Biblia Todo Logo
Bib sou entènèt

- Piblisite -




ପ୍ରେରିତ 21:15 - ପବିତ୍ର ବାଇବଲ

15 ଏହି ସମସ୍ତ ଦିନ ବିତିଗଲା ପରେ ଆମ୍ଭେ ନିଜର ସାମଗ୍ରୀ ପ୍ରସ୍ତୁତ କଲୁ ଓ ଯିରୁଶାଲମ ପାଇଁ ଯାତ୍ରା ଆରମ୍ଭ କଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏହିସମସ୍ତ ଦିନ ଉତ୍ତାରେ ଆମ୍ଭେମାନେ ଜିନିଷପତ୍ର ଘେନି ଯିରୂଶାଲମକୁ ଯାତ୍ରା କଲୁ।

Gade chapit la Kopi

ଓଡିଆ ବାଇବେଲ

15 ଆମ୍ଭେମାନେ ଏହି ସମସ୍ତ ଦିନ ଉତ୍ତାରେ ଜିନିଷପତ୍ର ନେଇ ଯିରୂଶାଲମକୁ ଯାତ୍ରା କଲୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ସେଠାରେ କିଛି ସମୟ ଅତିବାହିତ କରି ଆମେ ଆମର ଜିନିଷପତ୍ର ସଜାଡ଼ି ଯିରୂଶାଲମ ଅଭିମୁଖେ ଯାତ୍ରା କଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆମ୍ଭେମାନେ ଏହି ସମସ୍ତ ଦିନ ଉତ୍ତାରେ ଜିନିଷପତ୍ର ନେଇ ଯିରୂଶାଲମ ସହରକୁ ଯାତ୍ରା କଲୁ।

Gade chapit la Kopi




ପ୍ରେରିତ 21:15
6 Referans Kwoze  

କିନ୍ତୁ ଫେଷ୍ଟ ଯିହୂଦୀମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ପଗ୍ଭରିଲେ, “ତୁମ୍ଭେ ମୋ’ ଦ୍ୱାରା ଏହି ଅଭିଯୋଗ ସମ୍ବନ୍ଧରେ ବିଗ୍ଭର କରାଯିବା ପାଇଁ ଯିରୁଶାଲମ ଯିବା ପାଇଁ କି?”


ତା'ପରେ ଫେଷ୍ଟ ସେମାନଙ୍କ ସହିତ ଆଠ ଦଶ ଦିନ ରହି କାଇସରୀଆକୁ ଗ୍ଭଲିଗଲେ। ତହିଁ ଆରଦିନ ସେ ବିଗ୍ଭର ଆସନରେ ବସିଲେ, ଓ ପାଉଲଙ୍କୁ ଡକାଇ ପଠାଇଲେ।


ତା'ପରେ ଫେଷ୍ଟ ରାଜ୍ୟପାଳ ହେଲେ। ସେ ସେହି ପ୍ରଦେଶରେ ତିନି ଦିନ ରହିଲେ ଓ ତା'ପରେ କାଇସରୀଆରୁ ଯିରୁଶାଲମ ଗ୍ଭଲିଗଲେ।


ପାଉଲ କାଇସରୀଆରେ ପହଞ୍ଚି ଯିରୁଶାଲମର ମଣ୍ଡଳୀକୁ ଯାଇ ସେମାନଙ୍କ ସହିତ ସାକ୍ଷାତ କଲେ। ତା'ପରେ ସେ ଆନ୍ତିୟଖିଆ ନଗରକୁ ଗଲେ।


ପାଉଲ ଏସବୁ ଘଟଣା ପରେ ମାକିଦନିଆ ଓ ଆଖାୟା ବାଟ ଦେଇ ଯିରୁଶାଲମ ଯିବା ପାଇଁ ନିର୍ଣ୍ଣୟ କଲେ। ସେ କହିଲେ ଯେ, “ଯିରୁଶାଲମ ଗଲାପରେ ମୁଁ ରୋମକୁ ଯିବା କଥା।”


ଆମ୍ଭେମାନେ ଓ ଅନ୍ୟ ବିଶ୍ୱାସୀମାନେ ଏହି କଥା ଶୁଣି ପାଉଲଙ୍କୁ ଯିରୁଶାଲମ ନ ଯିବା ପାଇଁ ବହୂତ ଅନୁରୋଧ କଲୁ।


Swiv nou:

Piblisite


Piblisite