Biblia Todo Logo
Bib sou entènèt

- Piblisite -




ପ୍ରେରିତ 23:19 - ପବିତ୍ର ବାଇବଲ

19 ସେନାଧ୍ୟକ୍ଷ ଯୁବକର ହାତ ଧରି ନିରୋଳା ସ୍ଥାନକୁ ନେଇ ପଗ୍ଭରିଲେ, “ତୁମ୍ଭେ ମୋତେ କ’ଣ କହିବାକୁ ଗ୍ଭହଁ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ସହସ୍ରସେନାପତି ତାʼର ହାତ ଧରି ତାକୁ ନିର୍ଜନକୁ ଘେନିଯାଇ ପଚାରିଲେ, ମୋତେ ଜଣାଇବା ନିମନ୍ତେ ତୁମ୍ଭର କʼଣ ଅଛି?

Gade chapit la Kopi

ଓଡିଆ ବାଇବେଲ

19 ସହସ୍ର ସେନାପତି ତାହାକୁ ହାତ ଧରି ତାହାକୁ ନିର୍ଜନକୁ ନେଇଯାଇ ପଚାରିଲେ, ମୋତେ ଜଣାଇବା ନିମନ୍ତେ ତୁମ୍ଭର କ'ଣ ଅଛି?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ସେନାଧ୍ୟକ୍ଷ ତାହାର ହାତ ଧରି ନିଭୃତକୁ ନେଇଗଲେ ଓ ପଚାରିଲେ, “କଅଣ କହିବାର ଅଛି, କୁହ!”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସହସ୍ର-ସେନାପତି ତାହାକୁ ହାତ ଧରି ତାହାକୁ ନିର୍ଜନକୁ ନେଇଯାଇ ପଚାରିଲେ, ମୋତେ ଜଣାଇବା ନିମନ୍ତେ ତୁମ୍ଭର କଅଣ ଅଛି?

Gade chapit la Kopi




ପ୍ରେରିତ 23:19
12 Referans Kwoze  

ଯୀଶୁ ଅନ୍ଧ ଲୋକଟିକୁ ପଗ୍ଭରିଲେ, “ମୁଁ ତୁମ୍ଭ ପାଇଁ କ’ଣ କରିବି ବୋଲି ତୁମ୍ଭେ ଗ୍ଭହୁଁଛ?” ଅନ୍ଧଟି ଉତ୍ତର ଦେଲୋ, “ଗୁରୁ, ମୁଁ ଦେଖିବାକୁ ଗ୍ଭହୁଁଛି।”


କିନ୍ତୁ ଯୀଶୁ ପିଲାର ହାତ ଧରି ତାହାକୁ ଉଠାଇ ଠିଆ କରାଇଲେ। ସେହି ପିଲା ଠିଆ ହେଲା।


ଯୀଶୁ ଅନ୍ଧ ଲୋକଟିର ହାତ ଧରି ତାକୁ ଗାଁ ବାହାରକୁ କଢ଼ାଇ ନେଇଗଲେ। ସେ ଅନ୍ଧଟିର ଆଖିରେ ଛେପ ପକାଇଲେ। ତା’ ଉପରେ ହାତ ରଖି ତାକୁ ପଗ୍ଭରିଲେ, “ତୁମ୍ଭେ କିଛି ଦେଖି ପାରୁଛ କି?”


ଏହି ନିୟମ ସେମାନଙ୍କ ପୂର୍ବପୁରୁଷଗଣଙ୍କ ସହ ହୋଇଥିବା ନିୟମ ପରି ହେବ ନାହିଁ। ସେତେବେଳେ ଆମ୍ଭେ ସେମାନଙ୍କୁ ହସ୍ତ ଧରି ମିଶର ଦେଶରୁ ବାହାର କରି ଆଣିବା ବେଳେ ସେ ନିୟମ ସ୍ଥାପନ କରିଥିଲୁ। ସଦାପ୍ରଭୁ କହିଥିଲେ, ଆମ୍ଭେ ସେମାନଙ୍କ ସ୍ୱାମୀ ହେଲେ ହେଁ ସେମାନେ ଆମ୍ଭର ସେହି ନିୟମ ଲଙ୍ଘନ କଲେ।”


ତେଣୁ ରାଜା ରାଣୀ ଏଷ୍ଟରଙ୍କୁ କହିଲେ, “ଯିହୁଦୀୟମାନେ 500 ଲୋକଙ୍କୁ ଶୂଶ‌ନ୍‌ରେ ହତ୍ୟା କରିଛନ୍ତି, ସେମାନଙ୍କ ମଧ୍ୟରେ ହାମ‌ନ୍‌ର ଦଶପୁତ୍ର ଅନ୍ତର୍ଭୁକ୍ତ। ସେମାନେ ଅନ୍ୟ ପ୍ରଦେଶରେ ଯାହା କରିଛନ୍ତି ଟିକେ ଚିନ୍ତା କର! ବର୍ତ୍ତମାନ ମୋତେ କ’ଣ କରିବାକୁ ହେବ ବୋଲି ତୁମ୍ଭେମାନେ ଗ୍ଭହୁଁଛ? ମୋତେ କୁହ ଏବଂ ମୁଁ ତାହା କରିବି।”


ସେହି ଦ୍ୱିତୀୟ ଦିନ ରାଜା ଦ୍ରାକ୍ଷାରସ ପାନକରିବା ବେଳେ ଏଷ୍ଟରକୁ ପୁନର୍ବାର କହିଲେ, “ରାଣୀ ଏଷ୍ଟର! ତୁମ୍ଭର ନିବେଦନ କ’ଣ? ତାହା ତୁମ୍ଭକୁ ଦିଆଯିବ। ତୁମ୍ଭର ଇଚ୍ଛା କ’ଣ? ତହା ମୋର ଅର୍ଦ୍ଧେକ ରାଜ୍ୟ ହେଲେ ହେଁ ମୁଁ ତାହା ତୁମ୍ଭକୁ ଦେବି।”


ରାଜା ତାଙ୍କୁ ପଗ୍ଭରିଲେ, “ରାଣୀ ଏଷ୍ଟର, ମୁଁ ତୁମ୍ଭ ପାଇଁ କ’ଣ କରିପାରେ? ତୁମ୍ଭର କ’ଣ ପ୍ରାର୍ଥନା ଅଛି? ମୋର ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ତୁମ୍ଭକୁ ଦିଆଯିବ।”


ଏହା ପରେ ରାଜା ମୋତେ କହିଲେ, “ମୋ’ ନିକଟରୁ କ’ଣ ସାହାଯ୍ୟ ତୁମ୍ଭେ ଗ୍ଭହଁ?” ମୁଁ ଉତ୍ତର ଦେବା ପୂର୍ବରୁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କୁ ପ୍ରାର୍ଥନା କଲି।


ତା'ପରେ ସୈନ୍ୟମାନେ ଓ ସେମାନଙ୍କ ସେନାପତିମାନେ ଓ ଯିହୂଦୀମାନଙ୍କର ପ୍ରହରୀମାନେ ଯୀଶୁଙ୍କୁ ବନ୍ଦୀ କଲେ।


ସେମାନେ ପାଉଲଙ୍କୁ ଆରୟପାଗ ସଭା ପାଖକୁ ନେଇଗଲେ। ସେମାନେ ତାହାଙ୍କୁ ପଗ୍ଭରିଲେ, “ତୁମ୍ଭେ ଉପଦେଶ ଦେଉଥିବା ଏହି ନୂଆ ଶିକ୍ଷା କ’ଣ, ତାହା ଆମ୍ଭେ ଜାଣି ପାରିବୁ କି?


ତେଣୁ ସେନା ଅଧିକାରୀ ତାହାକୁ ସେନାଧ୍ୟକ୍ଷଙ୍କ ନକଟକୁ ନେଇଗଲା ଓ କହିଲା, “ବନ୍ଦୀ ପାଉଲ ଏ ଯୁବକକୁ ଆପଣଙ୍କ ନିକଟକୁ ପଠାଇଛନ୍ତି। ସେ ଆପଣଙ୍କୁ କିଛି କହିବାକୁ ଗ୍ଭହଁ।”


ସେ କହିଲା, “ଯିହୂଦୀମାନେ ପାଉଲଙ୍କୁ ଆହୁରି ଅଧିକ ପ୍ରଶ୍ନ ପଗ୍ଭରିବାର ବାହାନାରେ ଆସନ୍ତା କାଲି ତାହାଙ୍କର ମହାସଭାକୁ ଆଣିବା ଉଦ୍ଦେଶ୍ୟରେ ଆପଣଙ୍କୁ କହିବାକୁ ସ୍ଥିର କରିଛନ୍ତି।


Swiv nou:

Piblisite


Piblisite