ପ୍ରେରିତ 22:22 - ପବିତ୍ର ବାଇବଲ22 ପାଉଲ ଏ କଥା କହିବା ପର୍ଯ୍ୟନ୍ତ ଯିହୂଦୀମାନେ ଶୁଣୁଥିଲେ। ତା'ପରେ ସେମାନେ ସମସ୍ତେ ମିଶି ଖୁବ୍ ଜୋର୍ରେ ପାଟି କରି କହିଲେ, “ଏ ଲୋକକୁ ପୃଥିବୀରୁ ଦୂର କର। କାରଣ ସେ ବଞ୍ଚିରହିବା ପାଇଁ ଯୋଗ୍ୟ ନୁହଁ।” Gade chapit laପବିତ୍ର ବାଇବଲ (Re-edited) - (BSI)22 ଲୋକମାନେ ଏହି ପର୍ଯ୍ୟନ୍ତ ତାଙ୍କ କଥା ଶୁଣି ବଡ଼ ପାଟିରେ କହିଲେ, ଏପରି ଲୋକଟାକୁ ପୃଥିବୀରୁ ଦୂର କର, କାରଣ ତାʼର ବଞ୍ଚି ରହିବା ଉଚିତ ନୁହେଁ। Gade chapit laଓଡିଆ ବାଇବେଲ22 ଲୋକମାନେ ଏହି କଥା ଶୁଣିବା ପରେ ବଡ଼ ପାଟିରେ କହିଲେ, ଏପରି ଲୋକଟାକୁ ପୃଥିବୀରୁ ଦୂର କର, କାରଣ ତାହାର ବଞ୍ଚି ରହିବାର ଉଚିତ ନୁହେଁ । Gade chapit laପବିତ୍ର ବାଇବଲ (CL) NT (BSI)22 ପାଉଲ ଏହି କଥା କହିବା ପର୍ଯ୍ୟନ୍ତ ଲୋକମାନେ ମନ ଦେଇ ଶୁଣୁଥିଲେ, କିନ୍ତୁ ତା’ପରେ ସେମାନେ ଉଚ୍ଚ ସ୍ୱରରେ ଚିକ୍ରାର କରି କହିଲେ, “ତାକୁ ବାହାର କରି ଦିଅ! ତାକୁ ହତ୍ୟା କର! ସେ ଜୀବନଧାରଣର ଯୋଗ୍ୟ ନୁହେଁ!” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଲୋକମାନେ ଏହି କଥା ଶୁଣିବା ପରେ ବଡ଼ ପାଟିରେ କହିଲେ, ଏପରି ଲୋକଟାକୁ ପୃଥିବୀରୁ ଦୂର କର, କାରଣ ତାହାର ବଞ୍ଚି ରହିବାର ଉଚିତ୍ ନୁହେଁ। Gade chapit la |