେକ ଦୀପ ଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଯେଉଁ ଉପର କୋଠରୀରେ ଆମେ ସଭା କରିଥିଲୁ, ସେଠାରେ ଅନେକ ପ୍ରଦୀପ ଜଳୁଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଯେଉଁ ଉପର କୋଠରୀରେ ଆମ୍ଭେମାନେ ଏକତ୍ର ହୋଇଥିଲୁ, ସେ ସ୍ଥାନରେ ଅନେକ ଦୀପ ଥିଲା।

Gade chapit la Kopi




ପ୍ରେରିତ 20:8
4 Referans Kwoze  

ପ୍ରେରିତମାନେ ସେଠାରେ ପହଞ୍ଚି ଉପର ମହଲାର ଏକ କୋଠରି ଭିତରକୁ ଗଲେ, ସେଠାରେ ସେମାନେ ରହିଲେ। ଏ ପ୍ରେରିତମାନେ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲି‌ପ୍‌ପ, ଥୋମା, ବାର୍ଥଲମି, ମାଥିଉ, ଆଲଫିର ପୁତ୍ର ଯାକୁବ, ସାହସୀ ଶିମୋନ ଓ ଯାକୁବର ପୁତ୍ର ଯିହୂଦା ଥିଲେ।


ତା'ପରେ ଘରମାଲିକ ତୁମ୍ଭମାନଙ୍କୁ ଉପର ମହଲାର ଗୋଟିଏ ବଡ଼ ବଖରା ଦେଖାଇ ଦେବେ। ଏ ବଖରାଟିରେ ତୁମ୍ଭେମାନେ ନିସ୍ତାରପର୍ବର ଖାଦ୍ୟ ପ୍ରସ୍ତୁତ କରିବ।”


“ସେ ସମୟରେ ସ୍ୱର୍ଗରାଜ୍ୟ, ବର ଖୋଜିବାକୁ ବାହାରିଥିବା ଦଶ ଜଣ କୁମାରୀ ଝିଅଙ୍କ ଭଳି ହେବ। ଏହି ଝିଅମାନେ ବର ସହିତ ସକ୍ଷାତ କରିବାକୁ ବାହାରିଥିଲେ। ସେମାନେ ତାହାଙ୍କ ସହିତ ଦୀପ ଆଣିଥିଲେ,


ଇଉତୁଖ ନାମକ ଜଣେ ଯୁବକ ଝରକା କଡ଼ରେ ବସି ଖୁବ୍ ନିଦରେ ଶୋଇ ପଡ଼ିଥିଲା। ପାଉଲ କହି ଗ୍ଭଲିଥିଲାବେଳେ ସେ ନିଘୋଡ଼ ନିଦରେ ଶୋଇପଡ଼ି ତିନି ମହଲାରୁ ଖସି ପଡ଼ିଲା। ଯେତେବେଳେ ସେମାନେ ତାହାକୁ ଉଠାଇଲେ, ସେ ମରିସାରିଥିଲା।


Swiv nou:

Piblisite


Piblisite