ପ୍ରେରିତ 22:16 - ପବିତ୍ର ବାଇବଲ16 ତୁମ୍ଭେ ବର୍ତ୍ତମାନ ଆଉ ଅପେକ୍ଷା କର ନାହିଁ। ଶୀଘ୍ର ଉଠ ଓ ବାପ୍ତିଜିତ ହୁଅ ଏବଂ ଯୀଶୁଙ୍କ ନାମରେ ତୁମ୍ଭର ପାପରୁ ଧୋଇ ହୁଅ।’ Gade chapit laପବିତ୍ର ବାଇବଲ (Re-edited) - (BSI)16 ଆଉ, ଏବେ ତୁମ୍ଭେ କାହିଁକି ବିଳମ୍ଵ କରୁଅଛ? ଉଠ, ବାପ୍ତିଜିତ ହୁଅ, ପୁଣି ତାହାଙ୍କ ନାମରେ ପ୍ରାର୍ଥନା କରି ଆପଣା ପାପସବୁ ଧୋଇ ପକାଅ। Gade chapit laଓଡିଆ ବାଇବେଲ16 ଆଉ ତୁମ୍ଭେ ଏବେ କାହିଁକି ବିଳମ୍ବ କରୁଅଛ ? ଉଠ, ବାପ୍ତିଜିତ ହୁଅ, ପୁଣି, ତାହାଙ୍କ ନାମରେ ପ୍ରାର୍ଥନା କରି ନିଜ ପାପସବୁ ଧୋଇ ପକାଅ । Gade chapit laପବିତ୍ର ବାଇବଲ (CL) NT (BSI)16 ଆଉ କାହିଁକି ବିଳମ୍ବ କରୁଛ? ଆସ, ଜଳଦୀକ୍ଷା ଗ୍ରହଣ କର ଓ ତାଙ୍କଠାରେ ପ୍ରାର୍ଥନା କରିବା ଦ୍ୱାରା ତୁମର ପାପ ସବୁ ପ୍ରକ୍ଷାଳିତ ହେଉ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ ତୁମ୍ଭେ ଏବେ କାହିଁକି ବିଳମ୍ବ କରୁଅଛ? ଉଠ, ବାପ୍ତିଜିତ ହୁଅ, ପୁଣି, ତାହାଙ୍କ ନାମରେ ପ୍ରାର୍ଥନା କରି ନିଜ ପାପସବୁ ଧୋଇ ପକାଅ। Gade chapit la |
କରିନ୍ଥଠାରେ ଥିବା ପରମେଶ୍ୱରଙ୍କ ମଣ୍ଡଳୀ, ପୁଣି ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ର କରାଯାଇଛନ୍ତି ସେମାନଙ୍କ ନିକଟକୁ ଏହି ପତ୍ର ଲେଖା ଯାଉଅଛି। ତୁମ୍ଭେମାନେ ଈଶ୍ୱରଙ୍କ ପବିତ୍ର ଲୋକ ହେବା ନିମନ୍ତେ ଆହୂତ ହୋଇଅଛ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ସର୍ବତ୍ର ଯେଉଁମାନେ ବିଶ୍ୱାସ କରନ୍ତି ଏପରି ସବୁ ଖ୍ରୀଷ୍ଟବିଶ୍ୱାସୀଙ୍କ ସହିତ ତୁମ୍ଭେମାନେ ଆହୂତ ହୋଇଅଛ।