Biblia Todo Logo
Bib sou entènèt

- Piblisite -




ପ୍ରେରିତ 22:13 - ପବିତ୍ର ବାଇବଲ

13 ହନନିୟ ମୋ’ ପାଖରେ ଆସି ଠିଆ ହୋଇ କହିଲେ, ‘ହେ ଭାଇ ଶାଉଲ, ତୁମ୍ଭେ ପୁଣି ଥରେ ଦେଖିବାକୁ ପାଅ।’ ମୁଁ ସେହି ମୁହୂର୍ତ୍ତରେ ତାହାଙ୍କୁ ଦେଖି ପାରିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ମୋʼ ନିକଟକୁ ଆସି ପାଖରେ ଠିଆ ହୋଇ ମୋତେ କହିଲେ, ଶାଉଲ ଭାଇ, ଦୃଷ୍ଟି ପ୍ରାପ୍ତ ହୁଅ। ସେହି ମୁହୂର୍ତ୍ତରେ ମୁଁ ତାହାଙ୍କ ପ୍ରତି ଦୃଷ୍ଟିପାତ କଲି।

Gade chapit la Kopi

ଓଡିଆ ବାଇବେଲ

13 ମୋ' ନିକଟକୁ ଆସି ପାଖରେ ଠିଆ ହୋଇ ମୋତେ କହିଲେ, ଭାଇ ଶାଉଲ, ଦୃଷ୍ଟିପ୍ରାପ୍ତ ହୁଅ । ସେହି ମୁହୁର୍ତ୍ତରେ ମୁଁ ତାହାଙ୍କ ପ୍ରତି ଦୃଷ୍ଟିପାତ କଲି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ସେ ମୋ’ ପାଖକୁ ଆସି ମୋ’ ନିକଟରେ ଠିଆ ହୋଇ କହିଲେ, ‘ଭାଇ ଶାଉଲ, ତୁମର ଦୃଷ୍ଟିଶକ୍ତି ଫେରିପାଅ।’ ଠିକ୍ ସେହି ମୁହୂର୍ତ୍ତରେ ମୁଁ ପୁନର୍ବାର ଦୃଷ୍ଟିଶକ୍ତି ପାଇ ତାଙ୍କୁ ଦେଖିପାରିଲି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ମୋʼ ନିକଟକୁ ଆସି ପାଖରେ ଠିଆ ହୋଇ ମୋତେ କହିଲେ, ଭାଇ ଶାଉଲ, ଦୃଷ୍ଟିପ୍ରାପ୍ତ ହୁଅ। ସେହି ମୁହୂର୍ତ୍ତରେ ମୁଁ ତାହାଙ୍କ ପ୍ରତି ଦୃଷ୍ଟିପାତ କଲି।

Gade chapit la Kopi




ପ୍ରେରିତ 22:13
2 Referans Kwoze  

ଦାସ ହେବା ପାଇଁ ନୁହେଁ, ବରଂ ଦାସଠାରୁ ବଳି ଏକ ପ୍ରିୟ ଭାଇ ଭଳି। ମୁଁ ତାହାକୁ ବହୁତ ଭଲ ପାଏ। କିନ୍ତୁ ତୁମ୍ଭେ ଆହୁରି ଅଧିକ ଭଲ ପାଇବ। ତୁମ୍ଭେ ତାହାକୁ ଜଣେ ମଣିଷ ଓ ପ୍ରଭୁଙ୍କଠାରେ ଜଣେ ଭାଇ ଭଳି ଭଲ ପାଇବ।


Swiv nou:

Piblisite


Piblisite