Biblia Todo Logo
Bib sou entènèt

- Piblisite -




ପ୍ରେରିତ 23:13 - ପବିତ୍ର ବାଇବଲ

13 ଗ୍ଭଳିଶ୍ ଜଣରୁ ଅଧିକ ଯିହୂଦୀ ଏହି ଷଡ଼ଯନ୍ତ୍ର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଏହି ଷଡ଼ଯନ୍ତ୍ର କରିଥିବା ଲୋକମାନେ ଚାଳିଶ ଜଣରୁ ଅଧିକ ଥିଲେ।

Gade chapit la Kopi

ଓଡିଆ ବାଇବେଲ

13 ଏହି ଷଡ଼ଯନ୍ତ୍ର କରିଥିବା ଲୋକମାନେ, ଚାଳିଶ ଜଣରୁ ଅଧିକ ଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ଚାଳିଶ ଜଣରୁ ଅଧିକ ଲୋକ ଏହି ଚକ୍ରାନ୍ତ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏହି ଷଡ଼ଯନ୍ତ୍ର କରିଥିବା ଲୋକମାନେ, ଚାଳିଶ ଜଣରୁ ଅଧିକ ଥିଲେ।

Gade chapit la Kopi




ପ୍ରେରିତ 23:13
5 Referans Kwoze  

ତୁମ୍ଭମାନଙ୍କୁ ଲୋକମାନେ ସେମାନଙ୍କର ସମାଜଗୃହଗୁଡ଼ିକରୁ ବାହାର କରିଦେବେ। ହଁ, ଏପରି ସମୟ ଆସୁଛି ଯେତେବେଳେ ଲୋକମାନେ ଭାବିବେ ଯେ ତୁମ୍ଭକୁ ବଧ କରିବା ଦ୍ୱାରା ସେମାନେ ପରମେଶ୍ୱରଙ୍କ ସେବା କରୁଛନ୍ତି।


ଜଣେ ଲୋକ ଦାଉଦଙ୍କୁ କହିଲେ, “ଅବଶାଲୋମଙ୍କର ଚକ୍ରାନ୍ତକାରୀମାନଙ୍କ ସହିତ ଅହୀଥୋଫଲ ଅଛି।” ତା'ପରେ ଦାଉଦ ପ୍ରାର୍ଥନା କଲେ, “ହେ ମୋର ସଦାପ୍ରଭୁ, ଦୟାକରି ଅହୀଥୋଫଲର ଉପଦେଶକୁ ଅଦରକାରୀ କର।”


ଯେତେବେଳେ ଅବଶାଲୋମ ବଳିଦାନ ଉତ୍ସର୍ଗ କଲେ, ସେ ଦାଉଦଙ୍କର ମନ୍ତ୍ରୀ ଗୀଲୋନୀୟ ଅହୀଥୋଫଲକୁ ତାହାର ନଗର ଗୀଲୋରୁ ଡକାଇଲେ। ତହିଁରେ ଚକ୍ରାନ୍ତ ଦୃଢ଼ ହେଲା, କାରଣ ଅବଶାଲୋମର ସପକ୍ଷର ଲୋକମାନେ ବହୁତ ବୃଦ୍ଧି ପାଇଲେ।


ତହିଁ ଆରଦିନ କେତେକ ଯିହୂଦୀ ଗୋଟିଏ ଯୋଜନା କଲେ। ସେମାନେ ପାଉଲଙ୍କୁ ହତ୍ୟା କରିବା ପାଇଁ ଗ୍ଭହିଁଲେ। ତାହାଙ୍କୁ ହତ୍ୟା ନ କରିବା ପର୍ଯ୍ୟନ୍ତ ସେମାନେ ଅନ୍ନଜଳ ସ୍ପର୍ଶ କରିବେ ନାହିଁ ବୋଲି ଶପଥ କଲେ।


ସେମାନେ ମୁଖ୍ୟ ଯାଜକ ଓ ପ୍ରାଚୀନମାନଙ୍କ ପାଖକୁ ଯାଇ କହିଲେ, “ଆମ୍ଭେ ପ୍ରତିଜ୍ଞା କରିଛୁ ଯେ, ପାଉଲଙ୍କୁ ବଧ ନ କରିବା ପର୍ଯ୍ୟନ୍ତ କେହି ଭୋଜନ ସ୍ପର୍ଶ କରିବୁ ନାହିଁ।


Swiv nou:

Piblisite


Piblisite