Biblia Todo Logo
Bib sou entènèt

- Piblisite -




ପ୍ରେରିତ 22:2 - ପବିତ୍ର ବାଇବଲ

2 ସେମାନେ ପାଉଲଙ୍କୁ ଯିହୂଦୀ ଭାଷାରେ କହିବାର ଶୁଣି ଆହୁରି ଅଧିକ ଶାନ୍ତ ହୋଇଗଲେ। ତା'ପରେ ପାଉଲ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେ ସେମାନଙ୍କ ନିକଟରେ ଏବ୍ରୀ ଭାଷାରେ କଥା କହୁଅଛନ୍ତି ଶୁଣି ସେମାନେ ଅଧିକ ନୀରବ ହୋଇ ରହିଲେ।

Gade chapit la Kopi

ଓଡିଆ ବାଇବେଲ

2 ସେ ଏବ୍ରୀ ଭାଷାରେ ସେମାନଙ୍କ ନିକଟରେ କଥା କହୁଅଛନ୍ତି ଶୁଣି ସେମାନେ ଅଧିକ ନୀରବ ହୋଇ ରହିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ସେମାନଙ୍କ ସହିତ ସେ ହ୍ରିବୁ ଭାଷାରେ କଥା କହିବା ଶୁଣି ସେମାନେ ଆହୁରି ନୀରବ ହେଲେ ଓ ପାଉଲ କହିବାକୁ ଲାଗିଲେ:

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେ ଏବ୍ରୀ ଭାଷାରେ ସେମାନଙ୍କ ନିକଟରେ କଥା କହୁଅଛନ୍ତି ଶୁଣି ସେମାନେ ଅଧିକ ନୀରବ ହୋଇ ରହିଲେ।

Gade chapit la Kopi




ପ୍ରେରିତ 22:2
2 Referans Kwoze  

ପାଉଲ ସେନାପତିଙ୍କଠାରୁ ଅନୁମତି ପାଇ ପାହାଚ ଉପରେ ଠିଆ ହୋଇଗଲେ। ସେ ଲୋକମାନଙ୍କୁ ହାତରେ ସଙ୍କେତ କରିବା ହେତୁ ସମସ୍ତେ ଅତି ଶାନ୍ତ ହୋଇଗଲେ। ତା'ପରେ ସେ ଏବ୍ରୀ ଭାଷାରେ କହିଲେ।


ଯୀଶୁ ଯେତେବେଳେ ଏହିସବୁ କଥା ସେଠାରେ ଜମା ହୋଇଥିବା ଲୋକମାନଙ୍କୁ କହୁଥିଲେ, ସେତେବେଳେ ତାହାଙ୍କ ମା ଏବଂ ଭାଇ ଆସି ବାହାରେ ଠିଆ ହେଲେ। ସେମାନେ ଯୀଶୁଙ୍କ ସାଙ୍ଗରେ କଥାବାର୍ତ୍ତା କରିବା ପାଇଁ ଗ୍ଭହୁଁଥିଲେ।


Swiv nou:

Piblisite


Piblisite