Biblia Todo Logo
Bib sou entènèt

- Piblisite -




ପ୍ରେରିତ 23:18 - ପବିତ୍ର ବାଇବଲ

18 ତେଣୁ ସେନା ଅଧିକାରୀ ତାହାକୁ ସେନାଧ୍ୟକ୍ଷଙ୍କ ନକଟକୁ ନେଇଗଲା ଓ କହିଲା, “ବନ୍ଦୀ ପାଉଲ ଏ ଯୁବକକୁ ଆପଣଙ୍କ ନିକଟକୁ ପଠାଇଛନ୍ତି। ସେ ଆପଣଙ୍କୁ କିଛି କହିବାକୁ ଗ୍ଭହଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ତେଣୁ ସେ ତାକୁ ସହସ୍ରସେନାପତିଙ୍କ ନିକଟକୁ ଘେନିଯାଇ କହିଲେ, ବନ୍ଦୀ ପାଉଲ ଆପଣା ନିକଟକୁ ମୋତେ ଡାକି ଆପଣଙ୍କ ପାଖକୁ ଏହି ଯୁବାକୁ ଘେନିଆସିବା ନିମନ୍ତେ ଅନୁରୋଧ କଲା, ଆପଣଙ୍କୁ କହିବା ନିମନ୍ତେ ଏହାର କିଛି କଥା ଅଛି।

Gade chapit la Kopi

ଓଡିଆ ବାଇବେଲ

18 ତେଣୁ ସେ ତାହାଙ୍କୁ ସହସ୍ରସେନାପତିଙ୍କ ନିକଟକୁ ନେଇଯାଇ କହିଲେ, ବନ୍ଦୀ ପାଉଲ ଆପଣା ନିକଟକୁ ମୋତେ ଡାକି ଆପଣଙ୍କ ପାଖକୁ ଏହି ଯୁବାକୁ ନେଇ ଆସିବା ପାଇଁ ଅନୁରୋଧ କଲା, ଆପଣଙ୍କୁ କହିବା ନିମନ୍ତେ ଏହାର କିଛି କଥା ଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 କର୍ମଚାରୀ ତାକୁ ସେନାଧ୍ୟକ୍ଷଙ୍କ ପାଖକୁ ନେଇ କହିଲେ, “ବନ୍ଦୀ ପାଉଲ ମୋତେ ଡାକି ଏହି ଯୁବକକୁ ଆପଣଙ୍କ ନିକଟକୁ ଆଣିବା ପାଇଁ କହିଲେ। ଆପଣଙ୍କୁ ତାହାର କିଛି କହିବାର ଅଛି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତେଣୁ ସେ ତାହାଙ୍କୁ ସହସ୍ର-ସେନାପତିଙ୍କ ନିକଟକୁ ନେଇଯାଇ କହିଲେ, ବନ୍ଦୀ ପାଉଲ ଆପଣା ନିକଟକୁ ମୋତେ ଡାକି ଆପଣଙ୍କ ପାଖକୁ ଏହି ଯୁବାକୁ ନେଇ ଆସିବା ପାଇଁ ଅନୁରୋଧ କଲା, ଆପଣଙ୍କୁ କହିବା ନିମନ୍ତେ ଏହାର କିଛି କଥା ଅଛି।

Gade chapit la Kopi




ପ୍ରେରିତ 23:18
11 Referans Kwoze  

ଅତଏବ, ମୁଁ ପାଉଲ, ତୁମ୍ଭ ଅଣଯିହୂଦୀମାନଙ୍କ ଲାଗି ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ ଅଟେ।


କିନ୍ତୁ ମୁଁ ତୁମ୍ଭକୁ ପ୍ରେମରେ ନିବେଦନ କରିବାକୁ ଇଚ୍ଛା କରେ। ମୁଁ ପାଉଲ, ବୁଢ଼ା ହୋଇ ଗଲିଣି ଓ ଖ୍ରୀଷ୍ଟ ଯୀଶୁଙ୍କ ପାଇଁ ବନ୍ଦୀ ହୋଇଛି।


ମୁଁ ପ୍ରଭୁଙ୍କର ହୋଇ ଥିବାରୁ କାରାଗାରରେ ବନ୍ଦୀରୂପେ ଅଛି। ତୁମ୍ଭମାନଙ୍କୁ ପରମେଶ୍ୱର ନିଜ ଲୋକ ବୋଲି ବାଛିଛନ୍ତି। ଅତଏବ ପରମେଶ୍ୱରଙ୍କ ଲୋକମାନେ ଯେଉଁଭଳି ଜୀବନଯାପନ କରିବା ଉଚିତ୍, ତୁମ୍ଭେମାନେ ସେହିଭଳି ଜୀବନଯାପନ କର।


ପାଉଲ ତିନି ଦିନ ପରେ ଯିହୂଦୀନେତାମାନଙ୍କୁ ଡକାଇଲେ। ସେମାନେ ଏକତ୍ରିତ ହେଲା ପରେ ସେ ସେମାନଙ୍କୁ କହିଲେ, “ଭାଇମାନେ, ମୁଁ ଯଦି ଆମ୍ଭ ଲୋକମାନଙ୍କ ବିରୁଦ୍ଧରେ ବା ଆମ୍ଭ ପୂର୍ବପୁରୁଷମାନଙ୍କ ପରମ୍ପରା ବିରୁଦ୍ଧରେ କିଛି କରି ନ ଥିଲି, ତଥାପି ମୋତେ ଯିରୁଶାଲମରେ ବନ୍ଦୀ କରି ରୋମୀୟମାନଙ୍କ ପାଖରେ ସମର୍ପିତ କରାଗଲା।


ଇତାଲିଆକୁ ଜାହାଜରେ ଯାତ୍ରା କରିବା ପାଇଁ ସ୍ଥିର ହେବାରୁ ପାଉଲ ଓ ଅନ୍ୟ ବନ୍ଦୀମାନଙ୍କୁ ଦାୟିତ୍ୱ ଯୂଲିଅ ନାମକ ଶତସେନାପତିଙ୍କ ହସ୍ତରେ ଅର୍ପଣ କରାଗଲା। ସେହି ଯୂଲିଅ ସମ୍ରାଟଙ୍କର ସେନାବାହିନୀରେ ଗ୍ଭକିରୀ କରୁଥିଲେ। ଆମ୍ଭେମାନେ ଆଦ୍ରାମୁତ୍ତୀୟରୁ ଗୋଟିଏ ଜାହାଜରେ ଉଠିଲୁ।


ପାଉଲ ଓ ଶୀଲା ମଧ୍ୟରାତ୍ରି ବେଳେ ପରମେଶ୍ୱରଙ୍କୁ ପ୍ରାର୍ଥନା ଓ ସ୍ତୁତି ଗାନ କରୁଥିଲେ। ଅନ୍ୟ ବନ୍ଦୀମାନେ ତାହା ସବୁ ଶୁଣୁଥିଲେ।


ଯୀଶୁ ଫାରୂଶୀଙ୍କୁ କହିଲେ, “ଶିମୋନ, ମୋର ତୁମ୍ଭକୁ କିଛି କହିବାର ଅଛି।” ଶିମୋନ କହିଲେ, “ଗୁରୁ, କୁହନ୍ତୁ!”


ତା'ପରେ ସୈନ୍ୟମାନେ ଓ ସେମାନଙ୍କ ସେନାପତିମାନେ ଓ ଯିହୂଦୀମାନଙ୍କର ପ୍ରହରୀମାନେ ଯୀଶୁଙ୍କୁ ବନ୍ଦୀ କଲେ।


ତା'ପରେ ପାଉଲ ଜଣେ ସେନା ଅଧିକାରୀଙ୍କୁ ଡାକି କହିଲେ, “ଏହି ଯୁବକକୁ ସେନାଧ୍ୟକ୍ଷଙ୍କ ନିକଟକୁ ନେଇଯାଅ। ତା'ର ତାହାଙ୍କୁ କିଛି କହିବାର ଅଛି।”


ସେନାଧ୍ୟକ୍ଷ ଯୁବକର ହାତ ଧରି ନିରୋଳା ସ୍ଥାନକୁ ନେଇ ପଗ୍ଭରିଲେ, “ତୁମ୍ଭେ ମୋତେ କ’ଣ କହିବାକୁ ଗ୍ଭହଁ?”


Swiv nou:

Piblisite


Piblisite