ପ୍ରେରିତ 22:8 - ପବିତ୍ର ବାଇବଲ8 “ମୁଁ ପଗ୍ଭରିଲି, ‘ଆପଣ କିଏ, ପ୍ରଭୁ?’ ସେ ମୋତେ କହିଲେ, ‘ମୁଁ ସେହି ନାଜରିତୀୟ ଯୀଶୁ, ଯାହାକୁ ତୁମ୍ଭେ ତାଡ଼ନା କରୁଅଛ।’ Gade chapit laପବିତ୍ର ବାଇବଲ (Re-edited) - (BSI)8 ମୁଁ ଉତ୍ତର ଦେଲି, ପ୍ରଭୋ, ଆପଣ କିଏ? ତେଣୁ ସେ ମୋତେ କହିଲେ, ତୁମ୍ଭେ ଯେଉଁ ନାଜରିତୀୟ ଯୀଶୁଙ୍କୁ ତାଡ଼ନା କରୁଅଛ, ଆମ୍ଭେ ସେହି। Gade chapit laଓଡିଆ ବାଇବେଲ8 ମୁଁ ଉତ୍ତର ଦେଲି, ପ୍ରଭୁ, ଆପଣ କିଏ ? ସେଥିରେ ସେ ମୋତେ କହିଲେ, ତୁମ୍ଭେ ଯେଉଁ ନାଜରିତୀୟ ଯୀଶୁଙ୍କୁ ତାଡ଼ନା କରୁଅଛ, ଆମ୍ଭେ ସେହି । Gade chapit laପବିତ୍ର ବାଇବଲ (CL) NT (BSI)8 ମୁଁ ପଚାରିଲି, ‘ପ୍ରଭୁ, ଆପଣ କିଏ? ସେ ମୋତେ କହିଲେ, ‘ତୁମେ ଯାହାଙ୍କୁ ନିର୍ଯ୍ୟାତିତ କରୁଛ, ମୁଁ ସେହି ନାଜରିତର ଯୀଶୁ।’ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମୁଁ ଉତ୍ତର ଦେଲି, ପ୍ରଭୁ, ଆପଣ କିଏ? ସେଥିରେ ସେ ମୋତେ କହିଲେ, “ତୁମ୍ଭେ ଯେଉଁ ନାଜରିତୀୟ ଯୀଶୁଙ୍କୁ ତାଡ଼ନା କରୁଅଛ, ଆମ୍ଭେ ସେହି।” Gade chapit la |
ତେବେ, ତୁମ୍ଭେମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲୀୟ ଲୋକମାନେ ଏହା ଜାଣିରଖିବା ଉଚିତ୍ ଯେ, ଏହା ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଏହି ଲୋକଟି ସୁସ୍ଥ ହୋଇଛି। ତୁମ୍ଭେମାନେ ସେହି ଯୀଶୁଙ୍କୁ କ୍ରୁଶରେ କଣ୍ଟାବିଦ୍ଧ କରିଛ, ମାତ୍ର ପରମେଶ୍ୱର ତାହାଙ୍କୁ ମୃତ୍ୟୁରୁ ଉଠାଇଛନ୍ତି। ତାହାଙ୍କ ଦ୍ୱାରା ଏହି ଛୋଟା ଲୋକଟି ସମ୍ପୂର୍ଣ୍ଣ ଭାବରେ ସୁସ୍ଥ ହୋଇଛି। ସେ ବର୍ତ୍ତମାନ ତୁମ୍ଭମାନଙ୍କ ସମ୍ମୁଖରେ ଠିଆ ହୋଇଛି।