Biblia Todo Logo
Bib sou entènèt

- Piblisite -




ପ୍ରେରିତ 21:10 - ପବିତ୍ର ବାଇବଲ

10 ସେଠାରେ ଆମ୍ଭେ ବହୁତ ଦିନ ରହିଲା ପରେ ଯିହୂଦା ଦେଶରୁ ଆଗାବ ନାମରେ ଜଣେ ଭବିଷ୍ୟ‌ଦ୍‌ବକ୍ତା ଆସି ପହଞ୍ଚିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେହି ସ୍ଥାନରେ ଆମ୍ଭେମାନେ ଅନେକ ଦିନ ରହିଲା ପରେ ଆଗାବ ନାମକ ଜଣେ ଭାବବାଦୀ ଯିହୁଦା ପ୍ରଦେଶରୁ ଆସିଲେ।

Gade chapit la Kopi

ଓଡିଆ ବାଇବେଲ

10 ଆମ୍ଭେମାନେ ସେହି ସ୍ଥାନରେ ଅନେକ ଦିନ ରହିଲା ପରେ ଆଗାବ ନାମକ ଜଣେ ଭାବବାଦୀ ଯିହୂଦା ପ୍ରଦେଶରୁ ଆସିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ଆମେ ସେଠାରେ ଅନେକ ଦିନ ରହିବା ପରେ, ଯିହୁଦାରୁ ଆଗାବ ନାମକ ଜଣେ ଭାବବାଦୀ ସେଠାକୁ ଆସିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆମ୍ଭେମାନେ ସେହି ସ୍ଥାନରେ ଅନେକ ଦିନ ରହିଲା ପରେ ଆଗାବ ନାମକ ଜଣେ ଭାବବାଦୀ ଯିହୂଦିୟା ପ୍ରଦେଶରୁ ଆସିଲେ।

Gade chapit la Kopi




ପ୍ରେରିତ 21:10
5 Referans Kwoze  

ସେମାନଙ୍କ ମଧ୍ୟରେ ଆଗାବ ନାମକ ଜଣେ ଭାବବାଦୀ ଥିଲେ। ସେ ପବିତ୍ରଆତ୍ମାରେ ପୂର୍ଣ୍ଣ ହୋଇ ଭବିଷ୍ୟ‌ଦ୍‌ବାଣୀ କହିଲେ, “ଏ ସମଗ୍ର ପୃଥିବୀରେ ମହାଦୁର୍ଭିକ୍ଷ ପଡ଼ିବ, ସେହି ସମୟରେ ଲୋକମାନେ କିଛି ଖାଇବାକୁ ପାଇବେ ନାହିଁ।” ଏହି ଦୁର୍ଭିକ୍ଷ କ୍ଳାଉଦିଅ କାଇସରଙ୍କ ସମୟରେ ପଡ଼ିଥିଲା।


ଆମ୍ଭେ ସେଠାରେ ଯୀଶୁଙ୍କର କେତେକ ଶିଷ୍ୟମାନଙ୍କୁ ଦେଖିଲୁ। ସେମାନଙ୍କ ସହିତ ସାତ ଦିନ ପର୍ଯ୍ୟନ୍ତ ରହିଲୁ। ସେମାନେ ପବିତ୍ରଆତ୍ମାଙ୍କ ଦ୍ୱାରା ପାଉଲଙ୍କୁ ଯିରୁଶାଲମ ନଯିବା ପାଇଁ ଚେତାବନୀ ଦେଲେ।


ପାଉଲ ଏସିଆରେ ଅଧିକ ସମୟ ରହିବା ପାଇଁ ଇଚ୍ଛା କରୁ ନ ଥିଲେ। ସେ ଏଫିସରେ ନ ଅଟକିବା ପାଇଁ ନିର୍ଣ୍ଣୟ କଲେ। ସମ୍ଭବ ହେଲେ ସେ ପେଣ୍ଟିକଷ୍ଟ ଦିନ ସୁଦ୍ଧା ଯିରୁଶାଲମରେ ପହଞ୍ଚିବା ପାଇଁ ତର ତର ହେଉଥିଲେ।


ସୋର ନଗରରୁ ଆମ୍ଭେ ଆମ୍ଭର ଯାତ୍ରା ଆରମ୍ଭ କଲୁ ଓ ପତଲମାଇରେ ପହଞ୍ଚିଲୁ। ସେଠାରେ ଭାଇମାନଙ୍କୁ ଅଭିନନ୍ଦନ ଜଣେଇ ସେମାନଙ୍କ ସହିତ ଗୋଟିଏ ଦିନ ରହିଲୁ।


ହେରୋଦଙ୍କ ରାଜତ୍ୱକାଳରେ ଯିହୂଦା ରାଜ୍ୟର ବେ‌‌‌‌‌‌ଥ୍‌‌‌‌‌‌ଲେହିମ ନଗରରେ ଯୀଶୁ ଜନ୍ମ ହେଲେ। ଯୀଶୁ ଜନ୍ମ ହେବା ପରେ ପୂର୍ବ ଦେଶର କେତେକ ପଣ୍ଡିତ ଯିରୁଶାଲମକୁ ଆସିଲେ।


Swiv nou:

Piblisite


Piblisite