Biblia Todo Logo
Bib sou entènèt

- Piblisite -




ପ୍ରେରିତ 23:23 - ପବିତ୍ର ବାଇବଲ

23 ସେନାଧ୍ୟକ୍ଷ ଦୁଇଜଣ ସେନାପତିଙ୍କୁ ଡାକି କହିଲେ, “ଆଜି ରାତି ନ’ଟା ବେଳେ କାଇସରୀଆକୁ ଯିବା ପାଇଁ 200 ପଦାତିକ ସୈନ୍ୟ, 70 ଜଣ ଅଶ୍ୱାରୋହୀ, 200 ବର୍ଚ୍ଛାଧାରୀଙ୍କୁ ପ୍ରସ୍ତୁତ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ପରେ ସେ ଦୁଇ ଜଣ ଶତସେନାପତିଙ୍କି ଡାକି କହିଲେ, କାଇସରିଆ ପର୍ଯ୍ୟନ୍ତ ଯିବା ନିମନ୍ତେ ରାତ୍ର ତିନି ଘଟିକା ସମୟରେ ଦୁଇ ଶତ ସୈନ୍ୟ, ସତୁରି ଜଣ ଅଶ୍ଵାରୋହୀ ଓ ଦୁଇ ଶତ ବର୍ଚ୍ଛାଧାରୀଙ୍କୁ ପ୍ରସ୍ତୁତ କର।

Gade chapit la Kopi

ଓଡିଆ ବାଇବେଲ

23 ପରେ ସେ ଦୁଇ ଜଣ ଶତ ସେନାପତିଙ୍କୁ ଡାକି କହିଲେ, କାଇସରିୟା ପର୍ଯ୍ୟନ୍ତ ଯିବା ନିମନ୍ତେ ରାତ୍ର ତିନି ଘଟିକା ସମୟରେ ଦୁଇ ଶହ ସୈନ୍ୟ, ସତୁରି ଜଣ ଅଶ୍ଵାରୋହୀ ଓ ଦୁଇ ଶହ ବର୍ଚ୍ଛାଧାରୀଙ୍କୁ ପ୍ରସ୍ତୁତ କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ସେନାଧ୍ୟକ୍ଷ ତାଙ୍କର ଅଧୀନସ୍ଥ ଦୁଇ ଜଣ କର୍ମଚାରୀଙ୍କୁ ଡକାଇ କହିଲେ, “ଆଜି ରାତି ନଅଟା ସୁଦ୍ଧା ସିସେରିଆକୁ ଯିବା ପାଇଁ ସତୁରି ଜଣ ଅଶ୍ୱାରୋହୀ ଓ ଦୁଇ ଶହ ବର୍ଚ୍ଛାଧାରୀଙ୍କ ସହିତ ଦୁଇ ଶହ ପଦାତିକ ସୈନ୍ୟଙ୍କୁ ପ୍ରସ୍ତୁତ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପରେ ସେ ଦୁଇ ଜଣ ଶତ-ସେନାପତିଙ୍କୁ ଡାକି କହିଲେ, କାଇସରିୟା ପର୍ଯ୍ୟନ୍ତ ଯିବା ନିମନ୍ତେ ରାତ୍ର ତିନି ଘଟିକା ସମୟରେ ଦୁଇ ଶହ ସୈନ୍ୟ, ସତୁରି ଜଣ ଅଶ୍ଵାରୋହୀ ଓ ଦୁଇ ଶହ ବର୍ଚ୍ଛାଧାରୀଙ୍କୁ ପ୍ରସ୍ତୁତ କର।

Gade chapit la Kopi




ପ୍ରେରିତ 23:23
8 Referans Kwoze  

ସେମାନେ କାଇସରୀଆରେ ପହଞ୍ଚି ରାଜ୍ୟପାଳକୁ ପତ୍ରଟି ଦେଲେ। ତା'ପରେ ସେମାନେ ପାଉଲଙ୍କୁ ତାହାଙ୍କ ହାତରେ ସମର୍ପଣ କଲେ।


କିନ୍ତୁ ଫିଲି‌ପ୍‌ପ ଅ‌ଷ୍‌‌ଦୋଦ ନଗରରେ ଦେଖା ଦେଲେ ଓ କାଇସରୀଆ ନଗରକୁ ଯିବା ବାଟରେ ସବୁ ସହରରେ ଲୋକମାନଙ୍କୁ ସୁସମାଗ୍ଭର ପ୍ରଗ୍ଭର କରି ଗ୍ଭଲିଲେ।


ସେହି ଗ୍ଭକରମାନଙ୍କୁ ମାଲିକଙ୍କ ପାଇଁ ଅଧରାତି ବା ତା'ଠାରୁ ଆହୁରି ଅଧିକ ସମୟ ଅପେକ୍ଷା କରିବାକୁ ପଡ଼ିପାରେ। କିନ୍ତୁ ମାଲିକ ଯେତେବେଳେ ଫେରି ଆସି ସେମାନଙ୍କୁ ସେପର୍ଯ୍ୟନ୍ତ ଅପେକ୍ଷା କରିଥିବାର ଦେଖିବେ, ସେତେବେଳେ ସେମାନେ ଖୁସୀ ହୋଇ ଯିବେ।


ଯୀଶୁ ହ୍ରଦ ଉପରେ ଗ୍ଭଲିକରି ରାତ୍ରିର ଚତୁର୍ଥ ପ୍ରହରରେ ଶିଷ୍ୟମାନଙ୍କ ପାଖରେ ଯାଇ ପହଞ୍ଚିଲେ।


ସେନାଧ୍ୟକ୍ଷ ସେହି ଯୁବକଙ୍କୁ ଆଦେଶ ଦେଲେ ଯେ ସେ ତାହାଙ୍କୁ ଏ କଥା କହିଛି ବୋଲି କାହାକୁ ଯେପରି ନ କୁହେ, “ଓ ଏହା କହି ତାହାଙ୍କୁ ପଠାଇଦେଲେ।”


ତହିଁ ଆରଦିନ ପାଉଲଙ୍କୁ କାଇସରୀଆରେ ପହଞ୍ଚାଇବାର ଦାୟିତ୍ୱ ଅଶ୍ୱାରୋହୀମାନଙ୍କୁ ଦେଇ ପଦାତିକ ସୈନ୍ୟମାନେ ସୈନ୍ୟ ନିବାସକୁ ଫେରି ଆସିଲେ।


ତେଣୁ ତାହାଙ୍କ ଆଦେଶ ଅନୁସାରେ, ସୈନିକମାନେ ପାଉଲଙ୍କୁ ଧରି ନେଲେ ଏବଂ ରାତ୍ରିୀରେ ଆନ୍ତିପାତ୍ରି ନଗରକୁ ଆଣିଲେ।


କିନ୍ତୁ ସେତିକିବେଳେ ଆମ୍ଭେ ତାହାକୁ ଧରିନେଲୁ।


Swiv nou:

Piblisite


Piblisite